ପୁରୀ

ଆଗଭଳି ମିଳୁନି ତାଳପତ୍ର: ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା

ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର ବି କମ୍‌ ନ...

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୧।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ...

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍‌ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ...

ପୁରୀରେ ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ

ପୁରୀ ଅଫିସ, ୧।୮: ପୁରୀ ସହରରେ ରହିଛି ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟ ଏକ ପରିତ୍ୟକ୍ତ ଘରେ ପଡ଼ିରହିଛି ଏହି ଐତିହାସିକ କୀର୍ତ୍ତିରାଜି। ସୋମବାର ଓଡ଼ିଶା ହାଇକୋର୍ଟ ଅତିଥି ଭବନ ଶିଳାନ୍ୟାସ ସମୟରେ...

ମହାପ୍ରଭୁଙ୍କୁ ଦର୍ଶନ କଲେ ନେପାଳ ରାଜଗୁରୁ

ପୁରୀ ଅଫିସ, ୩୧ା୭: ନେପାଳର ରାଜଗୁରୁ ତଥା ବୌଦ୍ଧିକ ସାଧକ ଅର୍ଜୁନ ପ୍ରସାଦ ବାସ୍ତୋଲା ବୁଧବାର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୦ଟାରେ ବାସ୍ତୋଲା ତାଙ୍କ ସହଯୋଗୀମାନଙ୍କ ସହ ଆସି ସିଂହଦ୍ୱାରରେ ପହଞ୍ଚତ୍ବା ପରେ ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର(ଓଆଇସି)...

କେଳୁଣୀ ମୁହାଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତାରେ ୪ଫୁଟର ପାଣି

କାକଟପୁର, ୩୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ...

ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର

ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର ଅନ୍ୟ କେତେକ ଦର୍ଶନୀୟସ୍ଥଳ ସମ୍ପର୍କରେ ଜାଣିବାକୁ ଚାହିଁଥାନ୍ତି। ସେମାନେ ଘରୋଇ ଟୁର୍‌...

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ...

ଗ୍ରାମାଞ୍ଚଳ କ୍ରିକେଟ୍‌ରଙ୍କୁ ଉତ୍ସାହିତ କରୁଛନ୍ତି ‘ବନମାଳୀ’: ସଫଳ ବ୍ୟାଟ୍‌ ପ୍ରସ୍ତୁତକାରୀ ହେବା ଲକ୍ଷ୍ୟ

ସାକ୍ଷୀଗୋପାଳ, ୩୦।୭(ଡି.ଏନ୍‌.ଏ.)-ପିଲାଦିନରୁ ତାଙ୍କର କ୍ରିକେଟ୍‌ ଖେଳ ପ୍ରତି ଆଗ୍ରହ ରହିଥିଲା। ନଡ଼ିଆ ବାହୁଙ୍ଗା କିମ୍ବା ପତଳା ପଟା ଖଣ୍ଡେ ମିଳିଗଲେ ସେଥିରେ ବ୍ୟାଟିଂ ଆରମ୍ଭ କରିଦେଉଥିଲେ। ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ଆବଶ୍ୟକ ବ୍ୟାଟ୍‌, ବଲ୍‌ ଆଦି...

ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର

ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ କରାଯିବ ତାହା ଉପରେ ଗୁରୁତ୍ୱ ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ। ହେଲେ ଏ...

୮୫ ବର୍ଷ ବୟସରେ ବି ଚଳଚଞ୍ଚଳ ବେଳାଭୂମି ସଫେଇ ପାଇଁ ଶକୁବାଇ ସମ୍ମାନିତ

ପୁରୀ ଅଫିସ, ୩୦।୭: ପର୍ଯ୍ୟଟନ ସହର ପୁରୀକୁ ପ୍ରତ୍ୟହ ଦେଶ ବିଦେଶର ବହୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀକ୍ଷେତ୍ର ବୁଲିବାକୁ ଆସି ସେବା ଯୋଗାଇଦେବା ଆନନ୍ଦ ଅତ୍ୟନ୍ତ ନିଆରା। ମହାରାଷ୍ଟ୍ରର ଶକୁବାଇ ଦେଶମୁଖ୍‌ ନାମ୍ନୀ ୮୫ ବର୍ଷୀୟା...

ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି

ପୁରୀ ଅଫିସ, ୩୦।୭: ପୁଣି ଭକ୍ତଙ୍କୁ ମିଳିବ ଟଙ୍କତୋରାଣି। ପ୍ରାୟ ୨ବର୍ଷ ଧରି ଆନନ୍ଦବଜାରରୁ ଉଭାନ ହୋଇଯାଇଥିବା ଟଙ୍କତୋରାଣି ଉପଯୁକ୍ତ ମାନ ସହ ଫେରିବ। ସୋମବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହାକୁ ସବୁଜ ସଙ୍କେତ ମିଳିଛି। ଏଥିପାଇଁ ଖୁବ୍‌ଶୀଘ୍ର...

କୃଷ୍ଣପ୍ରସାଦରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ: ବୃଦ୍ଧି ପାଉଛି ଅସାମାଜିକ କାର୍ଯ୍ୟ, ନିଷ୍କ୍ରିୟ ପୋଲିସ

କୃଷ୍ଣପ୍ରସାଦ,୩୦ା୭(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଗତ କିଛିମାସ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଠାରେ ଦିନକୁ ଦିନ ବେଆଇନ ନିଶା କାରବାର, ଚୋରି, ଡକାୟତି, ହତ୍ୟା ଆଦି ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବାରୁ...

ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ

ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦ କାଉଡ଼ିଆ ଶ୍ରୀଲୋକନାଥଙ୍କୁ ଜଳ ଲାଗି କରିଛନ୍ତି। ତେବେ ରବିବାର ରାତିରେ ଲଗାଣ ବର୍ଷା...

ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ

ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍‌। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା ପରେ ସମଗ୍ର ରାଜ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। ସୋସିଆଲ ମିଡ଼ିଆରେ ଛାଇଯାଇଛି ରସଗୋଲା...

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି

ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ ଦେଶରେ ରଥଯାତ୍ରା ବି ଅନୁଷ୍ଠିତ ହେଉଛି। ହେଲେ ଶ୍ରୀମନ୍ଦିରରେ ଦାରୁବିଗ୍ରହଙ୍କ ସେବାପୂଜା, ରୀତିନୀତି...

ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ମହାପ୍ରଭୁ ଧାରଣ...

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣି ଉଠାଇଲେ କାଉଡ଼ିଆ

କୋଣାର୍କ, ୨୮।୭(ଡି.ଏନ୍‌.ଏ.)-ମାନସିକ ବ୍ରତକୁ ସଫଳ କରିବା ନେଇ ହଜାର ହଜାର କାଉଡ଼ିଆ ରବିବାର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣିଭାର ଉଠାଇ ଶୈବପୀଠ ଅଭିମୂଖେ ଯାତ୍ରା ଆରମ୍ଭ କରିଛନ୍ତି। ଶ୍ରାବଣ ମାସ ପବିତ୍ର ସୋମବାର ପରିପ୍ରେକ୍ଷୀରେ ହଜାର ହଜାର କାଉଡିଆ ଚନ୍ଦ୍ରଭାଗା...