ପୁରୀ ଅଫିସ, ୪ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥସ୍ଥଳ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି…
ପୁରୀ ଅଫିସ/ସାକ୍ଷୀଗୋପାଳ, ୪ା୮ (ଡି.ଏନ.ଏ.): ସାକ୍ଷୀଗୋପାଳ ନିକଟ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ କାଦୁଆ ଗଁ।। ଏହି ଗଁ।ରେ ୧୯୨୫ ମସିହାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ…
ପୁରୀ ଅଫିସ, ୪ା୮: ଗତ ଦୁଇଦିନ ହେଲା ପୁରୀ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲି ଅତଡ଼ା ଧସି ସମୁଦ୍ରରେ ମିଶୁଛି। ଉଚ୍ଚ ଜୁଆର ଆସି କୂଳ ଖାଉଥିବାରୁ…
ପୁରୀ ଅଫିସ, ୪ା୮: ସର୍ବାଭାରତୀୟ ସ୍ତରରେ ଅନୁଷ୍ଠିତ ଟିନ୍ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ମୁକୁଟ ବିଜୟିନୀ ଲାବଣ୍ୟା ଦାସ ଶନିବାର ଶ୍ରୀକ୍ଷେତ୍ରକୁ ଆସି ମହାପ୍ରଭୁଙ୍କ ଦର୍ଶନ…
ସାକ୍ଷୀଗୋପାଳ, ୪ା୮(ଡି.ଏନ୍.ଏ.): ସାକ୍ଷୀଗୋପାଳ ରେଳଷ୍ଟେଶନ ନିକଟରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଏକ ଦୁଇଟି ପରିବାରରୁ ଲୁଟେରାମାନେ ବିପୁଳ ପରିମାଣର ସମ୍ପତ୍ତି ଲୁଟ୍ କରିନେଇଛନ୍ତି। ଲୁଟେରାମାନେ ଯାଦବ ନିବାସରେ…
ପୁରୀ ଅଫିସ, ୪ା୮: ବଙ୍ଗୋପସାଗର କୂଳରେ ଅବସ୍ଥିତ ପୁରୀ ସହରର ପାନୀୟଜଳ ସଙ୍କଟ ଦୂର ଲାଗି ସୁଇଟ୍ ୱାଟର ଜୋନ (ମଧୁର ଜଳ ସଂରକ୍ଷିତ ଅଞ୍ଚଳ)ର ପରିକଳ୍ପନା…
ସାକ୍ଷୀଗୋପାଳ,୩।୮(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ,…
ପୁରୀ ଅଫିସ, ୩।୮: ପର୍ଯ୍ୟଟନ ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶର ପର୍ଯ୍ୟଟକ ଆସୁଛନ୍ତି। ତେଣୁ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବାକୁ ହେବ। ଏଭଳି…
ପୁରୀ ଅଫିସ, ୩।୮: ବାତ୍ୟାରେ ଛାରଖାର ହୋଇଯାଇଥିଲା ପର୍ଯ୍ୟଟନ ସହର ପୁରୀ। ହୋଟେଲ ଶିଳ୍ପ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଶନିବାର ବାତ୍ୟା ଫନୀକୁ ୩ମାସ ପୂରୁଛି।…
ପୁରୀ ଅଫିସ, ୩।୮: ୨୦୧୯ ମେ ୩ ତାରିଖ। ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନଟିଏ। ଏହିଦିନ ପୁରୀକୁ ଛାରଖାର କରିଦେଇଥିଲା ବାତ୍ୟା ଫନୀ। ଶନିବାର…