ପୁରୀ

ଏମାର ମଠ ପରିସରରେ ଖନନ:ମିଳିଲା ଭଗ୍ନ ସିଂହ ମୂର୍ତ୍ତି

ପୁରୀ ଅଫିସ,୧୭।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିଛି। ପରିତ୍ୟକ୍ତ ଅବସ୍ଥାରେ ଖନନସ୍ଥଳୀରେ ଦୁଇଖଣ୍ଡ ହୋଇ କାରୁକାର୍ଯ୍ୟପୂର୍ଣ୍ଣ ପୁରାତନ ସିଂହ ମୂର୍ତ୍ତି ପଡ଼ିରହିଛି। ତେବେ ଏହା ଗୋଟିଏ ସିଂହ ମୂର୍ତ୍ତିର...

ଶ୍ରୀମନ୍ଦିର ନାଟ ମଣ୍ଡପରେ ଚଢ଼ିଲେ ଯୁବକ

ପୁରୀ ଅଫିସ,୧୬।୪(ବ୍ୟୁରୋ): ଶ୍ରୀମନ୍ଦିର ନାଟ ମଣ୍ଡପ ଉପରେ ଚଢ଼ିବାକୁ ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଛି । ଅଟକ ଯୁବକ ହେଲେ ରାକେଶ ହାଜରା । ତାଙ୍କ ଘର ପଶ୍ଚିମବଙ୍ଗ ହଳଦିଆପଡ଼ା ଅଞ୍ଚଳର ବୋଲି ଜଣାପଡ଼ିଛି। ରାକେଶ...

ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ନିର୍ମାଣ ପ୍ରସଙ୍ଗ: ପରିବର୍ତ୍ତିତ ପ୍ରସ୍ତାବ ପଠାଇବାକୁ ତାଗିଦ୍‌

ପୁରୀ ଅଫିସ,୧୬।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ନିଷିଦ୍ଧାଞ୍ଚଳ ଭଳି ନିୟନ୍ତ୍ରିତ ଅଞ୍ଚଳରେ ହେଉଥିବା ନିର୍ମାଣ କାର୍ଯ୍ୟ ପାଇଁ ମଧ୍ୟ ଅନୁମୋଦନ ନାହିଁ। ନିୟନ୍ତ୍ରିତ ଅଞ୍ଚଳରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ଅନୁମୋଦନ ନ...

ମଉଳିଯାଉଛି ସ୍ବପ୍ନାରାଣୀଙ୍କ ସ୍ବପ୍ନ

ପୁରୀ ଅଫିସ,୧୬।୫: ପୁରୀ ସହରର ପ୍ରତିଷ୍ଠିତ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟରେ ପଢ଼ି ଉଜ୍ଜ୍ୱଳ ଭବିଷ୍ୟତ ଗଢିବାର ସ୍ବପ୍ନ ନେଇ ଜଣେ ଆଦିବାସୀ ଛାତ୍ରୀ ନବରଙ୍ଗପୁରରୁ ଏଠାକୁ ଧାଇଁ ଆସିଥିଲେ। ପାଠ ପଢି ପରୀକ୍ଷା ମଧ୍ୟ ଦେଇଥିଲେ। ହେଲେ ଏବେ...

ଶ୍ରୀମନ୍ଦିର ଆଗରେ ଆଧୁନିକ ଗୀତରେ ନାଚିଲେ ଯୁବତୀ

ପୁରୀ ଅଫିସ,୧୬ା୫: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜଣେ ଯୁବତୀ ଆଧୁନିକ ଗୀତର ତାଳେ ତାଳେ ନୃତ୍ୟ କରୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଭଳି ନୃତ୍ୟ ଦ୍ୱାରା ବଡ଼ଦାଣ୍ଡର...

‘ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ ରଥ ନିର୍ମାଣ’

ପୁରୀ ଅଫିସ,୧୫।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ମହାପ୍ରଭୁଙ୍କ ତିନି ରଥର ନିର୍ମାଣ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି । କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ଉଦ୍ୟମ...

ରଥଖଳା : ଆଜି ସିଙ୍ଗଡ଼ା ବାଡ଼ିଆ

ପୁରୀ ଅଫିସ,୧୫।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁଜ ଅନୁକୂଳ ବିଧି ସମ୍ପନ୍ନ ହୋଇ ଥିବାବେଳେ ଚକ ପ୍ରସ୍ତୁତି ପାଇଁ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ରହୁ

ପୁରୀ ଅଫିସ,୧୫।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ଏହି ପ୍ରକଳ୍ପ କାର୍ଯ୍ୟକୁ ସ୍ଥଗିତ ରଖିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇଣ୍ଡିଆନ୍‌ ନ୍ୟାଶନାଲ୍‌ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚର୍‌...

ପୁରୀରୁ ୩ କେଜି ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ସୂଚନାନୁସାରେ, ରାଜଧାନୀରୁ ପୁରୀକୁ ଆସୁଥିଲା ବ୍ରାଉନ୍‌ସୁଗାର। ବାସେଲି...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଆଇଏନ୍‌ଟିଏସିଏଚ୍‌। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ...

ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ ଗାଡିରେ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବା ସହ ମନ୍ଦିରର ୩...

ଲାଗିବ ସିସିଟିଭି, ମରାମତି ହେବ ନାଟମଣ୍ଡପ

ପୁରୀ ଅଫିସ,୧୪।୫: ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ରାଜ୍ୟ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ନାଟମନ୍ଦିର ସ୍ଥିତି ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ ମାମଲା ନେଇ ହାଇକୋର୍ଟରେ ଏଏସ୍‌ଆଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri