ପୁରୀ

ବିଗୁଡ଼ୁଛି ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍‌ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ…

7 years ago

କରୋନାକୁ ନେଇ ଗୁଜବ: ୭ ତୁଳସୀପତ୍ର ଖାଇବାକୁ ପ୍ରଚାର

ପୁରୀ ଅଫିସ,୬।୩: କରୋନାକୁ ନେଇ ଆରମ୍ଭ ହୋଇଯାଇଛି ବିଭିନ୍ନ ପ୍ରକାର ଗୁଜବ। ଏହି ପ୍ରାଣଘାତୀ ଭାଇରସ୍‌ କବଳରୁ କିପରି ରକ୍ଷା ପାଇହେବ ସେଥିଲାଗି ସୋସିଆଲ ମିଡିଆରେ ନାନା…

7 years ago

ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଗୁଳିକାଣ୍ଡ ଘଟଣା: ବିଜେଡି କାଉନ୍‌ସିଲରଙ୍କ ସହ ୩ ଗିରଫ

ପୁରୀ ଅଫିସ,୫।୩: ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଓରଫ ପାରା ଗୁଳିକାଣ୍ଡ ଘଟଣାରେ କୁମ୍ଭାରପଡ଼ା ପୋଲିସ ବୁଧବାର ପୂର୍ବତନ କାଉନସିଲରଙ୍କ ସମେତ ୩ଜଣଙ୍କୁ ଗିରଫ କରିଥିବା ନେଇ…

7 years ago

କରୋନା ମୁକାବିଲା ଚିନ୍ତା: ପୁରୀ ଜିଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଦେଶୀ ପର୍ଯ୍ୟଟକ ଆସିଲେ ଜଣାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୫।୩: କରୋନାକୁ ନେଇ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ଏକ ଗୁରୁତ୍ୱତ୍ପୂର୍ଣ୍ଣ ବୈଠକ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ କରୋନାକୁ ନେଇ ବିଭିନ୍ନ…

7 years ago

ଚିଲିକା ମଝିରେ ଅଟକିଲା ଡଙ୍ଗା: ୩୦ ପରୀକ୍ଷାର୍ଥୀ ୧ ଘଣ୍ଟା ଜଳବନ୍ଦୀ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାଉଥିବା ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ବୁଧବାର ଚିଲିକା ମଝିରେ ଅଟକି ଯାଇଥିଲା। ସେଥିରେ ଯାଉଥିବା…

7 years ago

ତାଗିଦ ସତ୍ତ୍ୱେ ମାନୁନି ଇସ୍କନ: ମଥୁରାରେ ଅଦିନିଆ ରଥଯାତ୍ରା ନେଇ ଚର୍ଚ୍ଚା

ପୁରୀ ଅଫିସ,୫।୩: ବାରମ୍ବାର ତାଗିଦ ସତ୍ତ୍ୱେ ମାନୁନାହିଁ ଇସ୍କନ। ପୂର୍ବରୁ ମୁମ୍ବାଇ ଶିବାଜୀ ପାର୍କରେ ଅଦିନିଆ ରଥଯାତ୍ରା କରି ବିବାଦୀୟ ହୋଇପଡିଥିବା ଇସ୍କନ ଏବେ ନାମ ପରିବର୍ତ୍ତନ…

7 years ago

ମାଙ୍କଡ଼ ଛଡ଼ାଇନେଲା ଆଡ୍‌ମିଟ୍‌ କାର୍ଡ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର କନ୍ଦାଖାଇ କଳା ଓ ବିଜ୍ଞାନ ମହାବିଦ୍ୟାଳୟକୁ ଯୁକ୍ତ ୨ ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କୁ ମାଙ୍କଡ଼ ଆକ୍ରମଣ କରିବା…

7 years ago

କପି ଧରିବାରୁ ଶିକ୍ଷକଙ୍କୁ ଆକ୍ରମଣ

ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା ନେଇ…

7 years ago

ଚାଚେରୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୫ା୩: ଶ୍ରୀମନ୍ଦିରରେ ବୁଧବାରଠାରୁ ଦୋଳପର୍ବ ଆରମ୍ଭ ହୋଇଛି। ମଧ୍ୟାହ୍ନ ଧୂପ ପରେ ୩ ବାଡ଼ରେ ମଇଲମ ହୋଇ ନୂଆଲୁଗା ଲାଗି କରାଯାଇଥିଲା। ପାଳିଆ ମେକାପ ଚନ୍ଦନ…

7 years ago

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା…

7 years ago