ପୁରୀ

ମହାପ୍ରଭୁଙ୍କ ସ୍ଥାନରେ ଅପରାଧର ସ୍ଥାନ ନାହିଁ

ପୁରୀ,୩।୮(ଅଜିତ୍‌ ମହାନ୍ତି)ପୁରୀ ପୋଲିସକୁ ଏକ ସଫଳତା ମିଳିଛି। ଡକାୟତି କରିବା ପାଇଁ ଯୋଜନା କରୁଥିବାବେଳେ ସଦର ଥାନା ପୋଲିସ ୬ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ବୀରହରେକୃଷ୍ଣପୁର ଗ୍ରାମର ଶ୍ରୀଧର ଜେନା…

ସ୍ବର୍ଗଦ୍ୱାରର ହରିଶ୍ଚନ୍ଦ୍ର ସହାୟତା ରାଶି ୪ହଜାରକୁ ବୃଦ୍ଧି

ପୁରୀ,୨।୮(ଅଜିତ ମହାନ୍ତି):  ସ୍ବର୍ଗଦ୍ୱାରକୁ ଦାହ ସଂସ୍କାର ପାଇଁ ଆସୁଥିବା ବ୍ୟକ୍ତି ବିଶେଷମାନଙ୍କୁ ଶୋଷଣମୁକ୍ତ କରିବା ପାଇଁ ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ବିଭିନ୍ନ ପ୍ରକାର ସେବାର ବ୍ୟବସ୍ଥା କରାଯାଇଛି। ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେକ୍ରମେ ହରିଶ୍ଚନ୍ଦ୍ର ଯୋଜନା ରାଶିକୁ ୩ହଜାରରୁ…

୯ରେ ହୋଇପାରେ ମହାପ୍ରଭୁଙ୍କ ବନକଲାଗି

ପୁରୀ,୨ ।୮(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଦୀର୍ଘ ୧ ମାସ ଧରି ଲାଗିରହିଥିବା ବିବାଦ ଅନିଶ୍ଚିତତା ମଧ୍ୟରେ ରହିଛି। ନୀଳାଦ୍ରି ବିଜେ ପରଠାରୁ ହୋଇ ନ ଥିବା ବନକଲାଗି ନୀତି ଆସନ୍ତା ୯ତାରିଖ(ବୁଧବାର)ରେ ହୋଇପାରେ ବୋଲି ବିଶେଷ ସୂତ୍ରରୁ…

କଠିନ ପରିଶ୍ରମ, ଇଚ୍ଛାଶକ୍ତି ଥିଲେ ସଫଳ ନିଶ୍ଚିତ: ପ୍ରକାଶ

ନିମାପଡ଼ା,୧ା୮(ବିଚିତ୍ରାନନ୍ଦ ସାହୁ):ଓଡ଼ିଶା ସିଭିସ୍‌ ସର୍ଭିସ(ଓଏଏସ୍‌) ପରୀକ୍ଷାରେ ନିମାପଡ଼ା ବ୍ଲକ ଅଧୀନ ଧନୁଅଁା ପଞ୍ଚାୟତ ବଉଳପଦା ଗ୍ରାମର ଗଜେନ୍ଦ୍ର ପରିଡ଼ାଙ୍କ ପୁଅ ପ୍ରକାଶ ପରିଡ଼ା ୨୪୦ ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ଏହି ସଫଳତା ପାଇଁ ଭଗବାନ, ମା’-ବାପା, ପରିବାରର ସମସ୍ତଙ୍କୁ ଶ୍ରେୟ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସ୍ଥଗିତ

ପୁରୀ,୧।୮(ଅଜିତ ମହାନ୍ତି):ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସ୍ଥଗିତ ହୋଇଥିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ପୂବାହ୍ନ ୧୧ଟା ସମୟରେ ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ପରିଚାଳନା…

ଆଉ ଜଣେ ବାବା ଆଖିବୁଜିଲେ

ପୁରୀ,୩୧।୭(ଅଜିତ ମହାନ୍ତି):ପୁରୀ ବାସେଳି ସାହି ଥାନା ଅନ୍ତର୍ଗତ ଲୋକନାଥ ରୋଡ୍‌ସ୍ଥିତ ଗୁରୁକୃପା ଆଶ୍ରମରେ ସାଧୁ ଅର୍ଜୁନ ବାବାଙ୍କୁ ହତ୍ୟା ଘଟଣାରେ ଗୁରୁତର ଆହତ ହୋଇଥିବା ଦୟାନିଧି ବାବା ଓରଫ ଦୟାନିଧି ଦାସଙ୍କର ରବିବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏ ନେଇ…

ଆଜି ଶ୍ରୀମନ୍ଦିରରେ ହରିଶୟନ ଏକାଦଶୀ ନୀତି

ପୁରୀ,୨୯।୭(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ଶନିବାର ହରିଶୟନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏହି ବିଧି ଅନୁଯାୟୀ, ତିନି ଜଣ ପୂଜାପଣ୍ଡା ସାମନ୍ତ ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାଙ୍କୁ ଆଣନ୍ତି । ଶ୍ରୀବଳଭଦ୍ରଙ୍କ ସ୍ଥାନରେ ବାସୁଦେବ, ଦେବୀ ସୁଭଦ୍ରାଙ୍କ…

ଶ୍ରୀମନ୍ଦିର ଦାନବାକ୍ସରୁ ଚୋରି

ପୁରୀ, ୨୯ା୭(ଅଜିତ ମହାନ୍ତି): ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ନିକଟ ଭୀମଙ୍କ ପ୍ରତିମୂର୍ତ୍ତି ତଳେ ଥିବା ଦାନବାକ୍ସରୁ ଚୋରି ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଦାନବାକ୍ସକୁ କେହି ଦୁର୍ବୃତ୍ତ ତାଡ଼ି ବାକ୍ସରେ ଥିବା ଟଙ୍କା ଚୋରି କରିନେଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଛି। ଖବର ପାଇ…

ଆଜି ସବ୍‌କମିଟି ବୈଠକରେ ନିଷ୍ପତ୍ତି

ପୁରୀ,୨୮।୭(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକ ଲାଗି ନୀତିକୁ ନେଇ ଦିନକୁ ଦିନ ବିବାଦ ଥମିବା ପରିବର୍ତ୍ତେ ଅଧିକ ଘନେଇବାରେ ଲାଗିଛି। ଶ୍ରୀମନ୍ଦିର ପ୍ରଶାସନ ଏବଂ ଦତ୍ତ ମହାପାତ୍ର ସେବକ ମଧ୍ୟରେ ସମନ୍ବୟର ଅଭାବ କାରଣରୁ ବନକ ଲାଗି ନୀତି ହୋଇପାରୁ ନାହିଁ।…

ପୁରୀବାସୀଙ୍କ ପାଇଁ ଖୋଲିଲା ପଶ୍ଚିମଦ୍ୱାର

ପୁରୀ ଅଫିସ,୨୫ା୭(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ବିଭିନ୍ନ ସଂଗଠନଠାରୁ ଆରମ୍ଭ କରି ରାଜନେତା, ପରିଚାଳନା କମିଟି ସଦସ୍ୟ, ସେବାୟତଙ୍କ ପକ୍ଷରୁ ଦାବି କରାଯିବା ପରେ ଶେଷରେ ମୁଣ୍ଡ ନୁଆଁଇଛି ପ୍ରଶାସନ। ପ୍ରାଥମିକତା ଦୃଷ୍ଟିରୁ ପୁରୀବାସୀଙ୍କ ପାଇଁ ଶ୍ରୀମନ୍ଦିର…

୪୫୫ ବର୍ଷ ହେବ ଜଳୁଛି ଧୁନି

ପୁରୀ,୨୫ା୭(ଅଜିତ ମହାନ୍ତି):ବ୍ରହ୍ମଗିରି ସାତପଡା ରାସ୍ତା ଦେଇ ଯିବାବେଳେ ବାଟରେ ମାଣିକପାଟଣା ପଡ଼େ। ଏହି ମାଣିକପାଟଣା ରାସ୍ତାରେ ରହିଛି ବ୍ରହ୍ମପଡ଼ା ମଠ। ଉକ୍ତ ମଠରେ ଆଜକୁ ଦୀର୍ଘ ୪୫୫ ବର୍ଷ ହେବ ଏକ ଧୁନି ଜଳୁଥିବା ଗ୍ରାମବାସୀ କହିଛନ୍ତି। ମଠ ପରିସରରେ ୪…

ଆଜିଠୁ ପଶ୍ଚିମଦ୍ୱାର ଦେଇ ଯିବେ ପୁରୀବାସୀ

ପୁରୀ,୨୪।୭(ଅଜିତ ମହାନ୍ତି): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ନେଇ ବିଭିନ୍ନ ମହଲରେ ତିବ୍ର ପତିକ୍ରିୟା ଦେଖିବାକୁ ମିଳିଥିଲା। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ଅଭିଯାନ ଆରମ୍ଭ କରିଥିଲେ। ବିଭିନ୍ନ ରାଜନୈତିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri