ପୁରୀ

ତାଳଧ୍ୱଜ ରଥ ଟଣା ହେଲାବେଳେ ଠେଲାପେଲା: ଏକାଧିକ ଆହତ

ପୁରୀ ଅଫିସ,୨୦।୬(ଅଜିତ୍‌ ମହାନ୍ତି): ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତେବେ ରଥଟଣା ଆରମ୍ଭ ହୋଇଥିବା ବେଳେ ଠେଲାପେଲା ହୋଇଛି। ମିରିଚିକୋଟ ଛକରେ ଠେଲାପେଲା ହୋଇ ଏକାଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଳଧ୍ୱଜ ରଥ ଟଣା…

ଶେଷ ହେଲା ପହଣ୍ଡି ବିଜେ: ରଥାରୂଢ଼ ହେଲେ ଶ୍ରୀଜିଉ

ପୁରୀ,୨୦।୬(ଅଜିତ୍‌ ମହାନ୍ତି): ଆଜି ପବିତ୍ର ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ନିର୍ଦ୍ଧାରିତ ସମୟରେ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ପରେ ରଥ ପ୍ରତିଷ୍ଠା କାର୍ଯ୍ୟ ହୋଇଥିଲା। ଏହାପରେ ଆରମ୍ଭ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କ ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ…

ମା’ ସୁଭଦ୍ରାଙ୍କ ପହଣ୍ଡି ବିଜେ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଧାଡ଼ି ପହଣ୍ଡିରେ ଆସି ରଥରେ…

ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ସକାଳ ୬ଟାରେ ମଙ୍ଗଳ…

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା: ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ନିର୍ଦ୍ଧାରିତ ସମୟରେ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା କାର୍ଯ୍ୟ…

ଆଜି ପଥେ ଭକ୍ତ-ଭଗବାନ ଭେଟ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ମଙ୍ଗଳବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରତ୍ନସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ ବଡ଼ଦାଣ୍ଡକୁ…

ରାତି ପାହିଲେ ରଥଯାତ୍ରା -ଅପରାହ୍ନ ୨.୩୦ରେ ଛେରାପହଁରା, ୪ଟାରେ ରଥଟଣା

ପୁରୀ, ୧୯ା୬(ଅଜିତ୍‌ ମହାନ୍ତି): ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ମଙ୍ଗଳବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରତ୍ନସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ…

ଦକ୍ଷିଣ ମୋଡ଼ ନେଲେ ୩ ରଥ

ପୁରୀ,୧୯।୬: ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ଗୁଣ୍ଡିଚା ଯାତ୍ରା। ରଥ, ପଥ ପ୍ରସ୍ତୁତ। ଅପେକ୍ଷା ୩ ଠାକୁରଙ୍କୁ। ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ପ୍ରବଳ ଜନ ସମାଗମ ହେଲାଣି। ସୋମବାର ଶ୍ରୀଜିଉଙ୍କ ନବ ଯୌବନ ଦର୍ଶନ ଶେଷ ହୋଇଛି। ପରେ ରଥଯାତ୍ରା ପାଇଁ ଶ୍ରୀମନ୍ଦିରରେ…

ଆଜି ନବଯୌବନ ଦର୍ଶନ

ପୁରୀ,୧୯ା୬(ଅଜିତ ମହାନ୍ତି): ଅନବସର ଗୁପ୍ତ ନୀତି ସରିବା ପରେ ସୋମବାର ନେତ୍ର ଉତ୍ସବରେ ଦୁର୍ଲଭ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ ସହ ନୀତିକାନ୍ତି ଓ ଦର୍ଶନ ନେଇ ସମୟ…

ରଥଯାତ୍ରା ଉପଲକ୍ଷେ ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୮ା୬(ଅସମାପିକା ସାହୁ): ଆସନ୍ତା ୨୦ ତାରିଖ ମଙ୍ଗଳବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ସହରରେ କିପରି ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁ ହେବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪…

‘ତ୍ରୟୋଦଶୀ ତିଥି ପରେ ରଥଯାତ୍ରା କରାଯିବା ଅନୁଚିତ’

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ଅଦିନରେ ରଥଯାତ୍ରା କରୁଥିବା ବ୍ୟକ୍ତିବିଶେଷ ଓ ସଙ୍ଗଠନ ଧୀରେ ଧୀରେ ବାଟକୁ ଆସିବେ। ପରମ୍ପରା ଓ ଶାସ୍ତ୍ର ଅନୁଯାୟୀ, ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ତିଥି ଅନୁସାରେ ଭାରତର ବିଭିନ୍ନ ଜଗନ୍ନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?