ପୁରୀ

ବ୍ରହ୍ମଗିରିରେ ଗାନ୍ଧୀ ସଂକଳ୍ପ ପଦଯାତ୍ରା: ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମଗିରି, ୩୧।୧୦(ଡି.ଏନ୍‌.ଏ.): ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଗାନ୍ଧୀ ସଂକଳ୍ପ ପଦଯାତ୍ରା ଗୁରୁବାର ବ୍ରହ୍ମଗିରିରେ ଅନୁଷ୍ଟିତ ହୋଇଯାଇଛି। ଏହି ପଦଯାତ୍ରା ବ୍ରହ୍ମଗିରି ବ୍ଲକଛକରୁ ବାହାରି ବ୍ରହ୍ମଗିରି ବସଷ୍ଟାଣ୍ଡରେ…

6 years ago

ଶହଶହ ହେକ୍ଟର ଚାଷଜମିରେ ମାଡ଼ିଗଲା ଲୁଣାଜୁଆର : ପଥରବନ୍ଧ ନିର୍ମାଣ ଦାବି

କାକଟପୁର,୩୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଉଦୟକଣିଠାରେ ଅଶାନ୍ତ ସମୁଦ୍ର ବୁଧବାର ରାତିରେ କୂଳଲଙ୍ଘି ସ୍ଥଳଭାଗକୁ ମାଡ଼ିଆସିଥିଲା। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର,…

6 years ago

ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ

ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ…

6 years ago

ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଯାଞ୍ଚ ଦାବି

ପୁରୀ ଅଫିସ,୩୧ା୧୦: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ଯାଞ୍ଚ ଲାଗି ଦାବି କରିଛନ୍ତି ପୁରୀ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର।…

6 years ago

ଭୀମ୍‌ସାରରେ ଏଚ୍‌ଆଇଭି ଆକ୍ରାନ୍ତଙ୍କ ଅସ୍ତ୍ରୋପଚାର ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ

ପୁରୀ ଅଫିସ, ୩୦ା୧୦:ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ଭୀମ୍‌ସାରରେ ଗତ ସୋମବାର ଜଣେ ଏଚ୍‌ଆଇଭି ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରାଯାଇଥିଲା। ଦନ୍ତ ବିଭାଗରେ ଏହି ଅସ୍ତ୍ରୋପଚାର ହୋଇଥିଲା। କିନ୍ତୁ…

6 years ago

୨ ବର୍ଷରେ କାର୍ଯ୍ୟକ୍ଷମ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ ଅଫିସ, ୩୦ା୧୦: ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଜମିକୁ ନେଇ ବିଭିନ୍ନ ସମୟରେ ସମସ୍ୟା ଉପୁଜିବାରୁ କାମ ବିଳମ୍ବ ହେଲା।…

6 years ago

ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକାଙ୍କ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ପୁରୀ ଅଫିସ,୩୦।୧୦: ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତ ବୁଧବାର ପୁରୀ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି…

6 years ago

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବତୀ

ପୁରୀ ଅଫିସ,୩୦।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟକୁ ଟିକ୍‌ଟକ୍‌ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିବା ଯୁବତୀ ଶେଷରେ ଭୁଲ ମାଗିଛନ୍ତି। ସେ ଭୁଲ କରିଥିବା…

6 years ago

ଉଦୟକଣି ଗ୍ରାମ ନିକଟରେ ପୁଣି କୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଗଲା ଲୁଣାଜୁଆର, ଗ୍ରାମବାସୀ ଆତଙ୍କିତ

କାକଟପୁର,୩୦।୧୦(ଡି.ଏନ୍‌.ଏ.): ପୁଣି ଥରେ ଅସ୍ତରଙ୍ଗ ଉପକୂଳ ଉଦୟକଣି ଗ୍ରାମଠାରେ କୂଳ ଲଙ୍ଘିଛି ଅଶାନ୍ତ ସମୁଦ୍ର। ମେଲା ପଡ଼ିଥିବା ବେଳାଭୂମି ଦେଇ ବୁଧବାର ଲୁଣା ଜୁଆର ସ୍ଥଳଭାଗକୁ ମାଡ଼ି…

6 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ:ପୁଣି ଜମି ହସ୍ତାନ୍ତର କଲେ ୨ ପରିବାର

ପୁରୀ ଅଫିସ,୩୦ା୧୦:ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ସରକାର ଜମି ଅଧିଗ୍ରହଣ ଆରମ୍ଭ କରିଛନ୍ତି। ଗତ ୨୧ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକ୍ରି କରିଥିବାବେଳେ ପରେ…

6 years ago