ପୁରୀ

ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ୍‌ ସାର୍ଟିଫିକେଟ

ପୁରୀ ଅଫିସ, ୧୪।୨: ୨ ବର୍ଷ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ପାଇଁ କୋହଳ ହୋଇଛି କରୋନା କଟକଣା । ଏଣିକି ଜଗା ଦର୍ଶନ ପାଇଁ ଦରକାର ହେବ ନାହିଁ କୋଭିଡ୍‌ ସାର୍ଟିଫିକେଟ। କେବଳ ମାସ୍କ ପିନ୍ଧି ଶ୍ରଦ୍ଧାଳୁ ମନ୍ଦିର...

ଆହୁରି ସତର୍କ ହେବାକୁ ପଡିବ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ହଜାର ତଳେ ରହୁଛି ସଂକ୍ରମଣ, ଏହା ରାଜ୍ୟ ପାଇଁ ଖୁସି ଖବର। କେବଳ ଗୋଟିଏ ଜିଲାକୁ ଛାଡି ଆଉ ସବୁ ଜିଲାରେ ଟେଷ୍ଟ ପଜିଟିଭ୍‌ ରେଟ ୫ ପ୍ରତିଶତ ତଳେ ରହିଛି । ତେଣୁ ଆମକୁ ଆହୁରି...

ଶ୍ରୀମନ୍ଦିରରେ କୋହଳ ହୋଇପାରେ ନିୟମ

ପୁରୀ ଅଫିସ,୧୪।୨: ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା କୋହଳ ପାଇଁ ପୁରୀ ସହରବାସୀ ଦାବି କରିଛନ୍ତି। ଏଥିସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଦର୍ଶନ ଓ କିଓସ୍କୋ ବ୍ୟବସ୍ଥା ଉଠାଇବା ପାଇଁ ଜିଲାପାଳଙ୍କୁ ଦାବି ପତ୍ର ଦେଇଛନ୍ତି। ସେପଟେ ଦୁଇଦିନିଆ ପୁରୀ...

ଠାକୁରଙ୍କୁ ବି ଛାଡ଼ିଲେନି ମନ୍ଦିରରୁ ଟେକିନେଲେ ୭ ଲକ୍ଷ ଟଙ୍କାର ମୂର୍ତ୍ତି

ସାକ୍ଷୀଗୋପାଳ, ୧୪।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ନିକଟ ନୂଆ ସୋମେଶ୍ୱରପୁର ଗ୍ରାମର ଗୋପିନାଥ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମନ୍ଦିର ମୁଖ୍ୟଦ୍ବାର ତାଲା ଭାଙ୍ଗି ଦୁର୍ବୃତ୍ତ ଭିତରେ ପଶିଥିଲେ। ସିଂହାସନରେ ପୂଜା ପାଉଥିବା ଜୟଦୁର୍ଗା, ରାଧାକୃଷ୍ଣ,...

ମନରେ ସେବା ଭରିଦେଲା ପ୍ରେମ

ପୁରୀ ଅଫିସ,୧୪।୨: ଦରିଆ ସେପାରିର ପ୍ରେମ। ଏହି ପ୍ରେମ ଭିତରେ ମାଇଲ ମାଇଲର ଦୂରତା। ଭାଷା, ଚାଲିଚଳଣି ଓ ପରମ୍ପରା ଦୃଷ୍ଟିକୋଣରୁ ଉଭୟ ଏକଦମ୍‌ ଭିନ୍ନ। ତଥାପି ମିଶିଛି ମନ। ଦୁହେଁ ପରସ୍ପରର ହୃଦୟର ଭାଷାକୁ ବୁଝିପାରି ବିବାହ ବନ୍ଧନରେ...

ସଂସ୍କୃତିପ୍ରେମୀ ଶ୍ୟାମପ୍ରକାଶ: ୪ ହଜାର ସେଲିବ୍ରିଟିଙ୍କ ସହ ଉଠାଇଛନ୍ତି ଫଟୋ

ପୁରୀ ଅଫିସ,୧୩।୨: କଳା, ସଂସ୍କୃତି ଓ ସାହିତ୍ୟ ସହ ଯୋଡ଼ି ହୋଇ ରହୁଥିବା ପରିଚିତ ବ୍ୟକ୍ତିତ୍ୱ ହେଲେ ଶ୍ୟାମ ପ୍ରକାଶ ସେନାପତି। ପୁରୀ ସହରର ଗଳିକନ୍ଦିରେ ସାଂସ୍କୃତିକ କାର୍ଯ୍ୟକ୍ରମଟିଏ ହେଉ କିମ୍ବା ନାଟକ ପରିବେଷଣ, ସବୁଠି ତାଙ୍କୁ ଖୋଜାପଡ଼େ। ସେ...

ଗଡ଼ ବଞ୍ଚାଇବାକୁ କଂଗ୍ରେସର ପ୍ରୟାସ

କୋଣାର୍କ,୧୨ା୨(ଡି.ଏନ୍‌.ଏ.): କୋଣାର୍କ ଥାନା ଅନ୍ତର୍ଗତ କାକଟପୁର ନିର୍ବାଚନ ମଣ୍ଡଳୀ ଅବଦାନ ପଞ୍ଚାୟତରେ ରାଜନୀତିର ଉଷ୍ମତା ପରିଲକ୍ଷିତ ହେଲାଣି। କଂଗ୍ରେସର ଗଡ଼ କୁହାଯାଉଥିବା ଅବଦାନ ପଞ୍ଚାୟତରେ ରାଜ୍ୟ ପିସିସିର ସାଧାରଣ ସମ୍ପାଦକ ବିଶ୍ୱଭୂଷଣ ଦାସଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରା ଶୁକ୍ରବାର...

ବଟି ପାଇଁ ସାଇଟ୍‌ ଇନ୍‌ଚାର୍ଜଙ୍କୁ ଅପହରଣ

ପୁରୀ ଅଫିସ, ୧୨ା୨: ବଟି ଆଦାୟ ଓ ଅପହରଣ ଅଭିଯୋଗରେ ଚନ୍ଦନପୁର ଥାନା ପୋଲିସ ୬ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚନ୍ଦନପୁର ଥାନା ଅଧୀନ ପିତେଇପୁର ଗ୍ରାମର ପ୍ରକାଶ ସ୍ବାଇଁ, ଦାଣ୍ଡସାହିର ସୋମନାଥ...

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ପୁରୀ ଅଫିସ ୧୨ା୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସିବେ। ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀଚୈତନ୍ୟ ଗୌଡୀୟ ମଠର ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ...

ପୁନରୁଦ୍ଧାର ଅପେକ୍ଷାରେ ପୁରୀ ସଂଗ୍ରହାଳୟ

ପୁରୀ ଅଫିସ,୧୧।୨: ସଂସ୍କୃତି ଓ ଐତିହ୍ୟର ବାର୍ତ୍ତାବହ କୁହାଯାଉଥିବା ପୁରୀ ସଂଗ୍ରହାଳୟ ଏବେ ଅବହେଳିତ ହୋଇପଡ଼ିଛି। ଉଦ୍‌ଘାଟନ ଦିନଠାରୁ ଅର୍ଥାତ ଦୀର୍ଘ ୩୦ବର୍ଷ ହେଲା ସଂଗ୍ରହାଳୟ ଭଡ଼ାଘରେ ଚାଲିଛି। ଏଠାରେ ଅନେକ ଦୁର୍ମୂଲ୍ୟ କଳାକୃତି, ପଥର ମୂର୍ତ୍ତି, ସୋଲ କାରୁକାର୍ଯ୍ୟ...

ବର୍ଦ୍ଧମାନ ରାଜକୁମାରଙ୍କ ହାତ ଧରିଲେ ପୁରୀ ରାଜକୁମାରୀ

ଭୁବନେଶ୍ୱର(ବ୍ୟୁରୋ)/ ପୁରୀ ଅଫିସ, ୧୦।୨: ପୁରୀ ଗଜପତି ଦିବ୍ୟସିଂହ ଦେବଙ୍କ କନିଷ୍ଠା କନ୍ୟା ଦେବେଶୀ ଦେବୀଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲରେ ରାଜକୀୟ ପରମ୍ପରାରେ ବିବାହ ଅନୁଷ୍ଠିତ ହୋଇଯାଇଛି। ହରିୟାଣା ଗୁରୁଗ୍ରାମର ରାଜୀବ କେହେରଙ୍କ ପୁଅ ତଥା ବର୍ଦ୍ଧମାନ...

ପ୍ରଚାର ମଇଦାନରେ ବିଦେଶୀ ବୋହୂ

ପୁରୀ ଅଫିସ,୧୦।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରାର୍ଥୀମାନେ ଅଭିନବ ଉପାୟରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। କେହି କେହି ଦୀର୍ଘଦିନ ଧରି ପଞ୍ଚାୟତରେ ରହିଥିବା ଅନେକ ସମସ୍ୟାର ସମାଧାନ ପାଇଁ ଲୋକଙ୍କ ପାଖରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri