ପୁରୀ

ଗାନ୍ଧୀ ବିଶେଷାଙ୍କ ଲୋକାର୍ପିତ କଲେ ରାଜ୍ୟପାଳ

ପୁରୀ ଅଫିସ,୨୯।୨: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ତ୍ରୈମାସିକ ସାହିତ୍ୟ ପତ୍ରିକା ସୁଲେଖା ପକ୍ଷରୁ ଗାନ୍ଧୀ ବିଶେଷାଙ୍କ ପ୍ରସ୍ତୁତ କରାଯାଇଛି। ଓଡ଼ିଶାର ବିଭିନ୍ନ କବି ଓ…

7 years ago

ଚିଲିକାରୁ ବାହୁଡ଼ିଲେ ବିଦେଶାଗତ ପକ୍ଷୀ

ବାଲୁଗଁ। , ୨୯।୨ (ଡି.ଏନ.ଏ.): ଶୀତର ପ୍ରକୋପ କମି ଆସିବାରୁ ଚିଲିକାରୁ ବିଦେଶାଗତ ପକ୍ଷୀ ଏବେ ଘର ମୁହଁ। ହେବାରେ ଲାଗିଛନ୍ତି। ପ୍ରତ୍ୟାବର୍ତ୍ତନ ପୂର୍ବରୁ ଚିଲିକା ମଧ୍ୟସ୍ଥ…

7 years ago

ଶାହାଙ୍କ ଓଡ଼ିଶା ଗସ୍ତକୁ ଜିଲା କଂଗ୍ରେସର ବିରୋଧ

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତକୁ ପୁରୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଶୁକ୍ରବାର ଟାଉନ ହଲ୍‌ ସମ୍ମୁଖରୁ…

7 years ago

ସିଏଏ ସମର୍ଥନରେ ୪୫୦କିିମି ତ୍ରିରଙ୍ଗା ପଦଯାତ୍ରା

ପୁରୀ ଅଫିସ,୨୯।୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ସପକ୍ଷ ଏବଂ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଫଳରେ ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି।…

7 years ago

ପୁରୀରେ ପୋକ୍ସୋ କୋର୍ଟ ଉଦ୍‌ଘାଟିତ: ବିଚାର ହେବ ଯୌନ ନିର୍ଯ୍ୟାତନା ମାମଲା

ପୁରୀ ଅଫିସ,୨୮।୨: ନାବାଳିକା ଓ ନାବାଳିକଙ୍କୁ ଯୌନ ଶୋଷଣ ମାମଲାର ବିଚାର ପ୍ରକ୍ରିୟା ତ୍ୱରାନ୍ବିତ ହେବ। ଶୁକ୍ରବାର ପୁରୀ ଜିଲା କୋର୍ଟ ପରିସରରେ ପୋକ୍ସୋ କୋର୍ଟ ଉଦ୍‌ଘାଟିତ…

7 years ago

କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ: ବାଲୁକାକଳାରେ ସଚେତନତାର ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୮।୨: ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ। ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ଏହା ପୂର୍ବରୁ ବାଲୁକାକଳା ମାଧ୍ୟମରେ ଲୋକମାନଙ୍କୁ ସଚେତନ…

7 years ago

ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ନୀତି

ପୁରୀ ଅଫିସ,୨୮।୨: ଶ୍ରୀମନ୍ଦିରରେ ଅନେକ ସମୟରେ ନୀତିରେ ବିଳମ୍ବ ହେଉଛି। ଏଥିଯୋଗୁ ଶ୍ରଦ୍ଧାଳୁମାନେ ଠିକ୍‌ ଭାବେ ଠାକୁରଙ୍କୁ ଦର୍ଶନ କରିପାରୁ ନ ଥିବାବେଳେ ମହାପ୍ରସାଦ ବାହାରିବାରେ ଡେରି…

7 years ago

ମହାପ୍ରଭୁଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ,୨୭ା୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନ ୪ଟା ୧୦ରେ ମମତା ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ।…

7 years ago

ଲାଗିଲା ମମତା ବିରୋଧୀ ପୋଷ୍ଟର

ପୁରୀ ଅଫିସ,୨୭ା୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ସାରା ଦେଶରେ ଏବେ ବିରୋଧ ଚାଲିଛି। ବିଶେଷ କରି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ଉଗ୍ରରୂପ ନେଇଥିବାବେଳେ…

7 years ago

ଗଣଶିକ୍ଷା ମନ୍ତ୍ରୀଙ୍କ ମାଟ୍ରିକ ପରୀକ୍ଷାକେନ୍ଦ୍ର ପରିଦର୍ଶନ

ନିମାପଡ଼ା ,୨୭ା୨(ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ନିମାପଡ଼ା ବ୍ଲକ ଅନ୍ତର୍ଗତ ନାଗବସ୍ତ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା କେନ୍ଦ୍ର…

7 years ago