ପୁରୀ

କୃଷ୍ଣପ୍ରସାଦରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ: ବୃଦ୍ଧି ପାଉଛି ଅସାମାଜିକ କାର୍ଯ୍ୟ, ନିଷ୍କ୍ରିୟ ପୋଲିସ

କୃଷ୍ଣପ୍ରସାଦ,୩୦ା୭(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଗତ କିଛିମାସ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଠାରେ ଦିନକୁ ଦିନ ବେଆଇନ ନିଶା…

7 years ago

ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ

ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦ କାଉଡ଼ିଆ…

7 years ago

ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ

ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍‌। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା ପରେ…

7 years ago

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି

ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ ଦେଶରେ…

7 years ago

ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା…

7 years ago

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣି ଉଠାଇଲେ କାଉଡ଼ିଆ

କୋଣାର୍କ, ୨୮।୭(ଡି.ଏନ୍‌.ଏ.)-ମାନସିକ ବ୍ରତକୁ ସଫଳ କରିବା ନେଇ ହଜାର ହଜାର କାଉଡ଼ିଆ ରବିବାର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣିଭାର ଉଠାଇ ଶୈବପୀଠ ଅଭିମୂଖେ ଯାତ୍ରା ଆରମ୍ଭ କରିଛନ୍ତି।…

7 years ago

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ ଧାରଣ…

7 years ago

ଚିନ୍ତା ହେଉଛି, ତଦାରଖ ନାହିଁ: ପଲିଥିନମୁକ୍ତ ହୋଇପାରିନି ଆନନ୍ଦବଜାର

ପୁରୀ ଅଫିସ, ୨୮।୭: ପ୍ଲାଷ୍ଟିକ ଓ ପଲିଥିନର ବହୁଳ ବ୍ୟବହାର ମଣିଷ ପାଇଁ ମାରାତ୍ମକ ସାବ୍ୟସ୍ତ ହେଲାଣି। ପରିବେଶ ଲାଗି ମଧ୍ୟ ଏହା ଘାତକ ପାଲଟିଛି। ଏଗୁଡ଼ିକର…

7 years ago

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୈରାତ ନିଲାମ: ଚୋରି ପାଇଁ ପ୍ରଶ୍ରୟ ଦେଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୨୮।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ସୈରାତକୁ ନିଲାମରେ ନେଇ ଲୁଟ୍‌ ପାଇଁ ପ୍ରତିଯୋଗିତା ଚାଲିଛି। ସୈରାତ ନିଲାମ କରି କୋଟି କୋଟି ଟଙ୍କାର ରାଜସ୍ବ ହଡପ ହେଉଛି।…

7 years ago

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ…

7 years ago