ପୁରୀ

ସାକ୍ଷୀଗୋପାଳ, କାଳୁପଡ଼ା ଘାଟରେ ଅଟକିବ ୩ ଟ୍ରେନ୍‌

ପୁରୀ ଅଫିସ,୨୫ା୫: ପୁରୀ ଚାରିଧାମ ମଧ୍ୟରେ ଅନ୍ୟତମ ପ୍ରମୁଖ ଧାମ। ପ୍ରତ୍ୟେକ ଦିନ ଲକ୍ଷାଧିକ ଭକ୍ତ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଖପାଖ ଅଞ୍ଚଳରେ ଥିବା ଦର୍ଶନୀୟ ସ୍ଥାନ ଭ୍ରମଣ କରିଥାନ୍ତି। ପୁରୀ ଜିଲାର ସାକ୍ଷୀଗୋପାଳ ଠାକୁରଙ୍କ...

ମା’ ପାର୍ବତୀଙ୍କୁ ଚୋରିକଲେ ପଞ୍ଚମହାଦେବ

ପୁରୀ ଅଫିସ, ୨୪।୫: ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଚତୁର୍ଥୀ ଅବସରରେ ମଙ୍ଗଳବାର ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ପୀଠରେ କନ୍ୟାଚୋରି ନୀତି ସମ୍ପନ୍ନ ହୋଇଛି। ପରମ୍ପରା ମୁତାବକ, ପଞ୍ଚମହାଦେବ ପାର୍ବତୀଙ୍କୁ ଚୋରି କରିଛନ୍ତି। ବୁଧବାର ରୀତିନୀତି ଅନୁଯାୟୀ, ମା ପାର୍ବତୀଙ୍କୁ ମହାଦେବ ବିବାହ...

ଦର୍ପଦଳନ ରଥକୁ ଧକ୍କା ଦେଲା ଅଟୋ

ପୁରୀ ଅଫିସ, ୨୪।୫: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ତିନି ରଥର ନିର୍ମାଣ କାମ ଜାରି ରହିଛି। ମହାରଣା ସେବକ ଓ ଭୋଇ ସେବକମାନେ ନିଜ ନିଜ କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ବଡ଼ଦାଣ୍ଡରେ ନିର୍ମାଣାଧୀନ ତିନିରଥ...

ପ୍ରଶାସନ ଉପରେ ସୂଚନା ଆୟୋଗଙ୍କ ଅସନ୍ତୋଷ

ପୁରୀ ଅଫିସ,୨୩।୫: ବିବାଦ ଘେରରେ ରହିଆସିଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପୂର୍ବରୁ ମନ୍ଦିର ପ୍ରଶାସନ ନ ମାନିବା ସହ ରାଜ୍ୟ ସରକାର କୋର୍ଟରେ ସତ୍ୟପାଠ ଦାଖଲ ନ କରି ରନତ୍ଭଣ୍ଡାର ପ୍ରସଙ୍ଗରୁ ଦୂରେଇ ରହିବାକୁ ଚେଷ୍ଟା...

ରଥର ଗରଗରା, ଚାରି ନାହାକା, ୫ ଦଣ୍ଡା ନିର୍ମାଣ ଜାରି

ପୁରୀ ଅଫିସ, ୨୩ା୫: ମହାପ୍ରଭୁଙ୍କ ଚଳିତବର୍ଷ ସ୍ନାନଯାତ୍ରା ଜୁନ ୪ରେ ଅନୁଷ୍ଠିତ ହେବ। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ତିନି ରଥର ଚାରି ନାହାକା ଉଠିବାର ପରମ୍ପରା ରହିଛି। ତେଣୁ ଶ୍ରୀନହରସ୍ଥିତ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ...

ଆନନ୍ଦ ବଜାରରୁ ହଟିବେ ଅଣଲାଇସେନ୍ସପ୍ରାପ୍ତ ବ୍ୟବସାୟୀ

ପୁରୀ ଅଫିସ,୨୨ା୫: ଆନନ୍ଦ ବଜାରରେ ଶୃଙ୍ଖଳା ଆଣିବା ପାଇଁ ଏବେ ଅଣ୍ଟା ଭିଡ଼ିଛି ଶ୍ରୀମନ୍ଦିର ପ୍ରଶାସନ। ଆନନ୍ଦ ବଜାରରେ ବ୍ୟବସାୟ କରୁଥିବା ଅଣଲାଇସେନ୍ସପ୍ରାପ୍ତ ବ୍ୟବସାୟୀଙ୍କୁ ଉଠିଯିବାକୁ ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଛି। ଆନନ୍ଦବଜାରର ଏକାଧିକ ସ୍ଥାନରେ ଅଣଲାଇସେନ୍ସପ୍ରାପ୍ତ ବ୍ୟବସାୟୀମାନେ...

୨୪ ବର୍ଷ ଧରି ଭଙ୍ଗାଘରେ ପୂଜା ପାଉଛନ୍ତି ଶ୍ରୀଜଗନ୍ନାଥ

ଗୋପ,୨୨।୫(ଡି.ଏନ୍‌.ଏ.): ପୁରାତନ ଫୁଲୁବାଙ୍କ ମଠ ଏବେ ଜରାଜୀର୍ଣ୍ଣ ଓ ଅବହେଳିତ ଅବସ୍ଥାରେ ପଡ଼ି ରହିଛି। ଦୀର୍ଘ ୨୪ ବର୍ଷ ଧରି ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟିଏ ଭଙ୍ଗାଘରେ ପୂଜା ପାଉଥିବାବେଳେ କେହି ଏଥିପ୍ରତି ଗୁରୁତ୍ୱ ନ ଦେବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ...

ମୁଖ୍ୟ ଶାସନ ସଚିବଙ୍କ ତଦନ୍ତ ନିର୍ଦ୍ଦେଶ

କୋଣାର୍କ,୨୨ା୫(ଡି.ଏନ୍‌.ଏ): କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ଗତ ୨୦୧୭ରୁ ୨୦୨୨ ମସିହା ପର୍ଯ୍ୟନ୍ତ କାର୍ଯ୍ୟରତ ଜଣେ କିରାଣିଙ୍କ ଦ୍ବାରା ଜାଲ୍‌ରସିଦ ମାଧ୍ୟମରେ ୬ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ ହୋଇଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ପାଇଁ କୋଣାର୍କ ଅଞ୍ଚଳର...

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶିତ

ପୁରୀ ଅଫିସ,୨୧ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୩ ମସିହା ଉପଶାସ୍ତ୍ରୀ ନିୟମିତ ଓ ପୂର୍ବ ନିୟମିତ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଧରଣୀଧର...

ସ୍ନାନଯାତ୍ରାରୁ ନୀଳାଦ୍ରିବିଜେ ଯାଏ ନୀତିନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ ଅଫିସ,୨୧ା୫: ଆସନ୍ତା ୩୦ତାରିଖରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ପଡୁଥିବା ବେଳେ ଜୁନ ୪ତାରିଖ ସ୍ନାନଯାତ୍ରା, ଜୁନ ୨୦ରେ ଘୋଷଯାତ୍ରା ଓ ୨୮ରେ ବାହୁଡ଼ା, ୨୯ରେ ସୁନାବେଶ ଏବଂ ଜୁଲାଇ ୧ରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ। ତେବେ ଚଳିତବର୍ଷ ମହାପ୍ରଭୁଙ୍କ...

ଭାରତ ବୁଲି କ୍ୟାନ୍ସର ସଚେତନତା କରୁଛନ୍ତି ମହମ୍ମଦ କ୍ରିଷ୍ଣା

ପୁରୀ ଅଫିସ,୨୧ା୫: ପେସାରେ ଜଣେ ଡ୍ରାଇଭର ହେଲେ ମଧ୍ୟ ନିଶା ହେଉଛି ସମାଜକୁ ସଚେତନତା ବାର୍ତ୍ତା ବାଣ୍ଟିବା। ଭାରତର ବିଭିନ୍ନ ରାଜ୍ୟ ବୁଲି କ୍ୟାନ୍ସର ରୋଗ ଉପରେ ସଚେତନତା ବାର୍ତ୍ତା ବାଣ୍ଟିବା ସହ ସବୁ ଧର୍ମକୁ ସମ୍ମାନ ଦେବା ଏବଂ...

ମା’ ବାପାଙ୍କ ଆଶାବାଡ଼ି ସାଜିଛନ୍ତି ୬ ବର୍ଷର ପୁଅ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ଏନ୍‌ଏସି ଅନ୍ତର୍ଗତ ୧୧ନଂ. ୱାର୍ଡର ଏକ ପରିବାର ବହୁ ଦୁର୍ଦ୍ଦିନରେ ଜୀବନ ଅତିବାହିତ କରୁଥିବାବେଳେ ମା’ ଓ ମାନସିକଗ୍ରସ୍ତ ବାପାଙ୍କ ପାଇଁ ଆଶାବାଡ଼ି ସାଜିଛନ୍ତି ୬ ବର୍ଷୀୟ ସାଇ ଶୁଭମ। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri