ପୁରୀ

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ତେବେ ୨ ମାସ ହେଲା ଚଳିତ ଶିକ୍ଷା ବର୍ଷ ଆରମ୍ଭ…

ଦିଦି ହଟିଲେ, ଏବେ ‘ଧାମ’ ହଟିବାକୁ ନେଇ ଚର୍ଚ୍ଚା

ପୁରୀ, ୭ା୫(ମନୋଜ କୁମାର ଦଳାଇ):ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ସରକାରର ପତନ ଘଟିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କରିବା ତାଙ୍କୁ ମହଙ୍ଗା ପଡ଼ିଛି ବୋଲି ଚର୍ଚ୍ଚା ହେଉଛି। ମମତା ପଶ୍ଚିମବଙ୍ଗର ଦୀଘାରେ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ କରି ତା’ର ନାମ…

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା: ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ

ପୁରୀ,୫।୫: ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଏବଂ ସୁରକ୍ଷିତ ରଥଯାତ୍ରା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବା ଏସ୍‌ପି କହିଛନ୍ତି। ରଥଯାତ୍ରା ପାଇଁ…

ଜଗନ୍ନାଥଙ୍କୁ କରିଥିଲେ ଅପମାନ, ଗଲା ଦିଦିଙ୍କ ଆସନ

ପୁରୀ,୫।୫(ଅଜିତ୍‌ କୁମାର ମହାନ୍ତି): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ବିପୁଳ ବିଜୟ ହାସଲ କରିଛି । ୨୦୦ରୁ ଅଧିକ ବିଧାନସଭା ଆସନରେ ଜିତି ଭାଜପା ବହୁମତ ହାସଲ କରିଛି । ଦୀଘା ଜଗନ୍ନାଥ ମନ୍ଦିରରେ ପଥର ମୂର୍ତ୍ତି ନିର୍ମାଣକୁ ମଧ୍ୟ ବିରୋଧ…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ ଅଫ୍‌ ରେକର୍ଡସରେ ସ୍ଥାନ ପାଇବାକୁ ସକ୍ଷମ ହୋଇଛନ୍ତି। ପୁର୍ବରୁ ୨୦ ମାସର ହୋଇଥିବା…

କାଳସାଜିଲା କାଳବୈଶାଖୀ: ରାତିସାରା ତାଣ୍ଡବ ରଚିଲା, ଭାଙ୍ଗିଲା ବଡ଼ ବଡ଼ ଗଛ, ଯାତାୟାତ ଠପ୍‌

କୃଷ୍ଣପ୍ରସାଦ,୧।୫ (କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ। ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ ସାଙ୍ଗକୁ ଖୁବ୍‌ ଜୋର୍‌ରେ ଝଡତୋଫାନ ହୋଇଥିଲା। ରାତ୍ରୀ ୧୦ ଟାରୁ ଝିପି ଝିପି…

ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ

ପୁରୀ,୨୯ା୪: ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ରଥ ନିର୍ମାଣର ଅଷ୍ଟମ ଦିନରେ ସେବକ ଓ କାରିଗରମାନେ ରଥଖଳାରେ ମୁଖ୍ୟ ମହାରଣାଙ୍କ ମାର୍ଗଦର୍ଶନରେ…

ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…

ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାନୁଯାୟୀ, ସତ୍ୟବାଦୀ ଥାନା ବନପୁର ସାମିଲ…

ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ କ୍ରିୟାଂଶ ପାତ୍ର: ଛୁଟୁଛି ଶୁଭେଚ୍ଛାର ସୁଅ

କୃଷ୍ଣପ୍ରସାଦ,୨୪ା୪(କୈଳାସ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦଗଡ଼ର ୨ ବର୍ଷ ୪ ମାସର କ୍ରିୟାଂଶ ପାତ୍ର ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଆଇବିଆର୍‌ ଆଚିଭର ପ୍ରତିଯୋଗିତାରେ କ୍ରିୟାଂଶ ୧୮ଟି ଫଳ, ୨୦ ପଶୁ, ୧୨ ପକ୍ଷୀ,…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି। ସୋମବାର ରଥ କାଠ ଅନୁକୂଳ ହେବା ପରେ ମଙ୍ଗଳବାରଠାରୁ ରଥ ସଂହିତା ଅନୁଯାୟୀ,…

ଆଜି ଅକ୍ଷୟ ତୃତୀୟା: ଅନୁକୂଳ ହେବ ରଥକାଠ

ପୁରୀ,୨୦ା୪(ଅଜିତ୍‌ କୁମାର ମହାନ୍ତି): ବୈଶାଖ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ। ଉକ୍ତ ଦିନ ଯେକୌଣସି କାର୍ଯ୍ୟକଲେ ଶୁଭ ହୋଇଥାଏ। ପରମ୍ପରା ଅନୁସାରେ, ଉକ୍ତ ଦିନଠାରୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥାଏ। ସେହିପରି…

ସକାଳୁ ସକାଳୁ ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ବନ୍ଦ ହେଲା ଜଗା ଦର୍ଶନ

ପୁରୀ, ୧୭।୪(ଅଜିତ୍ କୁମାର ମହାନ୍ତି): ଶୁକ୍ରବାର ସକାଳେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ପଡ଼ିଥିବା କାରଣରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି । ଶୁକ୍ରବାର ଶ୍ରୀବିଗ୍ରହମାନଙ୍କ ମଙ୍ଗଳ ଆଳତି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?