ପୁରୀ

ଏଣିକି ସ୍ବତନ୍ତ୍ର ଚେୟାରରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଦିବ୍ୟାଙ୍ଗ

ପୁରୀ,୨୯।୨: ଏଣିକି ସ୍ବତନ୍ତ୍ର ଚେୟାରରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଦିବ୍ୟାଙ୍ଗ । ଏନେଇ ସ୍ବତନ୍ତ୍ର ଚେୟାର ବ୍ୟବସ୍ଥା କରାଯାଇଛି। ଅନଲାଇନ୍‌ ମାଧ୍ୟରେ ୨୦ ଜଣଙ୍କୁ ଏହି…

2 months ago

ସତ୍ୟବାଦୀରୁ ଲଢିବେ ସଞ୍ଜୟ ଦାସବର୍ମା! ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୯।୨: ପୁରୀ ଜିଲାର ସତ୍ୟବାଦୀ ଆସନରୁ ସଞ୍ଜୟ ଦାସବର୍ମା ଲଢିବେ ବୋଲି ଦଳୀୟ ଚର୍ଚ୍ଚାରୁ ଜଣାପଡିଛି। ଖବର ଅନୁଯାୟୀ, ବିଜେଡିର ପ୍ରାର୍ଥୀ ମଧ୍ୟ ଚୂଡାନ୍ତ ହୋଇଛି। ଗତକାଲି…

2 months ago

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ…

2 months ago

ପୁରୀ ସତ୍ୟବାଦୀକୁ ନେଇ ଉମା-ସଞ୍ଜୟ ଛକାପଞ୍ଝା

ଭୁବନେଶ୍ୱର,୨୯ା୨(ଅନିଲ ଦାସ): ସାଧାରଣ ନିର୍ବାଚନ ଆଉ କିଛିଦିନ ଥିବାବେଳେ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ଉଷ୍ମତା ବଢ଼ିଲାଣି। ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ରାଜନୀତି ସରଗରମ ହୋଇଛି। ସତ୍ୟବାଦୀ ବିଧାନସଭା…

2 months ago

୧୧୮ ଅଙ୍ଗନୱାଡିର ନିଜସ୍ବ ଗୃହ ନାହିଁ

କଣାସ,୨୯୨(ବିଭୂତି ଭୂଷଣ ତ୍ରିପାଠୀ) ଶିଶୁ ଓ ମା’ଙ୍କ ସୁରକ୍ଷା ନିମନ୍ତେ ଗାଁ ଗାଁରେ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଥିଲେ ମଧ୍ୟ କଣାସ ବ୍ଲକରେ କେନ୍ଦ୍ରଗୁଡ଼ିକ ନାହିଁ ନାହିଁରେ ପରିଚାଳିତ…

2 months ago

ଡ୍ରପ୍‌ ଆଉଟ୍‌ ତାଲିକାରେ ୧୭୦୦ ପିଲା

ଗୋପ,୨୯ା୨(ଭାରତୀ ଭୂଷଣ ଉପାଧ୍ୟାୟ)ଶିକ୍ଷାବର୍ଷ ୨୦୨୩-୨୪ରେ ଗୋପ ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପ୍ରଥମରୁ ଦଶମ ଶ୍ରେଣୀ ମଧ୍ୟରେ ୧୭ଶହରୁ ଅଧିକ ପିଲା ଅଧାରୁ…

2 months ago

ପୁରୀ ଅଠରନଳା ବ୍ରିଜ୍ ପ୍ରତି ନାହିଁ କୌଣସି ବିପଦ: ଏଏସଆଇ

ପୁରୀ,୨୪।୨: ପୁରୀର ଐତିହାସିକ ଅଠରନଳା ବ୍ରିଜ୍ ପ୍ରତି ନାହିଁ କୌଣସି ବିପଦ। ଏନେଇ ଭାରତୀୟ ପ୍ରତ୍ନତ୍ତତ୍ୱ ବିଭାଗ ଇଞ୍ଜିନିୟର ନିଶ୍ଚିତ କରିଛନ୍ତି। ଏଏସଆଇର ଅଧୀକ୍ଷକ ଦିବିଶାଦା ବ୍ରଜସୁନ୍ଦର…

2 months ago

ଭାବପ୍ରବଣ ହେଲେ ସତ୍ୟବାଦୀ ବିଧାୟକ

ସାକ୍ଷୀଗୋପାଳ,୨୪ା୨(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର/ଭରତ ବାରିକ): ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପୁରୀ ଜିଲା ସତ୍ୟବାଦୀର ଏକ ମଣ୍ଡପରେ ଶୁକ୍ରବାର ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ୱାବଧାନରେ…

2 months ago

ଶ୍ରୀମନ୍ଦିର ନିକଟ କପାଳମୋଚନ ମନ୍ଦିରରୁ ଚୋରି

ପୁରୀ,୨୩ା୨: ଦୁର୍ବୃତ୍ତମାନେ ଠାକୁରଙ୍କୁ ବି ଛାଡୁନାହାନ୍ତି। ଶ୍ରୀମନ୍ଦିର ନିକଟ କପାଳମୋଚନ ମନ୍ଦିରରୁ ଦୁର୍ବୃତ୍ତମାନେ ଅଢ଼େଇ ଫୁଟ ଉଚ୍ଚର ଏକ ବିରଳ ପଥର ମୂର୍ତ୍ତି ଚୋରି କରି ନେଇଯାଇଛନ୍ତି।…

2 months ago

ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି, ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସରିବ କାମ

କଟକ,୨୩।୨(କାର୍ତ୍ତିକ ସାହୁ): ଭାରତୀୟ ପ୍ରତ୍ନତତ୍ତ୍ୱ ଗବେଷଣା ସଂସ୍ଥା (ଏଏସ୍‌ଆଇ) ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ଶେଷ କରିବ। ଏହି…

2 months ago