ଭୁବନେଶ୍ୱର,୧୨।୭: ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ପ୍ରଥମେ ଏକ ବୈଠକ ବସିବ।ପରେ କମିଟି ସଦସ୍ୟ ଭିତରକୁ ଯିବେ ।ମାତ୍ର ଏହା ପୂର୍ବରୁ ଲୋକନାଥଙ୍କ ପୂଜା କରାଯିବ…
ପୁରୀ,୧୨ା୭: ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା ତିନିରଥ ବାହୁଡ଼ା ପାଇଁ ଶୁକ୍ରବାର ଦକ୍ଷିଣ ମୋଡ଼ ହେବ। ତିନିରଥକୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ।…
ଭୁବନେଶ୍ୱର,୧୨।୭(ଅନିଲ ଦାସ): ଆଡ଼ପ ପହଣ୍ଡି ଅଘଟଣ ପରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ବୀର ବିକ୍ରମ…
ଭୁବନେଶ୍ୱର,୧୨।୭: ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କଡ଼ା ଚେତାବନୀ ଦେଇ କହିଛନ୍ତି, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନୀତି ଶୃଙ୍ଖଳାକୁ ସର୍ବାଧିକ…
ପୁରୀ,୧୧।୭: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ଢିଲା ହୋଇଛି ସୁରକ୍ଷା ବ୍ୟବସ୍ଥା। ଏକସଙ୍ଗେ ଚାରିପଟ ଦେଇ ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁଥିବା ବେଳେ ସୁରକ୍ଷା ତ୍ରୁଟି…
ପୁରୀ,୧୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ…
ପୁରୀ,୧୧।୭(ଅଜିତ୍ କୁମାର ମହାନ୍ତି)କିଛି ମାସର ବ୍ୟବଧାନ ପରେ ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ଫଳରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର ଭିତରଫଟୋ ସୋସିଆଲ…
ସାକ୍ଷୀଗୋପାଳ,୧୦ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଡାଙ୍ଗୁରା ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗଙ୍ଗାଧର ସେନାପତିଙ୍କ ଘରେ ଭୟାବହ ଅଗ୍ନିକାଣ୍ଡ ଯୋଗୁ ଘରେ…
ପୁରୀ,୧୦ା୭: ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ବୁଧବାର ବସିଥିବା ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ତାଙ୍କର…
ପୁରୀ,୧୦ା୭: ଆଡ଼ପ ପହଣ୍ଡିରେ ଅଘଟଣ ନେଇ ପରିଚାଳନା କମିଟିରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ସୂଚନା…