ପୁରୀ

ଶ୍ରୀମନ୍ଦିର ପୋଲିସ କର୍ମଚାରୀ ନିଲମ୍ବିତ

ପୁରୀ,୨୩ା୭(ଅଜିତ୍‌ ମହାନ୍ତି)ମହାମାରୀ କୋଭିଡ୍‌ ପରଠାରୁ ପ୍ରଶାସନ ପକ୍ଷରୁ ଭକ୍ତମାନଙ୍କୁ କେବଳ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ ପାଇଁ ଅନୁମତି ରହିଛି। ଫଳରେ ପୁରୀବାସୀଙ୍କଠାରୁ ଆରମ୍ଭ କରି ବାହାରୁ ଆସୁଥିବା ଭକ୍ତମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ଭକ୍ତଙ୍କ…

୪ ଦ୍ୱାର ଖୋଲିବା ନିଷ୍ପତ୍ତି ହୋଇପାରିଲାନି

ପୁରୀ,୨୨ା୭(ଅଜିତ୍‌ ମହାନ୍ତି): ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପରେ ଶ୍ରୀମନ୍ଦିର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗକୁ ନେଇ ଶୁକ୍ରବାର ଛତିଶା ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର…

ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ

ପୁରୀ, ୨୨ା୭(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତିରେ ବିଶୃଙ୍ଖଳା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ଆଇନ-୨୦ ଓ ୩୦ ଧାରା ଅନୁଯାୟୀ ଏହି ନୋଟିସ…

କେଦାରନାଥ ପର୍ବତରେ ଉଡ଼ିଲା ପତିତପାବନ ବାନା

ପୁରୀ, ୨୨ା୭(ଅଜିତ ମହାନ୍ତି): ଜୟ ଜଗନ୍ନାଥ ଧ୍ୱନୀରେ ଦେବଭୂମି ବାବା କେଦାରନାଥଙ୍କ ଧାମ ପ୍ରକମ୍ପିତ ହେଲା। କେଦାରନାଥଙ୍କ ପାବନକ୍ଷେତ୍ରରେ ପାହାଡ଼ ଶୀର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପତିତପାବନ ବାନା ଉଡ଼ିଛି। ଏନେଇ ପୁରୀବାସୀ ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ପୁରୀର କେତେଜଣ ଶ୍ରଦ୍ଧାଳୁ…

ବନକଲାଗି ନୀତିରେ ବିଶୃଙ୍ଖଳା: ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ

ପୁରୀ, ୨୧ା୭(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତିରେ ବିଶୃଙ୍ଖଳା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ଆଇନ-୨୦ ଓ ୩୦ ଧାରା ଅନୁଯାୟୀ ଏହି ନୋଟିସ…

ବେଆଇନ ବସ୍ତି ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ

କଟକ (କାର୍ତ୍ତିକ ସାହୁ)/ ପୁରୀ,୨୧ା୭(ଅଜିତ୍‌ ମହାନ୍ତି): ପୁରୀ ସହରର ବଳିଆପଣ୍ଡା ଅଞ୍ଚଳରେ ଥିବା ଡମ୍ପିଂୟାଡ୍‌ ଚତୁଃପାର୍ଶ୍ୱରୁ ବେଆଇନ ବସ୍ତି ସ୍ଥାନାନ୍ତର ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ମ୍ୟୁନିସିପାଲିଟି ଆଇନ ଅନୁଯାୟୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି।…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୭ା୭(ଅଜିତ ମହାନ୍ତି): ଚିତାଲାଗି ଅମାବାସ୍ୟା ଅବସରରେ ସୋମବାର ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ସହ ଦାରୁବିଗ୍ରହଙ୍କ ଚିତାଲାଗି ନୀତି ସମ୍ପନ୍ନ କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗମଣ୍ଡପ ପରେ ଏହି ଗୁପ୍ତ ନୀତି ଆରମ୍ଭ ହେବ। ସୋମବାର ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…

ନୂଆ ରୂପ ପାଇବ ପୁରୀ ବେଳାଭୂମି

ପୁରୀ,୧୭ା୭(ଅଜିତ ମହାନ୍ତି): ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। ପ୍ରତିିଦିନ ଲକ୍ଷାଧିକ ପର୍ଯ୍ୟଟକ ଦେଶବିଦେଶରୁ ପୁରୀ ବୁଲିବାକୁ ଆସିଥାନ୍ତି। ସେମାନେ ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ କିଛି ସମୟ ବିତାଇଥାନ୍ତି। ଯେପରି ଅଧିକରୁ ଅଧିକ ପର୍ଯ୍ୟଟକ ପୁରୀ ଆସିବେ ଓ ସୁଖଦ…

ମନ୍ଥର ଗତିରେ ଚାଲିଛି ବସ୍‌ଷ୍ଟାଣ୍ଡ ନିର୍ମାଣ

କାକଟପୁର, ୧୭ା୭(ଶୁଭଦର୍ଶନ ମିଶ୍ର): କାକଟପୁରର ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଫଳରେ ଧାର୍ଯ୍ୟ ସମୟରେ ଏହି କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଏପରିକି କାର୍ଯ୍ୟସ୍ଥଳରେ ସୂଚନାଫଳକ ନାହିଁ। ତେଣୁ କାର୍ଯ୍ୟ ବିଷୟରେ ଠିକ୍‌ ତଥ୍ୟ ମିଳିପାରୁନାହିଁ।…

ପିପିଲି ଥାନାରେ କାମ କରୁନି ବଦଳି ନିୟମ

ପିପିଲି,୧୬।୭(ଦୁର୍ଗାମାଧବ ମିଶ୍ର)ରାଜ୍ୟରେ ବଢୁଥିବା ଅପରାଧକୁ ରୋକିବା, ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା, ଜନସାସଧାରଣଙ୍କୁ ସୁରକ୍ଷା ଦେବା, ଅପରାଧ ସଂଖ୍ୟା କମାଇବା ପାଇଁ ପୋଲିସ ବିଭାଗର କାର୍ଯ୍ୟ ଗୁରୁଦାୟିତ୍ୱ ରହିଛି। ସାଧାରଣତଃ ପୋଲିସ ବିଭାଗ ଏକତା, ଶାନ୍ତି ଓ ଶୃଙ୍ଖଳିତ ଉପରେ ଗୁରୁତ୍ୱ…

ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ, ନିଜ ଘରେ ପଢ଼ାଉଛନ୍ତି କର୍ମୀ

ଅସ୍ତରଙ୍ଗ,୧୬।୭(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ଅସ୍ତରଙ୍ଗ ପଞ୍ଚାୟତର ୫ ନମ୍ବର ଅଙ୍ଗନବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ପିଲାମାନେ ପଢାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ ଭଡ଼ା ଘରେ ଅଙ୍ଗନଓ୍ବାଡି କେନ୍ଦ୍ର…

ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ଅଡିଟ୍‌କୁ ନେଇ ଅସନ୍ତୋଷ

କୋଣାର୍କ,୧୬।୭(ଜ୍ୟୋତିରାଜ ମହାନ୍ତି)କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ୨୦୧୭ରୁ ୨୦୨୨ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟରତ ପୂର୍ବତନ ମହିଳା କିରାଣି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କଠାରୁ ଜାଲ୍‌ ରସିଦ୍‌ ମାଧ୍ୟମରେ ୨୩ ଲକ୍ଷ ଟଙ୍କା ହରିଲୁଟ୍‌ ଘଟଣାରେ କଲେଜର ପୁରାତନ ଛାତ୍ର ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ, ୫-ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri