୩ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ
ପୁରୀ ଅଫିସ, ୧୩ା୫: ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରରେ ତିନି ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରୁ ତିନିଜଣ ପୂଜାପଣ୍ଡା ସାମନ୍ତ ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି…
‘ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯାଉ’
ପୁରୀ ଅଫିସ, ୧୨ା୫: ସନାତନ ହିନ୍ଦୁ ଧର୍ମର ଚାରିଧାମ ମଧ୍ୟରେ ଶ୍ରୀକ୍ଷେତ୍ର ପୁରୀ ଅନ୍ୟତମ ତଥା ପ୍ରମୁଖ ଧାମ ଭାବେ ବିବେଚନା କରାଯାଇଥାଏ। ଶ୍ରୀମନ୍ଦିରରେ ବିଗ୍ରହମାନଙ୍କୁ ଦର୍ଶନ କରିବା ନିମନ୍ତେ ଦେଶ ବିଦେଶରୁ ବହୁ ଭକ୍ତ ପୁରୀକୁ ଆସିଥାନ୍ତି। ଶ୍ରୀମନ୍ଦିରରେ ପ୍ରବେଶ…
ମହାପ୍ରଭୁଙ୍କ ଜମିରେ ଥିବା ୧୪୭ କ୍ରଶର ବନ୍ଦ ନିର୍ଦ୍ଦେଶ
ପୁରୀ ଅଫିସ,୧୨ା୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ପରିଚାଳନା ଓ ସୁରକ୍ଷା ସମ୍ପର୍କରେ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଖୋର୍ଦ୍ଧା ଓ ବେଗୁନିଆ ଅଞ୍ଚଳରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିରେ ସମୁଦାୟ ୨୩୨ଟି…
ଆଜି ଭଉଁରି, ଚକ-ଅଖ ଡେରା ନୀତି
ପୁରୀ ଅଫିସ,୧୨ା୫: ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସରେ ଶ୍ରୀକ୍ଷେତ୍ର ଭଉଁରି ଅନୁଷ୍ଠିତ ହୋଇଥାଏ। ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଶେଷ ହୋଇଛି। ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ରଥଖଳାରେ ପରମ୍ପରା ମୁତାବକ…
ଥାନାରେ ଅଭିଯୋଗକାରୀଙ୍କୁ ମାଡ଼
ବଳଙ୍ଗା,୯।୫(ଡି.ଏନ୍.ଏ.): ପୁରୀ ଜିଲା ବଳଙ୍ଗା ଥାନାରେ ଗତ ଦୁଇଦିନ ତଳେ ଅଭିଯୋଗ କରିବାକୁ ଯାଇଥିବା ଜଣେ ଅଭିଯୋଗକାରୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଅଭିଯୋଗକାରୀଙ୍କ ସ୍ତ୍ରୀ ସୋମବାର ନ୍ୟାୟ ପାଇଁ ଘଟଣା ସମ୍ପର୍କରେ ଏସ୍ପି ଓ ଡିଜିପିଙ୍କୁ ଚିଠି…
ମୁକୁଳା ପଡ଼ିଛି ଡ୍ରେନ
ପୁରୀ ଅଫିସ,୯ା୫: ଆଗକୁ ମହାପ୍ରଭୁଙ୍କ ଘୋଷଯାତ୍ରା ଥିବାବେଳେ ପୁରୀ ସହରକୁ ରାଜ୍ୟ ତଥା ରାଜ୍ୟ ବାହାର ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ତେଣୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଉଥିବା ନେଇ ସୂଚନା ପ୍ରଦାନ କରାଯାଉଛି। ଏପରିକି ଘନଘନ ବୈଠକ କରାଯାଇ…
ଗ୍ରାମକୁ ରାସ୍ତା ନାହିଁ, ଜିଲାପାଳଙ୍କୁ ଦାବିପତ୍ର
ଗୋପ,୯।୫(ଡି.ଏନ୍.ଏ.): ରାଜ୍ୟ ସରକାର ସାଧାରଣ ଲୋକଙ୍କ ମୌଳିକ ସୁବିଧାକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ଗୋପ ବ୍ଲକ କୁଆଁପଡା ପଞ୍ଚାୟତ ଦଳିତ ନାୟକ ସାହି ଗ୍ରାମକୁ ଏପର୍ଯ୍ୟନ୍ତ ରାସ୍ତା ନାହିଁ। ଏହି ଗ୍ରାମରେ ୨୦ରୁ ଊଦ୍ଧର୍ବ ପରିବାର ବାସ କରୁଥିବାବେଳେ ବ୍ଲକ ପ୍ରଶାସନ…
ଆଶା, ନିରାଶା ଆଣିଲା ସୁପ୍ରିମକୋର୍ଟଙ୍କ ରାୟ
ପୁରୀ ଅଫିସ, ୯ା୫: ଶ୍ରୀମନ୍ଦିରରେ ଶୃଙ୍ଖଳିତ ବ୍ୟବସ୍ଥା କରାଯିବା ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ ୨୦୧୮ ଜୁନ୍ରେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ପରେ ରତ୍ନଭଣ୍ଡାର ଚାବି ହଜିବା, ରତ୍ନ ଅଳଙ୍କାର ଗଣତି ଓ ରତ୍ନଭଣ୍ଡାର ଖୋଲାଯିବା ପ୍ରଭୃତି…
ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଅନ୍ତ ଘଟାଇଲେ ସୁପ୍ରିମକୋର୍ଟ
ପୁରୀ ଅଫିସ,୮।୫: ସୁପ୍ରିମକୋର୍ଟ ସୋମବାର ଶ୍ରୀମନ୍ଦିରର ରତ୍ନଭଣ୍ଡାର ମାମଲାର ଅନ୍ତ ଘଟାଇଛନ୍ତି। ସୂଚନା ଅନୁଯାୟୀ, ବହୁଚର୍ଚ୍ଚିତ ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହି ମାମଲା ନମ୍ବର ରହିଥିଲା…
ତାଲିକାରେ ନାଁ ନାହିଁ, ଅନେକ ବ୍ୟବସାୟୀ ନିରାଶ
ପୁରୀ ଅଫିସ,୮ା୫: ପୁରୀ ସହରରେ ପ୍ରଶାସନ ପକ୍ଷରୁ ନିର୍ମାଣ କରାଯାଉଥିବା ମାର୍କେଟ କମ୍ପ୍ଲେକ୍ସକୁ ବେଆଇନ ଭାବେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ହାତେଇଥିବା ନେଇ ସାଧାରଣରେ ଅଭିଯୋଗ ହେଉଛି। ବିଶେଷକରି ମାର୍କେଟ ଛକସ୍ଥିତ ଦଇତାପଡ଼ାସାହି ମାର୍କେଟ କମ୍ପ୍ଲେକ୍ସ, ମୋଚି ସାହିସ୍ଥିତ ମହୋଦଧି ମାକେର୍ଟ…
ନିର୍ମାଣାଧୀନ ଟାଙ୍କିରୁ ବୋହିଯାଉଛି ପିଇବା ପାଣି
ଗୋପ,୮।୫(ଡି.ଏନ୍.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପିଇବା ପାଣି ସମସ୍ୟା ଦୂରୀଭୂତ କରିବାକୁ ବସୁଧା ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କ ଖର୍ଚ୍ଚରେ ପାଣି ଯୋଗାଉଛନ୍ତି। ମାତ୍ର ଗୋପ ଗ୍ରାମପଞ୍ଚାୟତ ଗୋପ ନିଗମାନନ୍ଦ ସ୍ମାର୍ଟ ସ୍କୁଲ ନିକଟରେ ନିର୍ମାଣଧୀନ ବସୁଧା ପିଇବା ପାଣି…
ରଥଯାତ୍ରା ପୂର୍ବରୁ ସମସ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ
ପୁରୀ ଅଫିସ,୭।୫: ପୁରୀ ସହରକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ କାର୍ଯ୍ୟର ଅଗ୍ରଗତି…
Archives


