ପୁରୀ

ଡାଳୁଅକଣି ସମୁଦ୍ରକୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କାକଟପୁର,୧୫।୯(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଡାଳୁଅକଣି ସମୁଦ୍ରକୂଳରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଅସ୍ତରଙ୍ଗ ପୋଲିସ ରବିବାର ମଧ୍ୟାହ୍ନରେ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଚାରିଛକ…

7 years ago

୫ ବର୍ଷ ଧରି ଶୁଣୁନି ଜିଲା ପ୍ରଶାସନ: ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଦେବରାଜ

ଗୋପ, ୧୫।୯(ଡି.ଏନ୍‌.ଏ.): ଗୋପ ବ୍ଲକ୍‌ ଅଧୀନ ଜଙ୍ଗଲବୋରି ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ଦିବ୍ୟାଙ୍ଗ ଦେବରାଜ ସାହୁ ୫ବର୍ଷ ଧରି ମୋଟରଚାଳିତ ଟ୍ରାଇସାଇକେଲ ପାଇଁ ଆବେଦନ କରି ମଧ୍ୟ…

7 years ago

ଶ୍ରୀମନ୍ଦିରରେ ଇନ୍ଦ୍ର, ଚନ୍ଦ୍ର, ଗୋବିନ୍ଦ ବନ୍ଦାପନା ନୀତି: ହରଚଣ୍ଡୀ ସାହିରୁ ବାହାରିଲା ଐରାବତ ହସ୍ତୀ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିରରେ ଶନିବାର ଭାଦ୍ରବ ପୂର୍ଣ୍ଣିମା ନୀତି ପାଳିତ ହୋଇଛି। ଏହି ପବିତ୍ର ତିଥିରେ ଇନ୍ଦ୍ର, ଚନ୍ଦ୍ର ଓ ଗୋବିନ୍ଦଙ୍କ ବନ୍ଦାପନା ନୀତି ସମ୍ପନ୍ନ ହୋଇଛି।…

7 years ago

କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ…

7 years ago

ଚାଲିଛି ସୌନ୍ଦର୍ଯ୍ୟକରଣ କାମ, ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନ ସାମୟିକ ଭାବେ ସ୍ଥଗିତ ରହିଛି। ଆଗକୁ ଏକାଧିକ ମଠ ଭଙ୍ଗାଯିବା ଲାଗି ମାପଚୁପ…

7 years ago

ପିତୃପକ୍ଷ ଆରମ୍ଭ: ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି

ପୁରୀ ଅଫିସ,୧୪ା୯: ଶନିବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ…

7 years ago

ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି

କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍‌ସ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର ବିଭିନ୍ନ…

7 years ago

ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

କାକଟପୁର, ୧୪ା୯(ଡି.ଏନ୍‌.ଏ.): ପାଖେଇ ଆସୁଛି ଆଶ୍ୱୀନ ମାସ। ମା’ ମଙ୍ଗଳାଙ୍କ ଶାରଦୀୟ ପାର୍ବଣ ପୂଜା। ପୂଜା କିପରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହେବ ଏଥିନେଇ ଶୁକ୍ରବାର…

7 years ago

ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି। ତେବେ…

7 years ago

ଭଡ଼ା ଟଙ୍କା ଆଦାୟରେ ଅନିୟମିତତା: ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ

ପୁରୀ ଅଫିସ,୧୪ା୯ : ପୁରୀ ଗୋପବନ୍ଧୁ ଆର୍ୟୁବେଦ କଲେଜ ଓ ଚିକିତ୍ସାଳୟ ପରିସରରେ ରହିଥିବା କନ୍‌ଫ୍ରେନ୍ସ ହଲର ଭଡ଼ା ଆଦାୟରେ ଲକ୍ଷାଧିକ ଟଙ୍କା ହେରଫେର ହୋଇଥିବା ନେଇ…

7 years ago