ପୁରୀ

କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ଆଶାୟୀ ଅଧିକ, ଅସ୍ତରଙ୍ଗରେ ବହିଲାଣି ରାଜନୈତିକ ହାଓ୍ବା

ପୁରୀ, ୧ ୨।୧ (ପ୍ରଦୀପ୍ତ ଦୀକ୍ଷିତ): ପୁରୀ ଜିଲା କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ବାତାବରଣ ଚଳଚଞ୍ଚଳ ହେଲାଣି। ବିଜେଡି, କଂଗ୍ରେସ ଓ ଭାଜପା ୩ ପ୍ରମୁଖ ଦଳ ନିର୍ବାଚନୀ ରଣାଙ୍ଗନରେ ଅବତୀର୍ଣ୍ଣ ହେବାକୁ ପ୍ରସ୍ତୁତ। ବିଜେଡି ଓ ଭାଜପା ଶିବିରରେ…

ଅପରାହ୍ନ ୩ଟାରୁ ଖୋଲିବ ପରିକ୍ରମା ମାର୍ଗ

ପୁରୀ,୧୨ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସବୁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ୧୭ ତାରିଖରେ ଗଜପତି ମହାରାଜାଙ୍କ ଦ୍ୱାରା ପୂର୍ଣ୍ଣାହୁତି ଦିଆଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ହେବ।…

ଶେଷ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ! ଏବେ ଦେଖିବା ପାଇଁ ଲାଗିବ ଭକ୍ତଙ୍କ ଭିଡ଼

ପୁରୀ,୧୧।୧: ଶେଷ ହୋଇଛି ଦୀର୍ଘ ଦିନର ଅପେକ୍ଷା। ରାତି ପାହିଲେ ଚୂଡାନ୍ତ ରୂପ ନେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହା ପୂର୍ବରୁ ଗୁରୁବାର ବସିଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସପି ଏବଂ କମିଟିର…

ପୁରୀରୁ ଅଯୋଧ୍ୟାକୁ ଟ୍ରେନ୍‌ ଚଳାଚଳ କରାଯାଉ

ପୁରୀ, ୪ା୧(ଅଜିତ୍‌ ମହାନ୍ତି): ଶ୍ରୀଜଗନ୍ନାଥ ଧାମ ପୁରୀ ଏବଂ ପ୍ରଭୁ ଶ୍ରୀରାମଙ୍କ ପବିତ୍ର ଜନ୍ମଭୂମି ଅଯୋଧ୍ୟା ମଧ୍ୟରେ ନୂଆ ଟ୍ରେନ ଚଳାଚଳ ପାଇଁ ପୁରୀ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି। ପରିଷଦ ସଭାପତି ଜଗନ୍ନାଥ ବସ୍ତିଆ ଏଥିପାଇଁ ରେଳମନ୍ତ୍ରୀ ଅଶ୍ୱିନୀ…

ଚିଲିକାରେ ପକ୍ଷୀ ଗଣନା ଆଜି, ସାମିଲ୍‌ ହେବେ ୨୧ ଟିମ୍‌

ବାଲୁଗାଁ, ୪ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଗୁରୁବାର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିିଏ ଗବେଷଣା କେନ୍ଦ୍ର ଗୃହରେ ଗଣନାକାରୀଙ୍କୁ ସବିଶେଷ…

ମଝି ଚିଲିକାରେ ଫସିଲା ଡଙ୍ଗା

ବ୍ରହ୍ମଗିରି,୩।୧: ମଝି ଚିଲିକାରେ ଡଙ୍ଗା ଫସିଯାଇଛି । ଯାତ୍ରୀବାହୀ ଡଙ୍ଗାର ମେଶିନ ଖରାପ ଯୋଗ ଏପରି ଘଟିଛି। ଡଙ୍ଗାରେ ପ୍ରାୟ ୨୫ ଜଣ ଯାତ୍ରୀ ୧୦ଟି ବାଇକ ଥିବା ଜଣାପଡିଛି। ସୂଚନାଯୋଗ୍ୟ, ବୁଧବାର ସକାଳେ ସାତପଡ଼ାଠାରୁ ଯାତ୍ରୀମାନଙ୍କୁ ନେଇ ଚିଲିକା ଦେଇ…

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…

ଚପଲ ପିନ୍ଧି ଖାଇଲେ ମହାପ୍ରସାଦ

ପୁରୀ, ୨ା୧( ଅଜିତ୍‌ ମହାନ୍ତି):ନୂଆବର୍ଷରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେତେଜଣ ଭକ୍ତ ବଡ଼ଦାଣ୍ଡରେ ଠିଆହୋଇ ଚପଲ ପିନ୍ଧି ମହାପ୍ରସାଦ ସେବନ କରୁଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ ମହିଳା,…

ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ

ପୁରୀ,୧ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ଭିତର ଭିଡିଓ ପୁଣି ଭାଇରାଲ ହୋଇଛି। ଜଣେ ଯୁବତୀ ଶ୍ରୀମନ୍ଦିର ପରିସରସ୍ଥ ନିର୍ମାଲ୍ୟ ଖଳାରେ ଠିଆହୋଇ ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି। ତାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ରଥକାଠ ଅନୁକୂଳ ପାଇଁ ଆଜି ନୟାଗଡ଼ ଯିବ ଟିମ୍‌

ପୁରୀ,୧ା୧(ଅଜିତ ମହାନ୍ତି): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ଆରମ୍ଭ ହେଲାଣି। ରଥ କାଠ ନିମନ୍ତେ ଗଛକଟା ଅନୁକୂଳ ଲାଗି ଜାନୁୟାରୀ ୧ରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ଟିମ୍‌ ନୟାଗଡ଼ ଅଭିମୁଖେ ଯାତ୍ରା କରିବ। ଟିମ୍‌ରେ ଶ୍ରୀମନ୍ଦିର…

ନୂଆବର୍ଷ ପୂର୍ବରୁ ପୁରୀରେ ଅସମ୍ଭାଳ ଭିଡ଼: ଆସନ୍ତାକାଲିଠୁ ଲାଗୁ ହେବ ନୂଆ କଟକଣା

ପୁରୀ,୩୧ା୧୨: ନୂଆବର୍ଷ ପୂର୍ବରୁ ପୁରୀରେ ରବିବାର ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ନବନିର୍ମିତ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଦେଖିବା ଲାଗି ସେମାନଙ୍କଠାରେ ଉତ୍ସାହ ପରିଲକ୍ଷିତ ହୋଇଛି। ଦର୍ଶନାର୍ଥୀମାନେ ବଡଦାଣ୍ଡର ମରଚିକୋଟ୍‌‌ଠାରେ ନବ ନିର୍ମିତ ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍‌‌ ଦେଇ…

ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ

ଭୁବନେଶ୍ୱର,୨୬।୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ ପରିକ୍ରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?