ପୁରୀ

ଏମିତି ବି ଆସେ ମୃତ୍ୟୁ…ପ୍ରାକ୍ଟିକାଲ୍ ରେକର୍ଡ଼ ଲେଖି ସକାଳେ ଶୋଇଲେ ଆଉ ଉଠିଲେନି ସଂଗ୍ରାମିକା..

ପୁରୀ,୯।୬( ଅଜିତ୍ କୁମାର ମହାନ୍ତି ): ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ, ପୁରୀର ଦ୍ଵିତୀୟ ବର୍ଷର ଛାତ୍ରୀ ସଂଗ୍ରାମିକା ପଣ୍ଡାଙ୍କ ଅକାଳ ବିୟୋଗ ହୋଇଛି । ସଂଗ୍ରାମିକା ତାଙ୍କ ମା’ ବାପାଙ୍କ ସହ ଭଢା ଘରେ ରହୁଥିଲେ । ତେବେ ଶନିବାର ରାତି…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ ଅବତରଣ କରିଛି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର। ଫଳରେ ଏକ ବଡ଼ ଅଘଟଣ ଟଳିଛି।…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା ଜଣାପଡିଛି। ଏହା ଜାଣିପାରି ସମ୍ପୃକ୍ତ ଭକ୍ତ ନିକଟସ୍ଥ ପୋଲିସ କର୍ମଚାରୀଙ୍କୁ ସୂଚନା ଦେଇଥିଲେ।…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ ମାଧ୍ୟମରେ ଭକ୍ତମାନଙ୍କୁ ମହାପ୍ରସାଦ ବିକ୍ରି କରାଯାଉଥିବା ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି।…

ଖଜା ଦୋକାନୀଙ୍କୁ ଉଠାଇନେଲା ପୋଲିସ, ଲୋକେ ବୋହିନେଲେ ଖଜା, ଯିଏ ଯାହା ପାଇଲା…

ପୁରୀ,୨୯ା୫(ଅଜିତ ମହାନ୍ତି): ପୁରୀ ବଡ଼ଦାଣ୍ଡରେ ଏକ ନିଆରା ତଥା ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ବିଭିନ୍ନ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଭିଡ଼ିଓରେ ଦେଖିବାକୁ ମିଳୁଛି ଦିନ ଦ୍ବିପହରରେ ବଡ଼ଦାଣ୍ଡରେ ଥିବା ଖଜା ଭର୍ତ୍ତି ପଷ୍ଟରୁ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି । ପୁରୀର ବ୍ଲୁ ଲିଲି ରିସର୍ଟରୁ ଦିଲ୍ଲୀପଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଥିବା ନେଇ ଜଣାପଡ଼ିଛି।…

ନୀଳଚକ୍ର ବାନାରେ ବସିଲା ଚିଲ: ଅଶୁଭ ସଂକେତ, ଘଟିପାରେ…

ପୁରୀ,୨୬ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ସୋମବାର ପୂର୍ବାହ୍ନରେ କିଛି ସମୟ ଧରି ଏକ ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛି ମାସ ବ୍ୟବଧାନ ପରେ ଏହା ଦ୍ୱିତୀୟ ଘଟଣା ବୋଲି ଜଣାପଡ଼ିଛି। ଚିଲଟି କିଛି ସମୟ ନୀଳଚକ୍ର ଅକ୍ଷୟଦଣ୍ଡରେ ବସିବା…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ। ରୁଷିଆ, ସାଉଦି ଆରବ,…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ ଜାତୀୟ ରାଜପଥର ଡିଭାଇଡର ଉପରେ ୩ଦିନ ହେବ ପୂର୍ବମୁହଁା ହୋଇ ବସି ରହିଛନ୍ତି।…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି ଅଦିନିଆ ରଥଯାତ୍ରା ବନ୍ଦ କରିବାରେ ସଫଳ ହୋଇଛି। ପଞ୍ଜାବ ଫିରୋଜ୍‌ପୁରଠାରେ ଆସନ୍ତା ୨୩ରେ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ ରାଜ୍ୟର…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର ଜୀବନରକ୍ଷା ପାଇଁ ମହାପ୍ରଭୁଙ୍କ ନିକଟରେ ଆକୁଳ ପ୍ରାର୍ଥନା କରିଥିବାର ଦୃଶ୍ୟ ଦେଖାଯାଇଛି। ବାପ-ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?