ପୁରୀ

ସତ୍ୟବାଦୀରୁ ଲଢ଼ିବେ ସଞ୍ଜୟ, ବ୍ରହ୍ମଗିରିରୁ ଉମା ଉମାକାନ୍ତ ସାମନ୍ତରାୟ: ପୁରୀ ବିଜେଡି ସଭାପତି

ପୁରୀ,୨୩।୩: ଆସନ୍ତା ଲୋକସଭା ତଥା ବିଧାନସଭା ନିର୍ବାଚନରେ ଆଶାୟୀ ପ୍ରାର୍ଥୀ ଚୟନ କରିବାକୁ ବିଜୁ ଜନତା ଦଳ (ବିଜେଡି) ର ପକ୍ଷରୁ ପ୍ରାର୍ଥୀ ଚୟନ କରିବା ଆରମ୍ଭ…

2 years ago

ପୁଣି ସୁରକ୍ଷା ବ୍ୟବସ୍ଥା ଢିଲା: ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ

ପୁରୀ,୨୩ା୩(ଅଜିତ ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ…

2 years ago

କୋଣାର୍କ- ପୁରୀ ରାସ୍ତା ପାଲଟିଛି ପାର୍କିଂ ସ୍ଥାନ

କୋଣାର୍କ,୨୨।୩(ଜ୍ୟୋତିରାଜ ମହାନ୍ତି): କୋଣାର୍କ- ପୁରୀ ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଯାତ୍ରୀବାହୀ ବସ୍‌ ପାର୍କିଂ ହେବା ଯୋଗୁ ଗମନାଗମନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବା ସହ…

2 years ago

ବିଜେଡି ନେତାଙ୍କ ଶ୍ରୀଜଗନ୍ନାଥ ଦର୍ଶନ

ପୁରୀ,,୨୨।୩(ଅଜିତ୍‌ ମହାନ୍ତି) କିଛି ଦିନ ତଳେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସଂସଦୀୟ ଦଳର ନେତାଙ୍କ ସହ ଆଲୋଚନା କରିଥିଲେ। ଏପରି କି…

2 years ago

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ…

2 years ago

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ ଡିପୋଜିଟ…

2 years ago

ଦୁଇ ବ୍ୟାଙ୍କରେ ପୁରୀ ଶ୍ରୀମନ୍ଦିରର ଡିପୋଜିଟ୍‌‌ ହେଲା ୩୯ କୋଟି ଟଙ୍କା

ଭୁବନେଶ୍ୱର,୧୮।୩: ପୁରୀ ଶ୍ରୀମନ୍ଦିରରକୁ ବିଭିନ୍ନ ସୂତ୍ରରୁ ମିଳିଥିବା ଆର୍ଥିକ ଆୟ ମଧ୍ୟରୁ ୩୯ କୋଟି ୨୧ ଲକ୍ଷ ଟଙ୍କା ପ୍ରଶାସନ ପକ୍ଷରୁ ବ୍ୟାଙ୍କରେ ଜମା କରାଯାଇଛି ।…

2 years ago

ଏସି ଶେଡ୍‌: ୨ ମାସରେ ବିଦ୍ୟୁତ ବିଲ୍‌ ୧୪.୧୭ ଲକ୍ଷ

ପୁରୀ,୧୮ା୩ (ଅଜିତ୍‌ ମହାନ୍ତି): ଭକ୍ତଙ୍କ ପାଇଁ ବଡ଼ଦାଣ୍ଡରେ ସରକାର ନିର୍ମାଣ କରିଥିବା ଏସି ଶେଡ୍‌ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଗତ ୨ ମାସରେ ଆସିଥିବା…

2 years ago

ପାନୀୟଜଳ ପାଇଁ ହନ୍ତସନ୍ତ ପଞ୍ଚାୟତବାସୀ

କଣାସ,୧୮।୩(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକ ଚିଲିକା ଉପକୂଳରେ ଅବସ୍ଥାପିତ ହୋଇଥିବାରୁ ବର୍ଷ ତମାମ ଏଠାରେ ପାନୀୟ ଜଳ ସମସ୍ୟା ଲାଗିରୁହେ। ରୌଦ୍ରତାପ ସମୟରେ ଜଳ ସମସ୍ୟା…

2 years ago

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ,୧୭।୩: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ କୁମାର ପ୍ରତିହାରୀଙ୍କ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହୃଦଘାତରେ ତାଙ୍କର…

2 years ago