ପୁରୀ

ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ଶ୍ରୀକ୍ଷେତ୍ର ପରିକ୍ରମା କଲେ ସାଧୁସନ୍ଥ

ପୁରୀ ଅଫିସ,୧୭।୧୧: ମାର୍ଗଶୀର ଶୁକ୍ଳ ପଞ୍ଚମୀରେ ଶ୍ରୀକ୍ଷେତ୍ରରେ ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମାର ବିଧି ରହିଛି। ଏହି ପରିକ୍ରମା ଶ୍ରୀଚୈତନ୍ୟଙ୍କ ସମୟରୁ ଆରମ୍ଭ ହୋଇଛ। କାର୍ତ୍ତିକ ମାସ…

6 years ago

ସତ୍ୟବାଦୀ ଥାନା ପରିଦର୍ଶନ କଲେ ଗୃହରାଷ୍ଟ୍ର ମନ୍ତ୍ରୀ: ପୋଲିସ ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହେବାକୁ ପରାମର୍ଶ

ସାକ୍ଷୀଗୋପାଳ,୧୭।୧୧(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଆଧାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶନିବାର ସାରେ ଅଚାନକ ପୁରୀ ଜିଲା ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି ।…

6 years ago

ସୁଦର୍ଶନଙ୍କୁ ଇଟାଲିଆନ ଗୋଲ୍ଡେନ ସ୍ୟାଣ୍ଡ ଆର୍ଟ ଆୱାର୍ଡ

ପୁରୀ ଅଫିସ,୧୭।୧୧: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ମିଳିଛି ଇଟାଲିଆନ ଗୋଲ୍ଡେନ ସ୍ୟାଣ୍ଡ ଆର୍ଟ ଆୱାର୍ଡ। ଇଟାଲୀର ରାଜଧାନୀ ରୋମ୍‌ରେ ଅନୁଷ୍ଠିତ ବିଶ୍ୱସ୍ତରୀୟ ବାଲୁକା…

6 years ago

ପର୍ଯ୍ୟଟକଙ୍କୁ ଭରପୂର ମନୋରଞ୍ଜନ ଦେବ ପୁରୀ ବେଳାଭୂମି: ବ୍ଲୁ ଫ୍ଲାଗ ପରେ ଏବେ ନୀଳାଦ୍ରି ବିଚ୍‌

ପୁରୀ ଅଫିସ, ୧୭।୧୧: ପର୍ଯ୍ୟଟନ ସହର ପୁରୀକୁ ପ୍ରତିଦିନ ଦେଶ, ବିଦେଶର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଆସିଥାନ୍ତି। ଶ୍ରୀମନ୍ଦିର ପରେ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ ପୁରୀ…

6 years ago

ପୁରୀ ଜିଲା ଚିଠି: ଚାପ ନା ଆନ୍ତରିକତା ଅଭାବ

ସୁପ୍ରିମ୍‌କୋର୍ଟରେ ଚାଲିଛି ଶ୍ରୀମନ୍ଦିର ସଂସ୍କାର ମାମଲା। ମୁଖ୍ୟତଃ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଏବଂ ଉତ୍ତମ ବ୍ୟବସ୍ଥା ଏହାର ମୁଖ୍ୟ ଲକ୍ଷ୍ୟ ରହିଛି। ପ୍ରାୟ ଦେଢ ବର୍ଷରୁ…

6 years ago

ପ୍ରତିକୂଳ ପରିସ୍ଥିତିରେ ସତ୍ୟ ସାମ୍ନାକୁ ଆଣିଥାନ୍ତି ଖବରଦାତା

ପୁରୀ ଅଫିସ, ୧୬ା୧୧: ଖବରଦାତାମାନେ ହେଉଛନ୍ତି ସମାଜର ଦର୍ପଣ। ପ୍ରତିକୂଳ ପରିସ୍ଥିତିରେ ଏମାନେ ସତ୍ୟକୁ ସାମ୍ନାକୁ ଆଣିଥାନ୍ତି। ଗଣତାନ୍ତ୍ରିକ ମୂଳଦୁଆକୁ ମଜଭୁତ କରିବାରେ ଖବରଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ।…

6 years ago

ବଗଲା ଧର୍ମଶାଳା ଜମିକୁ ନେଇ ପିକେଡିଏ ସଚିବଙ୍କୁ ସ୍ମାରକପତ୍ର: ବିଲ୍ଡିଂ ପ୍ଲାନ ଅନୁମୋଦନ କରା ନ ଯାଉ

ପୁରୀ ଅଫିସ, ୧୬ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ବିସ୍ଥାପିତ ହେବାକୁ ଥିବା ଲଜ୍‌ ମାଲିକମାନଙ୍କୁ ବଗଲା ଧର୍ମଶାଳା ଜମି ପ୍ରଦାନ କରାଯିବ। ଯେଉଁ ଲଜ୍‌ ମାଲିକମାନେ ଜମି…

6 years ago

୨୬ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ ଅଫିସ, ୧୫ା୧୧: ପୁରୀ ସହରରେ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଥିବାବେଳେ ଏବେ ଏଥିରେ ମହିଳା ମାନଙ୍କୁ ବ୍ୟବହାର କରାଯାଉଛି। ଫଳରେ କଲେଜ ବିଦ୍ୟାର୍ଥୀ, ଯୁବପିଢି…

6 years ago

ଭୋଗଦୋକାନୀଙ୍କ ସାଧୁତା: ସାକ୍ଷୀଗୋପାଳ ମନ୍ଦିରକୁ ଆସି ଛାଡ଼ିଯାଇଥିବା ପର୍ସ ଫେରିପାଇଲେ ଗୁଜରାଟର ତୀର୍ଥଯାତ୍ରୀ

ସାକ୍ଷୀଗୋପାଳ,୧୪।୧୧(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରକୁ ଠାକୁରଙ୍କ ଦର୍ଶନ ନିମନ୍ତେ ଯାଇଥିବା ଜଣେ ତୀର୍ଥ ଯାତ୍ରୀ ଭୋଗ ଦୋକାନରେ ଛାଡ଼ି ଯାଇଥିବା ତାଙ୍କ ପର୍ସ ଫେରିପାଇଛନ୍ତି। ଭୋଗ…

6 years ago

ଆଜି ବନକଲାଗି: ୪ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩।୧୧:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ…

6 years ago