ପୁରୀ

ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

କୃଷ୍ଣପ୍ରସାଦ,୨ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସମନ୍ବିତ ଶିଶୁ ବିକାଶ ବିଭାଗ ତରଫରୁ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି| କାର୍ଯ୍ୟକ୍ରମକୁ କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି…

7 years ago

ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା

ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା ଲାଗି…

7 years ago

ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ

ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ କାହାକୁ…

7 years ago

ଆଗଭଳି ମିଳୁନି ତାଳପତ୍ର: ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା

ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ…

7 years ago

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୧।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ…

7 years ago

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ…

7 years ago

ପୁରୀରେ ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ

ପୁରୀ ଅଫିସ, ୧।୮: ପୁରୀ ସହରରେ ରହିଛି ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟ ଏକ ପରିତ୍ୟକ୍ତ ଘରେ ପଡ଼ିରହିଛି ଏହି…

7 years ago

ମହାପ୍ରଭୁଙ୍କୁ ଦର୍ଶନ କଲେ ନେପାଳ ରାଜଗୁରୁ

ପୁରୀ ଅଫିସ, ୩୧ା୭: ନେପାଳର ରାଜଗୁରୁ ତଥା ବୌଦ୍ଧିକ ସାଧକ ଅର୍ଜୁନ ପ୍ରସାଦ ବାସ୍ତୋଲା ବୁଧବାର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୦ଟାରେ ବାସ୍ତୋଲା ତାଙ୍କ…

7 years ago

କେଳୁଣୀ ମୁହାଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତାରେ ୪ଫୁଟର ପାଣି

କାକଟପୁର, ୩୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ…

7 years ago

ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର

ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର…

7 years ago