କର୍ଡନ ଭିତରେ ରହିବେ ସୀମିତ ସଂଖ୍ୟକ ପାସ୍ଧାରୀ
ପୁରୀ ଅଫିସ,୮ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଆସନ୍ତା ୨୦ ତାରିଖରେ ରଥଯାତ୍ରା ହେବାକୁ ଯାଉଥିବା ବେଳେ ସମସ୍ତ ନୀତିକାନ୍ତି, ଦର୍ଶନ ବ୍ୟବସ୍ଥା, ଯାତାୟାତ ଆଦି ଯେପରି...
ଅବ୍ୟବସ୍ଥାରେ ଖେଲାଉର ପାନୀୟଜଳ ପ୍ରକଳ୍ପ
ଡେଲାଙ୍ଗ,୭।୬(ଡି.ଏନ୍.ଏ.): ଡେଲାଙ୍ଗ ବ୍ଲକ ଅଧୀନ ଖେଲାଉର ପଞ୍ଚାୟତର ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ଅଦ୍ୟାବଧି ପ୍ରକଳ୍ପର ସୁରକ୍ଷା ପ୍ରାଚୀର ନିର୍ମାଣ ସରିନାହଁି। ଫଳରେ ସନ୍ଧ୍ୟା ହେଲେ ସେଠାରେ ଅସାମାଜିକଙ୍କ...
ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯାଉ
ପୁରୀ ଅଫିସ, ୭।୬:ଶ୍ରୀମନ୍ଦିର ୪ ଦ୍ୱାର ଭକ୍ତଙ୍କ ନିମନ୍ତେ ଖୋଲାଯିବା ସହ ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବାକୁ ଦାବି ହୋଇଛି। ଏ ନେଇ ପୁରୀ ଜିଲା ଯୁବ ଅଧିବକ୍ତା ମଞ୍ଚ ପକ୍ଷରୁ ମଙ୍ଗଳବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ...
ଅଲାରନାଥ ପୀଠରେ ଅନବସର ଦର୍ଶନ
ବ୍ରହ୍ମଗିରି,୬ା୬(ଡି.ଏନ୍.ଏ): ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରାରେ ସ୍ନାନ କରି ଜ୍ୱରରେ ପଡ଼ିଛନ୍ତି। ଫଳରେ ମହାପ୍ରଭୁ ଏବେ ଅଣସରରେ ୧୪ଦିନ ରହିବେ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। ତେବେ ଅଗଣିତ ଶ୍ରଦ୍ଧାଳୁଙ୍କ ଭକ୍ତିକୁ ଦେଖି...
ଡକାୟତି ଯୋଜନାବେଳେ ୪ ଧରାପଡ଼ିଲେ
ସାକ୍ଷୀଗୋପାଳ,୬।୬(ସ୍ବ.ପ୍ର./ଡି.ଏନ୍.ଏ.): ସତ୍ୟବାଦୀ ଥାନା ପୋଲିସ ରବିବାର ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିବା ୫ଜଣରୁ ୪ଜଣ ଦୁର୍ବୃତ୍ତଙ୍କୁ ଧରିବାରେ ସଫଳ ହୋଇଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ବାରଘରିଆ ସାହିର ଲଷ୍ମୀଧର...
୩ରଥରେ ସଂଯୋଗ ହେଲା ତୃତୀୟ ଭୂଇଁ
ପୁରୀ ଅଫିସ, ୬ା୬: ଦାରୁୁଦେବତାଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ତିନି ରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ସ୍ନାନପୂର୍ଣ୍ଣିମା ତିଥିରେ ତିନିରଥରେ ‘ଚଉଦ ନାହାକା’ ଖମ୍ବୀ ପ୍ରତି ରଥର ଚାରି ନାହାକାଠାରୁ ଅଢେଇ ଫୁଟ ବ୍ୟବଧାନରେ...
ରୂପଦେଈପୁରରେ ନାଗାଯାତ୍ରା ଆରମ୍ଭ
ପିପିଲି,୬।୬(ଡି.ଏନ୍.ଏ.): ପିପିଲି ବ୍ଲକ ଅଧୀନ ରୂପଦେଇପୁରରେ ଓଡ଼ିଶା ପ୍ରସିଦ୍ଧ ନାଗାଯାତ୍ରା ସୋମବାର ଉଦ୍ଘାଟିତ ହୋଇଯାଇଛି। ଏହି ଯାତ୍ରା ୨ ଦିନ ଧରି ଚାଲିବ। ଏହି ପାରମ୍ପରିକ ଯାତ୍ରାରେ ମହୁରି, ନାଗରା ବୀରବାଦ୍ୟରେ ନାଗାଧାରୀମାନେ ନାଗାନୃତ୍ୟ ପରିବେଷଣ କରିଥିଲେ। ଉଦ୍ଘାଟନୀ ଉତ୍ସବରେ...
ନିର୍ବନ୍ଧ ସାରି ଫେରୁଥିଲେ : ଚାଲିଗଲା ୩ ଜୀବନ
ପୁରୀ ଅଫିସ,୫।୬: ପୁରୀ ମଙ୍ଗଳାଘାଟ-ବଳିଆପଣ୍ଡା ବାଇପାସ ରୋଡରେ ସୋମବାର ଦୁର୍ଘଟଣା ଘଟିଛି। ଓମକାରେଶ୍ବର ମନ୍ଦିର ନିକଟରେ ସ୍କୁଟିକୁ ଏକ ଟାଉନ ବସ ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ, ସ୍କୁଟିକୁ ଟାଉନ ବସ ଚାପିଦେବାରୁ ୩...
ଅଲାରନାଥରେ ଭକ୍ତଙ୍କ ଭିଡ଼
ପୁରୀ ଅଫିସ,୫ା୬: ଶ୍ରୀଜିଉ ମହାସ୍ନାନ କରିବା ପରେ ଜ୍ୱରରେ ପୀଡ଼ିତ ଥିବାରୁ ଅଣସର ଘରେ ରହିଛନ୍ତି। ଏହି ସମୟରେ ଭକ୍ତମାନେ ଅଲାରନାଥ ପୀଠରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ସୋମବାର ସକାଳୁ ଅଲାରନାଥ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ଅନ୍ୟପଟେ...
ସ୍ନାନମଣ୍ଡପରେ ପଡ଼ିଲା ରକ୍ତଛିଟା
ପୁରୀ ଅଫିସ,୪ା୬: ରବିବାର ଶ୍ରୀଜିଉଙ୍କ ସ୍ନାନଯାତ୍ରା ଚାଲିଥିବା ବେଳେ ତିନି ତିନୋଟି ଅଘଟଣ ଘଟିଛି। ସକାଳେ ଜଣେ ଭକ୍ତ ମନ୍ଦିର ଭିତରେ ଦର୍ଶନ କରୁଥିବା ବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।...
ପୁରୀରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
ପୁରୀ ଅଫିସ,୪ା୬: ରବିବାର ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ଜଣେ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଭକ୍ତ ଜଣକ ରାଜସ୍ଥାନର ଆମ୍ବାଲାଲ ବୋଲି ଜଣାପଡ଼ିଛି। ସେ ଦର୍ଶନ ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ...
ଦୋଷ ସ୍ବୀକାର କଲେ ପୂର୍ବତନ କିରାଣି
କୋଣାର୍କ, ୪।୬(ଡି.ଏନ୍.ଏ.): କୋଣାର୍କ ଭଗବତୀ ମହାବିଦ୍ୟାଳୟର ୨୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ ଘଟଣାରେ ସମ୍ପୃକ୍ତ ପୂର୍ବତନ କିରାଣି ଅଭିଯୋଗର ୪ସପ୍ତାହ ପରେ ଶନିବାର ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲିଛନ୍ତି। ନିଜ ସପକ୍ଷରେ ଦୋଷକୁ ସ୍ବୀକାର କରିବା ସହ ସଫେଇ ଦେଇ...
Archives


