ପୁରୀ

ଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟ

କାକଟପୁର(ଶୁଭଦର୍ଶନ ମିଶ୍ର)/ଅସ୍ତରଙ୍ଗ (ପ୍ରଦୀପ୍ତ କୁମାର ଦୀକ୍ଷିତ), ୧୬ା୧୦: ପୁରୀ ଜିଲା କାକଟପୁର ଜଳସମ୍ପଦ ବିଭାଗ ଅଧୀନସ୍ଥ ଦେବୀ ନଦୀବନ୍ଧ ରାସ୍ତାରେ ୨ଶହ ଫୁଟ ଲମ୍ବ ପର୍ଯ୍ୟନ୍ତ ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ନଦୀ ତଟବର୍ତ୍ତୀ ଓ ତଳିଆ ଅଞ୍ଚଳ ଲୋକେ ଆତଙ୍କିତ…

ଜେଟିପିଙ୍କୁ ତଦାରଖ ଦାୟିତ୍ୱ

ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହେବ। ଭକ୍ତଙ୍କ ପୋଷାକକୁ ଜଗନ୍ନାଥ ଟେମ୍ପୁଲ ପୋଲିସ (ଜେଟିପି)…

ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟା

ପୁରୀ,୧୩।୧୦: ପୁରୀ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟା ପଡ଼ିଛି। ପସରାଉଠା କର୍ମଚାରୀ ଓ ଜଣେ ସେବାୟତଙ୍କ ମଧ୍ୟରେ ମାରପିଟ୍‌ରୁ ଏଭଳି ଘଟିଛି। ସିଂହଦ୍ବାର ପୋଲିସ ପସରାଉଠା କର୍ମଚାରୀ ଓ ଉକ୍ତ ସେବାୟତଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି । ସୂଚନାଯୋଗ୍ୟ, ପିଠା ପାଇଁ…

ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି। ଉକ୍ତ…

ଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷ

ଅସ୍ତରଙ୍ଗ, ୧୨।୧୦ (ପ୍ରଦୀପ୍ତ କୁମାର ଦୀକ୍ଷିତ)ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା କୁକୁଡ଼ା ଫାର୍ମ କରି ଉଦାହରଣ ସାଜିଲେ ମହିଳା ଉଦ୍ୟୋଗୀ। ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ କୋରଣା ପଞ୍ଚାୟତ ତିରିକଣା ଗ୍ରାମରେ ନୂତନ ଜ୍ଞାନକୌଶଳରେ ଆରମ୍ଭ ହୋଇଛି କୁକୁଡ଼ା ଚାଷ। ମହିଳା…

ବିଶ୍ୱ ଶିଶୁକନ୍ୟା ଦିବସ

ପୁରୀ,୧୧ା୧୦: ବିଶ୍ୱ ଶିଶୁକନ୍ୟା ଦିବସ ଉପଲକ୍ଷେ ଭୋଳାନାଥ ବିଦ୍ୟାପୀଠ ପରିସରରେ ପୁରୀ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଚିତ୍ରାଙ୍କନ, ବକ୍ତୃତା ଓ ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାର ଉଦ୍‌ଘାଟନ ଉତ୍ସବରେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ରତ୍ନାକର ବେହେରା,…

ଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନା

ପୁରୀ, ୧୦ା୧୦(ଅଜିତ ମହାନ୍ତି):ଏଣିକି ଶ୍ରୀମନ୍ଦିରକୁ ଯିବାକୁ ହେଲେ ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବାକୁ ପଡ଼ିବ। ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ନାହିଁ। ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ନୀତି ସବ୍‌କମିଟି ବୈଠକରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି…

ବିଦ୍ୟାଳୟକୁ ରାସ୍ତା ନାହିଁ, ସାହାରା ପାଲଟିଛି ବିଲ ହିଡ଼

ଅସ୍ତରଙ୍ଗ,୮।୧୦(ପ୍ରଦୀପ୍ତ ଦୀକ୍ଷିତ୍‌)ବିଦ୍ୟାଳୟ ଅଛି ହେଲେ ସେଠାକୁ ରାସ୍ତା ନାହିଁ। ପିଲାମାନେ ଚାଷ ଜମି ହିଡ଼ ଉପର ଦେଇ ଯାତାୟାତ କରୁଛନ୍ତି। ପୁରୀ ଜିଲା ଅସ୍ତରଙ୍ଗ ମଣ୍ଡଳ ଶିକ୍ଷାଧିକାରୀ ଅଧୀନ ଶିଶୁଅ ପଞ୍ଚାୟତରେ ଏପରି ଘଟଣା ଦେଖିବାକୁ ମିଳିଛି। ଛେନୁଅଁ ପ୍ରାଥମିକ ବିଦ୍ୟାଳୟ…

ଜୋରସୋରରେ ଚାଲିଛି ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ କାର୍ଯ୍ୟ

କୋଣାର୍କ,୮।୧୦(ଜ୍ୟୋତିରାଜ ମହାନ୍ତି)ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ କୋଣାର୍କରେ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ପାଇଁ ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ ଜୋରଦାର ଆଗେଇ ଚାଲିଛି। କୋଣାର୍କ ଏନ୍‌ଏସି ଓ୍ବାର୍ଡ ନଂ. ୧ ଜୁଣେଇ ମୌଜାରେ ‘ସୂର୍ଯ୍ୟମନ୍ଦିର ନିର୍ମାଣ ଶାଳା କମିଟି’ ପକ୍ଷରୁ ନୂତନ ମନ୍ଦିର ନିର୍ମାଣ କାର୍ଯ୍ୟକୁ…

ଡିସେମ୍ବର ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ପୁରୀ,୭ା୧୦(ଅଜିତ୍‌ ମହାନ୍ତି): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୋରରୁ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପରିକ୍ରମା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମାରାଥନ…

ରାସ୍ତା ସମ୍ପ୍ରସାରଣରେ ବିଦ୍ୟୁତ୍‌ ଖୁଣ୍ଟ, ଜବରଦଖଲ ବାଧକ

ଅସ୍ତରଙ୍ଗ,୬।୧୦ (ମମତା ଜେନା): ପୁରୀ ଜିଲାର ଅସ୍ତରଙ୍ଗ ଠାରୁ ପର୍ଯ୍ୟଟନ କ୍ଷେତ୍ର ପିର ଜହାନିଆ ବେଳାଭୂମି ପର୍ଯ୍ୟନ୍ତ ୫ କିଲୋମିଟର ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟରେ ବାଧକ ସାଜିଛି ରାସ୍ତା ଉପରେ ଥିବା ବିଦ୍ୟୁତ ଖୁଣ୍ଟ ଓ ଜବରଦଖଲ। ବିଦୁତ ଖୁଣ୍ଟ ଉଠାଇବା…

ରାସ୍ତାରେ ଖାଲଖମା, ଲୋକେ ହଇରାଣ

କୃଷ୍ଣପ୍ରସାଦ,୬।୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ରାମଲେଙ୍କା ପଞ୍ଚାୟତ ପାଇକେରାପୁରଠାରୁ ଜହ୍ନିକୁଦା ଘାଟ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡିଛି। ବିଶେଷକରି ବ୍ରାହ୍ମଣଦେଓ ହାଡ଼ି ପୋଖରୀ, ପିଟିଶାଳ ବିଟ ହାଉସ, ବଜ୍ରକୋଟ ବାଙ୍କ ଓ ପୋଖରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?