ପୁରୀ

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା ହରାଇ…

2 years ago

କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ

ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ ପହଞ୍ଚତ୍ବା…

2 years ago

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି ସୁପ୍ରିମୋଙ୍କ…

2 years ago

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା…

2 years ago

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ ରେଞ୍ଜର୍ସ…

2 years ago

ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି କର୍ମୀ…

2 years ago

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା ଚିକିତ୍ସାଳୟରେ…

2 years ago

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ ରାବଣ…

2 years ago

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

2 years ago

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର ଗାଁରେ…

2 years ago