ପୁରୀ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୪ ଗୁରୁତର

ଅସ୍ତରଙ୍ଗ,୧।୧୦(ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଅସ୍ତରଙ୍ଗ କାକଟପୁର ରାସ୍ତା ଉକୁଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ନାବାଳିକାଙ୍କ ସହ ୪…

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଲ୍ୟାଣ୍ଡ ସବ କମିଟି ବୈଠକ: ୧୫୦ କକ୍ଷ ବିଶିଷ୍ଟ ଅତିରିକ୍ତ ନିବାସ ନିର୍ମାଣ ନେଇ ଆଲୋଚନା 

ପୁରୀ,୨୬।୯ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଲ୍ୟାଣ୍ଡ ସବ କମିଟି ବୈଠକ ଶେଷ ହୋଇଛି। କଟକ, ଖୋର୍ଦ୍ଧା, ନୟାଗଡ଼ରୁ ଜଲାସ୍ତରୀୟ ଲ୍ୟାଣ୍ଡ କମିଟିରେ ମଞ୍ଜୁର ହୋଇ ଆସିଥିବା ବିଭିନ୍ନ ଆବେଦନର ଶୁଣାଣି ହୋଇଛି । କଟକରେ ଦୁଇଟି ଅଞ୍ଚଳର ଜମି ଫୈସଲା ପାଇଁ ଲ୍ୟାଣ୍ଡ…

୩ରେ ଓଡ଼ିଶା ବନ୍ଦ ଡାକରା ସ୍ଥଗିତ

ପୁରୀ,୨୬ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଖୋଲାଯିବା ଦାବିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆସନ୍ତା ୩ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ତେବେ ଏନେଇ ସୋମବାର ପୁଣିଥରେ ଶ୍ରୀଜଗନ୍ନାଥ ସେନା ଏବଂ ଜିଲା ପ୍ରଶାସନ ମଧ୍ୟରେ ଆଲୋଚନା…

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ଦାବି ତେଜିଲା

ପୁରୀ, ୨୯ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି ହୋଇଆସୁଛି। ମାତ୍ର ପ୍ରଶାସନ କର୍ଣ୍ଣପାତ କରୁନାହିଁ। ତେଣୁ ତୁରନ୍ତ ୪ ଦ୍ୱାର ଖୋଲିବା ଦାବି ନେଇ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଅକ୍ଟୋବର…

ଶୀତଳଭଣ୍ଡାରରେ ଆଳୁ ଗଜା, ଚିନ୍ତାରେ ଚାଷୀ

ପିପିଲି,୨୪।୯(ଦୁର୍ଗାମାଧବ ମିଶ୍ର): ପିପିଲି ଅଞ୍ଚଳରେ ସରକାରୀ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ପୁରୀ ସଦର ଆଳପୁରରେ ଥିବା ଏକ ଘରୋଇ ଶୀତଳଭଣ୍ଡାରରେ ଆଳୁ ରଖିଥିଲେ। ହେଲେ ବସ୍ତାରେ ଥିବା ଆଳୁ ଗଜା ହୋଇଯାଇଛି, ଯାହାକି ଖାଇବା ଉପଯୋଗୀ ନୁହେଁ। ଏନେଇ ଚିନ୍ତାରେ…

ରତ୍ନଭଣ୍ଡାର ଖୋଲିବା ନେଇ ବିଧାନସଭାରେ ଦାବି ଉପସ୍ଥାପନ କରିବେ ବିଧାୟକ

ପୁରୀ,୨୪।୯(ଅଜିତ୍‌ ମହାନ୍ତି): ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଅନେକ ଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି କରାଯାଉଛି। ଏପରି କି ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବି କରି ଶ୍ରୀଜଗନ୍ନାଥ ସେନା ତରଫରୁ ଆସନ୍ତା ୪ ତାରିଖରେ ଓଡ଼ିଶା…

ଉଭୟ ପକ୍ଷର ୯ ଧରାପଡ଼ିଲେ

ପୁରୀ, ୨୧ା୯(ଅଜିତ୍‌ ମହାନ୍ତି): ଗଶେଣ ପୂଜାକୁ ନେଇ ମଙ୍ଗଳବାର ଅପରାହ୍ନରେ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଛାତ୍ର ଏବଂ ଅଣଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂର୍ଘଷ ଘଟିଥିଲା। ଏହି ଘଟଣାରେ ଟାଉନ ଥାନା ପୋଲିସ ଉଭୟ ପକ୍ଷର ୯ ଅଭିଯୁକ୍ତ…

ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ୨ୟ ଟ୍ରାଏଲ ରନ୍‌

ପୁରୀ,୨୧ା୯(ଅଜିତ୍‌ ମହାନ୍ତି)ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ବୁଧବାର ପୁରୀରୁ ରାଉଲକେଲାକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଦ୍ୱିତୀୟ ଟ୍ରାଏଲ ରନ୍‌ ଅନୁଷ୍ଠିତ ହୋଇଛି। ଭୋର ୫ଟାରେ ଏହି ଟ୍ରେନ୍‌ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ ମିନିଟ୍‌ରେ ରାଉରକେଲାରେ ପହଞ୍ଚତ୍ଥିଲା। ସେହିପରି…

ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ୮ ଆହତ

ପୁରୀ,୧୮ା୯(ଅଜିତ ମହାନ୍ତି): ପୁରୀ ବାଲିଘାଇ ଛକ ନିକଟରେ ସୋମବାର ବସ୍‌ ଓ କାର୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ତେବେ ଦୁର୍ଘଟଣାରେ କାର୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଖୋର୍ଦ୍ଧା…

୭ ଘଣ୍ଟା ଉପାସ ରହିଲେ ମହାପ୍ରଭୁ

ପୁରୀ,୧୬ା୯(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ ଘଟିଛି। ଏପରିକି ଦୁଇଥର ବଡ଼ ମହାସ୍ନାନ କରାଯାଇଛି। ଫଳରେ ଦାରୁଦିଅଁଙ୍କୁ ଦୀର୍ଘ ୭ଘଣ୍ଟା ଉପବାସ ରହିବାକୁ ପଡ଼ିଛି। ସେହିପରି ଜଗତ ଠାକୁରଙ୍କ ଦର୍ଶନ ଓ ମହାପ୍ରସାଦ ନ ପାଇ ଅନେକ ଭକ୍ତଙ୍କୁ…

ଆଜି ଶ୍ରୀମନ୍ଦିରରେ ସାତପୁରୀ ଭୋଗ ଲାଗି

ପୁରୀ,୧୫ା୯( ଅଜିତ୍‌ ମହାନ୍ତି): ପବିତ୍ର ଭାଦ୍ରବ ମାସ ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ଭାବରେ ବିବେଚନା କରାଯାଇଥାଏ। ସପ୍ତପୁରୀ ଅମାବାସ୍ୟାରେ ଶ୍ରମନ୍ଦିରରେ ମହାପ୍ରଭୁଙ୍କୁ ମାଟିରେ ନିର୍ମିତ ତାଡ଼ ମଧ୍ୟରେ ସାତପୁର ଦିଆ ପିଠା ଭୋଗ ହୋଇଥାଏ। ଶୁକ୍ରବାର ସପ୍ତପୁରୀ ଅମାବାସ୍ୟା (ମଳ) ପଡୁଥିବାରୁ…

ଶୃଙ୍ଖଳିତ, ସୌନ୍ଦର୍ଯ୍ୟକରଣ ହେବ ଆନନ୍ଦ ବଜାର

ପୁରୀ, ୧୪ା୯(ଅଜିତ ମହାନ୍ତି)ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଶୃଙ୍ଖଳା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଆନନ୍ଦବଜାର ଶୃଙ୍ଖଳା ନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ତେବେ ବୈଠକରେ ଭକ୍ତଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?