ପୁରୀ

ବାପପୁଅଙ୍କ ୩ କୋଟିର ସମ୍ପତ୍ତି ବାଜ୍ୟାପ୍ତି

ପୁରୀ ଅଫିସ/ବ୍ରହ୍ମଗିରି, ୨୯ା୫(ଡି.ଏନ୍‌.ଏ): ଦୀର୍ଘଦିନ ଧରି ନିଶା କାରବାର ମାଧ୍ୟମରେ ଅଚଳାଚଳ ସମ୍ପତ୍ତି ଠୁଳ କରି କୋଟିପତି ପାଲଟିଥିବା ଗଞ୍ଜେଇ ମାଫିଆ ବିଜୟ ପାଣି ଏବଂ ତାଙ୍କ ପୁଅ ଶତ୍ରୁଜିତ୍‌ ପାଣିଙ୍କ ୩କୋଟି ଟଙ୍କାର ସମ୍ପତ୍ତିି ବାଜ୍ୟାପ୍ତି କରିଛି ପୁରୀ ପୋଲିସ।…

ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ…

ଛାତ୍ରୀଛାତ୍ର, ପୁସ୍ତକ ବିକ୍ରେତା ହଟହଟା

କଣାସ,୨୭।୫(ସ୍ବ.ପ୍ର.): ଦୀର୍ଘ ୩ ବର୍ଷ ହେଲା ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ସମେଟିଭ୍‌-୧ ଓ ସମେଟିଭ୍‌-୨ ପଦ୍ଧତି ଅନୁସାରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ଏବଂ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଅନୁଷ୍ଠିତ ହୋଇଆସୁଥିଲା। ଛାତ୍ରୀଛାତ୍ର ଏହି…

ରଥଯାତ୍ରାରେ ଟ୍ରାଫିକ, ଗାଡ଼ି ନିୟନ୍ତ୍ରଣକୁ ଗୁରୁତ୍ୱ

ପୁରୀ ଅଫିସ,୨୮ା୫: ପୁରୀ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ ପକ୍ଷରୁ ଏକ ସମନ୍ବୟ ବୈଠକ ଆଞ୍ଚଳିକ ପରିବହନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ରଥ ଯାତ୍ରା କିପରି ଶାନ୍ତିଶୃଙ୍ଖଳାରେ ସୁଚାରୁ ରୂପେ ପାଳନ କରାଯିବ ସେନେଇ ଆଲୋଚନା ଏହି ବୈଠକର…

ଶ୍ରୀମନ୍ଦିରରେ ଅଘଟଣ: ଗରମ ଡାଲି ପଡ଼ି ଦୁଇ ଗୁରୁତର

ପୁରୀ ଅଫିସ, ୨୭।୫: ଶ୍ରୀମନ୍ଦିରରେ ଶନିବାର ଅଘଟଣ ଘଟିଛି। ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ସରିବା ପରେ ବୋଝ ବାହାକମାନେ ବୋଝରେ ମହାପ୍ରସାଦ ବୋହୁଥିଲେ । ତେବେ ଭୋଗମଣ୍ଡପ ସମ୍ମୁଖ ରାସ୍ତା ଖସଡ଼ା ଥିବାରୁ ଦୁଇଜଣଙ୍କ ଗୋଡ ଖସି ଯାଇଥିଲା ।…

ସହର ହେବ ୫ ଜୋନ୍‌, ଜଗିବେ ୭୦ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ,୨୭ା୫: ଆସନ୍ତା ଜୁନ ୪ରେ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବା ସହ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନଯାତ୍ରା ସହ ହାତୀବେଶ ଦର୍ଶନ ନିମନ୍ତେ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ସୁଅ ଛୁଟିବ। ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ସ୍ନାନଯାତ୍ରାକୁ…

ଏମ୍‌ଆର୍‌ ଯାଞ୍ଚ ପାଇଁ ଆକାଉଣ୍ଟସ କମିଟି ଗଠିତ

କୋଣାର୍କ,୨୬।୫(ଡି.ଏନ୍‌.ଏ.): କୋଣାର୍କ ଭଗବତୀ ମହାବିଦ୍ୟାଳୟର ପୂର୍ବତନ କିରାଣି ନକଲି ରସିଦ କାଟି ଛାତ୍ରୀଛାତ୍ରଙ୍କର ପ୍ରାୟ ୬ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିବା କଥା ଲୋକଲୋଚନକୁ ଆସିବା ପରେ ଅଞ୍ଚଳରେ ନାନା ଚର୍ଚ୍ଚା ଧରିଛି। ଗତ ଡିସେମ୍ବରରୁ ପ୍ରମୋଶନ ପାଇ ଉକ୍ତ କିରାଣି…

କାଳବୈଶାଖୀ ତାଣ୍ଡବ: ୫ ଆହତ

ବଳଙ୍ଗା/ପିପିଲି/ନିମାପଡ଼ା, ୨୬।୫(ଡି.ଏନ୍‌.ଏ./ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ଗୁରୁବାର ବଳଙ୍ଗା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାରୁ ଅଞ୍ଚଳର ବିଭିନ୍ନ ଗ୍ରାମ ଓ ମୁଖ୍ୟ ରାସ୍ତାରେ ଥିବା ବଡ଼ ବଡ଼ ଗଛ ଉପୁଡ଼ି…

ଗୋପରୁ ପ୍ରାକୃତିକ ଗ୍ୟାସ ସନ୍ଧାନ ମିଳିବା ଘଟଣା: ମେଶିନରେ ପଥର ବାଜିବାରୁ ଖନନ ବନ୍ଦ

ଗୋପ,୨୬।୫(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ପଞ୍ଚାୟତର କୁଶୁପୁରୁ ଗ୍ରାମ ନିକଟରୁ ବାହାରିବାକୁ ଥିବା ପ୍ରାକୃତିକ ଗ୍ୟାସ ସନ୍ଧାନ ଏବେ ଆଶା ମଉଳିଛି। ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ କରାଯାଉଥିବା ସେସମିକ ସର୍ଭେରେ ଖନନ ପାଇଁ ଲଗାଯାଇଥିବା ରିଗ୍‌ ମେଶିନରୁ ବହୁ ତଳ…

ଖୋଳା ବନ୍ଦ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଗୋପ,୨୫ା୫(ଡି.ଏନ୍‌.ଏ.): ଗୋପ ବ୍ଲକ ମହଲପଡ଼ା ପଞ୍ଚାୟତର କେତେକ ସରକାରୀ ଜମିକୁ ବେଆଇନ ଭାବେ ଜବରଦଖଲ କରି ମାଛ ପୋଖରୀ ଖୋଳିବା ନେଇ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗର ବିଚାରକୁ ନେଇ ଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଗୋପ…

ସାକ୍ଷୀଗୋପାଳ, କାଳୁପଡ଼ା ଘାଟରେ ଅଟକିବ ୩ ଟ୍ରେନ୍‌

ପୁରୀ ଅଫିସ,୨୫ା୫: ପୁରୀ ଚାରିଧାମ ମଧ୍ୟରେ ଅନ୍ୟତମ ପ୍ରମୁଖ ଧାମ। ପ୍ରତ୍ୟେକ ଦିନ ଲକ୍ଷାଧିକ ଭକ୍ତ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଖପାଖ ଅଞ୍ଚଳରେ ଥିବା ଦର୍ଶନୀୟ ସ୍ଥାନ ଭ୍ରମଣ କରିଥାନ୍ତି। ପୁରୀ ଜିଲାର ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ…

ମା’ ପାର୍ବତୀଙ୍କୁ ଚୋରିକଲେ ପଞ୍ଚମହାଦେବ

ପୁରୀ ଅଫିସ, ୨୪।୫: ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଚତୁର୍ଥୀ ଅବସରରେ ମଙ୍ଗଳବାର ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ପୀଠରେ କନ୍ୟାଚୋରି ନୀତି ସମ୍ପନ୍ନ ହୋଇଛି। ପରମ୍ପରା ମୁତାବକ, ପଞ୍ଚମହାଦେବ ପାର୍ବତୀଙ୍କୁ ଚୋରି କରିଛନ୍ତି। ବୁଧବାର ରୀତିନୀତି ଅନୁଯାୟୀ, ମା ପାର୍ବତୀଙ୍କୁ ମହାଦେବ ବିବାହ କରିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri