ପୁରୀ

୩ ରଥର ୯ ତୁମ୍ବ ଗୋଲେଇ ସରିଲା

ପୁରୀ ଅଫିସ,୨୬।୪: ମହାପ୍ରଭୁଙ୍କ ରଥଯାତ୍ରା ଉପଲକ୍ଷେ ପବିତ୍ର ଅକ୍ଷୟ ତୃତୀୟାଠାରୁ ଶ୍ରୀନହରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ତିନିରଥର ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରାଥମିକ ପର୍ଯ୍ୟାୟରେ ରଥ ନିର୍ମାଣ ପାଇଁ ଆବଶ୍ୟକ ଚକ ପାଇଁ…

ବନ୍ଧୁକ ଲଗାଇ ଅପହରଣ ପରେ ହତ୍ୟା ଉଦ୍ୟମ

ଗୋପ,୨୫।୪(ଡି.ଏନ୍‌.ଏ.): ସୋମବାର ବିଳମ୍ବିତ ରାତିରେ ଗୋପ ଥାନା ଅନ୍ତର୍ଗତ ଓରୁଆଳି ଗ୍ରାମ ନିକଟରେ ପାନ ଦୋକାନ କରିଥିବା ଉକ୍ତ ଗ୍ରାମର ପ୍ରଦୀପ ଦାସ(୨୮)ଙ୍କୁ ଅପହରଣ ପରେ ହତ୍ୟା ଉଦ୍ୟମ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ମଙ୍ଗଳବାର ସକାଳୁ ସେ ଭୁବନେଶ୍ୱରର ଧଉଳି…

ଦାରୁଦିଅଁଙ୍କ ପାଇଁ ରଥ ନିର୍ମାଣ ଆରମ୍ଭ

ପୁରୀ ଅଫିସ, ୨୫ା୪: ଆସନ୍ତା ଜୁନ୍‌ ୨୦ରେ ଘୋଷଯାତ୍ରା। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଶୁଭାରମ୍ଭ ହୋଇଛି। ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ରଥ କାମ ଅନୁକୂଳ ହେବା ପରେ ସୋମବାରଠାରୁ ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ…

ଆରମ୍ଭ ହେଲା ରଥକାର୍ଯ୍ୟ

ପୁରୀ ଅଫିସ,୨୪ା୪: ସୋମବାରଠାରୁ ବିଧିବଦ୍ଧ ଭାବେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ଅକ୍ଷୟ ତୃତୀୟା ଅବସରରେ ରଥକାଠ ଅନୁକୂଳ ହୋଇଥିବା ବେଳେ ଆଜିଠାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ମହାରଣା ସେବକ ଓ ଭୋଇ ସେବକମାନେ ରଥ ନିର୍ମାଣ…

ଦୁର୍ଦ୍ଦାନ୍ତ ମନୁଆଙ୍କ ସମେତ ୫ ଗିରଫ

ପୁରୀ ଅଫିସ,୨୪।୪: ବିଭିନ୍ନ ମାମଲାରେ ସମ୍ପୃକ୍ତ ଥିବା ୫ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୁରୀ ତାଳବଣିଆ ଥାନା ପୋଲିସ ଓ ସ୍ପେଶାଲ ସ୍କାଡ୍‌ ଗିରଫ କରିଛି। ଗିରଫ ୫ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ମନୁଆ ମହାନ୍ତିଙ୍କ ସମେତ ତାଙ୍କର ୪ ସହଯୋଗୀ…

ଶଙ୍ଖ ଭବନ ପାଇଁ ଲାଗିକରାଗଲା ମାଳମାହାର୍ଦ୍ଦ

ପୁରୀ ଅଫିସ, ୨୩ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ଭୁବନେଶ୍ୱରଠାରେ ବିଜୁ ଜନତା ଦଳ (ବିଜେଡି)ର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖଭବନ’ ଉଦ୍‌ଘାଟିତ ହୋଇଛି। ଚାରିମହଲା ବିଶିଷ୍ଟ ଏହି କୋଠାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି।…

ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ ଅଫିସ,୨୩ା୪: ଜୁନ ୨୦ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ପୂଜାର୍ଚ୍ଚନା ସହ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ସୋମବାର ଠାରୁ ରାଜନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ସେହିପରି…

ଆଜି ରଥକାଠ ଅନୁକୂଳ

ପୁରୀ ଅଫିସ,୨୩ ।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ । ରଥଖଳାକୁ ଆଜ୍ଞାମାଳ ବିଜେ କରିବା ପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣ ଅନୁକୂଳ କରାଯିବ ।…

ଗାଁ ଶ୍ମଶାନରେ ଜଳିଲା ବୀର ଶହୀଦ ଦେବାଶିଷଙ୍କ ଜୁଇ

ସାକ୍ଷୀଗୋପାଳ,୨୨ା୪(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତ ସାହିର ପୁଅ ତଥା ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଗାଁ ଶ୍ମଶାନରେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପ୍ରଶାସନ ପକ୍ଷରୁ ଶହୀଦ ଦେବାଶିଷଙ୍କୁ ଗାର୍ଡ ଅଫ୍‌…

ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି। ସେ ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ଖଣ୍ଡାୟତ…

ରଥକାଠ ଅନୁକୂଳ ପାଇଁ କୁରାଢ଼ି ନିର୍ମାଣ

ପୁରୀ ଅଫିସ,୧୯।୪: ଚଳିତ ମାସ ୨୩ ତାରିଖରେ ଅକ୍ଷୟ ତୃତୀୟା। ଏହିଦିନଠାରୁ ବାହାର ଚନ୍ଦନଯାତ୍ରା ଆରମ୍ଭ ସହ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଅକ୍ଷୟତୃତୀୟା ତିଥିରେ ବାହାର ଚନ୍ଦନଯାତ୍ରା ପାଇଁ ଶ୍ରୀ ରାମକୃଷ୍ଣ, ଶ୍ରୀମଦନମୋହନ, ଶ୍ରୀଦେବୀ, ଭୂଦେବୀ ଆଜ୍ଞାମାଳ…

ଆଜି ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୪: ବୈଶାଖ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହମାନଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ତେବେ ଏହି ଗୁପ୍ତନୀତି ଅପରାହ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri