ପୁରୀ

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

4 months ago

ଘୋଷଯାତ୍ରାରେ ବିରଳ ଦୃଶ୍ୟ: ସମୁଦ୍ର ପାଣିକୁ ଦୁଇ ଭାଗ କଲେ ଷଣ୍ଢ

ପୁରୀ, ୧୮।୭(ଅଜିତ୍ ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭକ୍ତମାନେ…

4 months ago

Puri Rath Yatra: ରଥଯାତ୍ରା ସମୟରେ ହୋଟେଲ ଭଡା ୪ ଗୁଣା ବୃଦ୍ଧି; ଫୁଟପାଥ, ବେଳାଭୂମିରେ ରାତି ବିତାଇଲେ ଶ୍ରଦ୍ଧାଳୁ

ପୁରୀ,୧୮।୭: ପୁଣିଥରେ ବିଶ୍ୱ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଏକ ବିଶାଳ ସମାଗମ ହୋଇଛି। ଦେଶ ବିଦେଶରୁ ଆସୁଥିବା ଭକ୍ତମାନେ…

4 months ago

ଟାହିଆ ଖୋଲାଯିବା ନେଇ ବାଡ଼ଗ୍ରାହୀଙ୍କ ପ୍ରତିକ୍ରିୟା: ୪୫ ମିନିଟ୍‌ ଧରି ମହାପ୍ରଭୁ ନ ହଲିବାରୁ…

ପୁରୀ,୧୮ା୭: ମହାପ୍ରଭୁ ଜଗନ୍ନାଥଙ୍କ ଟାହିଆ ଖୋଲାଯିବା ନେଇ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ରାଜକୁମାର ସ୍ବାଇଁ ମହାପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସୋଲରେ ତିଆରି ଟାହିଆ ପର୍ବତ ପରି…

4 months ago

ବିନା ଟାହିଆରେ ପହଣ୍ଡିକୁ ନେଇ ବଢ଼ିଲା ଚର୍ଚ୍ଚା: ଶୁଭ ନା ଅଶୁଭ, ଜାଣନ୍ତୁ କିଏ କ’ଣ କହିଲେ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ଦାରୁଦିଅଁ ରତ୍ନ ସିଂହାସନ ଛାଡ଼ି ରଥରେ ବସି ଜନ୍ମବେଦି ଯାଇଛନ୍ତି। ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚତ୍ଛନ୍ତି ତିନିଠାକୁର। ହେଲେ ଗୁରୁବାର ଶ୍ରୀମନ୍ଦିରରୁ ପହଣ୍ଡି…

4 months ago

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

4 months ago

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

4 months ago

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

4 months ago

ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ…

4 months ago

ବଡ଼ଦାଣ୍ଡରେ ଭକ୍ତ- ଭଗବାନ ମିଳନ: ଆଜି ସକାଳ ୯ଟା ୩୦ରେ ପୁଣି ଟଣାଯିବ ରଥ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି):ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁରୁବାର ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ…

4 months ago