ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ଅଡିଟ୍କୁ ନେଇ ଅସନ୍ତୋଷ
କୋଣାର୍କ,୧୬।୭(ଜ୍ୟୋତିରାଜ ମହାନ୍ତି)କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ୨୦୧୭ରୁ ୨୦୨୨ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟରତ ପୂର୍ବତନ ମହିଳା କିରାଣି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କଠାରୁ ଜାଲ୍ ରସିଦ୍ ମାଧ୍ୟମରେ ୨୩ ଲକ୍ଷ ଟଙ୍କା ହରିଲୁଟ୍ ଘଟଣାରେ କଲେଜର ପୁରାତନ ଛାତ୍ର ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ, ୫-ଟି…
ବର ବେଦିରେ ଧାରଣା ଦେଲେ ପ୍ରେମିକା: ବିବାହ ନ କଲେ ଜୀବନ ହାରିବି
ବଳଙ୍ଗା(କେଦାରେଶ୍ୱର ନନ୍ଦ)/ପିପିଲି, ୧୫।୭(ଦୁର୍ଗମାଧବ ମିଶ୍ର): ବେଦି ବନ୍ଧା ସରିଛି, ରଙ୍ଗବେରଙ୍ଗ କପଡ଼ା ସଜେଇ ହୋଇଛି। ଭୋଜି ପାଇଁ ପୂରା ପ୍ରସ୍ତୁତ। ସେପେଟ ମଙ୍ଗଳକୃତ୍ୟ ଓ ବିବାହ ଉତ୍ସବ ହୋଇଥାନ୍ତା। ହେଲେ ଏହି ସମୟ ମଧ୍ୟରେ ହଠାତ୍ ଜଣେ ଯୁବତୀ ଆସି ପୁଅ…
ଆନନ୍ଦ ବଜାରରେ ଲାଗିବ ରେଟ୍ ଚାର୍ଟ: ହଟିବେ ଅଣସେବାୟତ
ପୁରୀ,୧୫।୭(ଅଜିତ୍ ମହାନ୍ତି): ଗତ କିଛିଦିନ ହେଲା ଶ୍ରୀମନ୍ଦିର ଆନନ୍ଦବଜାରରେ ବିଶୃଙ୍ଖଳା ଦେଖାଦେଉଥିଲା। ଆନନ୍ଦ ବଜାରରେ ଭକ୍ତମାନେ ଅନେକ ସମୟରେ ଦଲାଲଙ୍କ ଶିକାର ହେବା ଖବର ବାରମ୍ବାର ସାମ୍ନାକୁ ଆସୁଥିଲା। ଏହାକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରୁଥିଲେ। ତେଣୁ ଆନନ୍ଦବଜାରରେ ଶୃଙ୍ଖଳା…
ସେବାୟତ ଶ୍ମଶାନ ପାଇଁ ଜମି ଚିହ୍ନଟ
ସାକ୍ଷୀଗୋପାଳ,୧୩।୭(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ)ସାକ୍ଷୀଗୋପାଳ ମନ୍ଦିର ସେବାୟତ ଶ୍ମଶାନ ଭଙ୍ଗା ଓ ନିର୍ମାଣକୁ ନେଇ ଲାଗିରହିଥିବା ବିବାଦର ସମାଧାନ ନିମନ୍ତେ ସ୍ଥାନୀୟ ଜଳସେଚନ ଡାକବଙ୍ଗଳାରେ ବୁଧବାର ଉଚ୍ଚସ୍ତରୀୟ ବୈଠକ ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ବିବାଦ ଭୁଲିଯାଇ…
୧୩ବର୍ଷ ହେବ ନିର୍ଯାତନା ଦେଉଛି କଙ୍ଗାରୁ କୋର୍ଟ
ପିପିଲି,୯।୭(ପ୍ରଭାତ ମହାପାତ୍ର)ପିପିଲି ଥାନା ଅଞ୍ଚଳରେ ଚାଲିଛି କଙ୍ଗାରୁ କୋର୍ଟ। ବାହିଲିପଡା ଗ୍ରାମର ଦିଲୀପ ପାଟ୍ଟସାହାଣୀ ଦୀର୍ଘ ୧୩ବର୍ଷ ହେଲା ଗାଁରୁ ନିଆଁପାଣି ବାସନ୍ଦର ଶିକାର ହୋଇ ଅନେକ ନିର୍ଯାତନା ଭୋଗୁଛୁ। ଏପରିକି ତାଙ୍କ ବଡ଼ଭାଇ ସ୍ନେହକର ପାଟ୍ଟସାହାଣୀ ଓ କିଛି ସମ୍ପର୍କୀୟ…
ରଥ ଉପରେ ଅଣସେବାୟତ ନେଇ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ
ପୁରୀ,୮।୭: ରଥ ଉପରେ ରିଲ୍ସ । ମହାପ୍ରଭୁଙ୍କ ରଥଯାତ୍ରା ସମୟରେ ସେବାୟତ ବେଶରେ ଅଣ ସେବାୟତ ରଥ ଉପରକୁ ଯାଇ ରିଲ୍ସ କରିଥିବା ଅଭିଯୋଗ ହୋଇଛି । କେବଳ ରିଲ୍ସ ନୁହେଁ ଫଟୋ ଉଠାଇ ସୋସିଆଲ ମିଡ଼ିଆରେ ମଧ୍ୟ ଫଟୋ ଓ…
ପଥର ରୂପରେ ପୂଜା ପାଉଛନ୍ତି ମହାପ୍ରଭୁ
ପୁରୀ, ୮ା୭ (ଅଜିତ୍ ମହାନ୍ତି): ବିଶ୍ୱର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ମହାପ୍ରଭୁ କେଉଁଠି ପଥର ରୂପରେ ତ ଆଉ କେଉଁଠି ମୂର୍ତ୍ତିି ରୂପରେ ପୂଜା ପାଉଛନ୍ତି। ଏଭଳି ଏକ ଅନାଲୋଚିତ ଜଗନ୍ନାଥ ମନ୍ଦିର ଉତ୍ତରାଖଣ୍ଡର ଉତ୍ତରକାଶୀଠାରୁ ୬କି.ମି ଦୂର…
‘ଶୃଙ୍ଖଳିତ ଭାବେ ନ ଆସିଲେ, ନିୟମ କରାଯିବ’
ପୁରୀ,୭ା୭(ଅଜିତ୍ ମହାନ୍ତି): ଶ୍ରୀକ୍ଷେତ୍ର ପୁରୀ ବିଶ୍ୱରେ ଏକ ଆଧ୍ୟାତ୍ମିକ ସ୍ଥାନ ଭାବେ ପରିଚିତ। ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ରହିଥିବାରୁ ଦେଶ ତଥା ବିଦେଶରୁ ପ୍ରତିଦିନ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି। ତେଣୁ ଶ୍ରୀମନ୍ଦିରରେ ଧାର୍ମିକ ତଥା ଆଧ୍ୟାମତ୍ିକ ପରିବେଶ ରହିବା…
ତାଳଧ୍ୱଜ ରଥର ଭୋଇ ସେବକଙ୍କ ମୃତ୍ୟୁ
ପୁରୀ,୭ା୭(ଅଜିତ୍ ମହାନ୍ତି):ଚଳିତବର୍ଷ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାର ରଥ ଟଣା ସମୟରେ ଏକ ଅଘଟଣ ଘଟିଥିଲା। ଯେଉଁଥିରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥର ଭୋଇ ସେବକ ନକୁଳ ଭୋଇଙ୍କ ସମେତ କେତେଜଣ ଭକ୍ତ ଆହତ ହୋଇଥିଲେ। ତେବେ ଆହତ ହୋଇଥିବା ଭୋଇ ସେବକ…
ପୁଣି ମହାପ୍ରଭୁଙ୍କ ନାଁରେ ଠକେଇ
ପୁରୀ,୪।୭: ପୁଣି ମହାପ୍ରଭୁଙ୍କ ନାଁରେ ଅନଲାଇନ ଠକେଇ ଅଭିଯୋଗ ହୋଇଛି। ରାଜ୍ୟ କିମ୍ବା ଦେଶ ଭିତରେ ନୁହେଁ ବିଦେଶ ଯାଏ ଏହି ଠକେଇର ଚେର ଲମ୍ବିଛି। ଡ଼ଲାରରେ ଭକ୍ତଙ୍କଠାରୁ ଦକ୍ଷିଣା ନିଆଯାଉଛି । ଶ୍ରୀଜଗନ୍ନାଥ ମନ୍ଦିରରେ ସିଦ୍ଧ ପୂଜା, ଶାଳଗ୍ରାମ ପୂଜା…
ଘରୋଇ କ୍ଷୀର କମ୍ପାନୀର ବିଷାକ୍ତ ପାଣି ଯୋଗୁ ଫସଲ କ୍ଷତି, ବ୍ୟାପୁଛି ଚର୍ମରୋଗ
ଗୋପ,୩।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ- କୋଣାର୍କ ରାସ୍ତାର ଶାରଡ଼ା ଛକ ନିକଟରେ ଥିବା ଏକ ଘରୋଇ କ୍ଷୀର କମ୍ପାନୀର ଜଳ ଓ ବାୟୁ ପ୍ରଦୂଷଣକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏପରି ବାରମ୍ବାର ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନ ହେବାରରେଗ୍ରାମବାସୀ ଆସନ୍ତା ୫…
ଶ୍ରୀମନ୍ଦିର ସିଂହଦ୍ୱାର କବାଟରେ ଓଲଟା ସିଂହମୂର୍ତ୍ତି
ପୁରୀ,୩ା୭(ଅଜିତ୍ ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାରକୁ ରୁପା ଛାଉଣି କରାଯାଇଛି। ତେବେ ସିଂହଦ୍ୱାର ରୁପା ଛାଉଣି କବାଟରେ ଓଲଟା ସିଂହମୂର୍ତ୍ତି ସ୍ଥାନିତ ହୋଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସାଧାରଣରେ ଉଦ୍ବେଗ ପ୍ରକାଶ ପାଇଥିବାବେଳେ ବିବାଦ ସୃଷ୍ଟି ହୋଇଛି। ତୁରନ୍ତ ଏହାକୁ ଠିକ୍…
Archives


