ପୁରୀ

ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି

ପୁରୀ,୪।୫(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ଶ୍ରୀନହରସ୍ଥିତ ଅସ୍ଥାୟୀ ରଥଖଳାରେ ୩ ରଥର ନିର୍ମାଣ କାର୍ଯ୍ୟ ଜାରିରହିଛି। ୩ ରଥ ପାଇଁ ଆବଶ୍ୟକ ୪୨ଟି…

10 months ago

ରାମକୃଷ୍ଣ ଦାସମହାପାତ୍ରଙ୍କୁ ପଚରାଉଚରା

ପୁରୀ,୪ା୫: ନବକଳେବର ଦାରୁରେ ଦୀଘା ଦିଅଁ ନିର୍ମାଣ ବିବାଦ ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତନାଘନା ଚାଲିଛି। ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ବଳକା ଦାରୁ…

10 months ago

ବ୍ରହ୍ମ ସଂସ୍ଥାପନ କେବଳ ଶ୍ରୀମନ୍ଦିରରେ ହୋଇଥାଏ

ପୁରୀ,୩ା୫(ଅଜିତ୍‌ କୁମାର ମହାନ୍ତି): ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର…

10 months ago

ପୁରୀ ଆସି କଥା ବଦଳାଇଲେ ରାମକୃଷ୍ଣ

ପୁରୀ୩ା୫(ଅଜିତ୍‌ କୁମାର ମହାନ୍ତି): ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବିବାଦୀୟ ହୋଇଥିବା ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର…

10 months ago

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ

ପୁରୀ,୧।୫ ( ଅଜିତ୍‌ କୁମାର ମହାନ୍ତି ): ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡ଼ା ଯାତ୍ରା ଜୁଲାଇ ୫ ତାରିଖରେ…

10 months ago

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧ ଦିନ…

10 months ago

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ…

10 months ago

ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ 

ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍‌ଆଇ ଏବଂ…

10 months ago

ପୁଷ୍ପାଳନ ସେବକଙ୍କୁ ଚେତାବନୀ: ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ହେବେ ବାସନ୍ଦ

ପୁରୀ,୨୬।୪: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ…

10 months ago

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ, ପ୍ରଶାନ୍ତ…

10 months ago