ପୁରୀ

ସୁବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଆନନ୍ଦ ବଜାର

ପୁରୀ ଅଫିସ,୩ା୪: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏବେ ତତ୍ପରତା ପ୍ରକାଶ ପାଇଛି। ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ନବନିର୍ବାଚିତ କର୍ମକର୍ତ୍ତାମାନେ ଦାୟିତ୍ୱ ଗ୍ରହଣ କରିବା ପରେ ଆନନ୍ଦ ବଜାରରେ କିଭଳି ଶୃଙ୍ଖଳା ଆସିପାରିବ ସେନେଇ ପୁରୀ ଜିଲାପାଳ…

ଶ୍ରୀମନ୍ଦିର ପତିତପାବନ ବାନା ଦର ବଢ଼ିଲା

ପୁରୀ ଅଫିସ,୧ା୪ : ଶ୍ରୀମନ୍ଦିର ପତିତପାବନ ଓଲାଗି ବାନା ଦର ବୃଦ୍ଧି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପ୍ରତିଦିନ ନୀଳଚକ୍ରରୁ ଓଲାଗି ହେଉଥିବା ୧୪ ହାତ ବିଶିଷ୍ଟ ବାନା ଦରକୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଦର ୨୦୦ ଟଙ୍କା…

ଆକ୍ସନ ପ୍ଲାନ୍‌ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୩୦।୩:ଆସନ୍ତା ଜୁନ୍‌ ୨୦ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ବିଗତ ବର୍ଷ ଭଳି ଚଳିତବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ କରିବା ନେଇ ବୁଧବାର ପ୍ରଥମ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ…

ପୁରୀରେ ଯାତ୍ରୀବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ପୁରୀ ଅଫିସ,୨୯ା୩: ପୁରୀ ରେଳ ଷ୍ଟେଶନ ନିକଟରେ ସୋମବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନଟି ସଂଟିଙ୍ଗ କରୁଥିବା ସମୟରେ ଦୁଇଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୦ରେ ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନ ନଂ. ୧୮୪୧୮ଟି…

ଚାଉଳକୁ ନେଇ ଚିନ୍ତାରେ ହିତାଧିକାରୀ

ପୁରୀ ଅଫିସ, ୨୭ା୩: ରାଶନ କାର୍ଡ ହିତାଧିକାରୀଙ୍କୁ ସୁଲଭ ମୂଲ୍ୟରେ ଚାଉଳ ଯୋଗାଇ ଦିଆଯାଉଛି। ତେବେ କେତେକ ସ୍ଥାନରେ ଯୋଗାଣ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ଚାଉଳରେ ପ୍ଲାଷ୍ଟିକ୍‌ ଚାଉଳ ମିଶିଥିବା ଅଭିଯୋଗ ହେଉଛି। ପୁରୀ ପୌରସଂସ୍ଥା ଅନ୍ତର୍ଗତ ବଳିଆପଣ୍ଡା ଅଞ୍ଚଳର…

ପୁରୀରେ ୫-ଟି ସଚିବ

ପୁରୀ ଅଫିସ,୨୫।୩: ପୁରୀରେ ୫-ଟି ସଚିବ ଭି. କେ. ପାଣ୍ଡିଆନ ଶୁକ୍ରବାର ସକାଳୁ ପହଞ୍ଚିଛନ୍ତି । ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ଏହାସହ ମା ଲକ୍ଷ୍ମୀ, ବିମଳା ଓ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ୍‌,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ  ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ମମତାଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ନିଆଯାଇଥିଲା। ରାଜ୍ୟ…

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ମମତା ବାନାର୍ଜୀ

ପୁରୀ ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସଡ଼କ ପଥରେ ପୁରୀ ଗସ୍ତ କରିଛନ୍ତି। ସେଠାରେ ୨ଦିନ ଅବସ୍ଥାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ପରେ…

ପଡ଼ୋଶୀ ଘରର ଖଣ୍ଡାରେ ଉଭୟ ପକ୍ଷର ୩ ଗୁରୁତର

ପୁରୀ ଅଫିସ,୨୧।୩: ପୁରୀ ଜିଲା ସଦର କଣ୍ଠପୁର ଗ୍ରାମରେ ପଡ଼ୋଶୀ ଘରର ଖଣ୍ଡା ଆକ୍ରମଣରେ ଉଭୟ ପକ୍ଷରୁ ୩ ଜଣ ଗୁରୁତର ହୋଇଛନ୍ତି । ୩ ଜଣଙ୍କ ମଧ୍ୟରୁ ଦୁଇ ଜଣ ଶଙ୍କର ପ୍ରଧାନ ଓ ଟୁନିଆ ପ୍ରଧାନ ବୋଲି ଜଣାପଡ଼ିଛି…

ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଯାଏ ସାଧାରଣ ଦର୍ଶନ ମନା

ପୁରୀ ଅଫିସ,୨୧।୩: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଏ ନେଇ ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଠାକୁର ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି।…

ଆଜିଠୁ ମମତାଙ୍କ ଓଡ଼ିଶା ଗସ୍ତ

ପୁରୀ ଅଫିସ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ ଦଇତାପତି…

କମାକଣ୍ଟିଆ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରଙ୍କ ବିରୋଧରେ ଅଭିଯୋଗ, ତଦନ୍ତ ରିପୋର୍ଟ ଚାପିଛି ଜିଲା ସ୍ବାସ୍ଥ୍ୟ ବିଭାଗ

ପୁରୀ ଅଫିସ,୨୦ା୩: ପିପିଲି ବ୍ଲକ୍‌ର କମାକଣ୍ଟିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନିୟୋଜିତ ଥିବା ଡାକ୍ତର ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ନେଇ ସାମାଜିକ କର୍ମୀ ଦିଲୀପ ବରାଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଥିଲେ। ଏନେଇ ବାରମ୍ବାର ଅଭିଯୋଗ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri