ପରିବାର ପ୍ରତିପୋଷଣ ଚିନ୍ତାରେ ବ୍ୟବସାୟୀ
ପୁରୀ ଅଫିସ,୧୦ା୩: ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଦୋକାନ କରି ପେଟ ପୋଷୁଥିବା ବ୍ୟବସାୟୀମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଅଗ୍ନିକାଣ୍ଡ ଯୋଗୁ ସେମାନଙ୍କର ସମସ୍ତ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଅନେକ ଦେକାନୀ ଧାରକରଜ ଆଣି ଦୋକାନ କରିଥିଲେ। ଏବେ…
ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ନେଇ ଉଠିଲା ଅନେକ ପ୍ରଶ୍ନ
ପୁରୀ ଅଫିସ, ୧୦ା୩: ମରୀଚିକୋଟ ଛକ ନିକଟସ୍ଥ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାଧାରଣରେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। କିପରି ଓ କାହିଁକି ଏହି ଘଟଣା ଘଟିଲା, ଏଥିପାଇଁ ଦାୟୀ କିଏ ଏବଂ କେଉଁ କାରଣରୁ ନିଆଁ ଶୀଘ୍ର…
ଜଳୁଛି ଲକ୍ଷ୍ମୀ ମାର୍କେଟ୍ କମ୍ପ୍ଲେକ୍ସ: ନିଆଁ ଲିଭାଇବାକୁ ନାକେଦମ୍ ହେଲେଣି ୧୨ ଅଗ୍ନିଶମ ଟିମ୍
ପୁରୀ ଅଫିସ,୯ା୩: ଶ୍ରୀମନ୍ଦିରଠାରୁ ପ୍ରାୟ ପାଞ୍ଚଶହ ମିଟର ଦୂର ମରିଚିକୋଟ ଛକ ନିକଟସ୍ଥ ବଡ଼ଦାଣ୍ଡରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ବୁଧବାର ରାତିରୁ ଏହି ନିଆଁ ଲାଗିଥିବା ବେଳେ ଗୁରୁବାର ଅପରାହ୍ନ ସୁଦ୍ଧା ଲିଭିନାହିଁ। ଏକ ଲୁଗା ଦୋନାନରେ…
ହୋଟେଲରେ ଲାଗିଲା ନିଆଁ, ୧୨ ଘଣ୍ଟା ପରେ ବି ଲିଭୁନି
ପୁରୀ ଅଫିସ୍,୯।୩: ପୁରୀ ବଡ଼ଦାଣ୍ଡରେ ଅଭାବନୀୟ ଘଟଣା। ବଡଦାଣ୍ଡସ୍ଥିତ ମର୍ଚିକୋଟ ଛକରେ ଥିବା ହୋଟେଲ ସମ୍ରାଟରେ ନିଆଁ ଲାଗିଯାଇଛି। ନିଆଁ ଲିଭେଇବାରେ ପ୍ରାୟ ୧୨ଟି ଦମକଳ ବାହିନୀ ନିୟୋଜିତ ଅଛନ୍ତି। ବୁଧବାର ରାତି ୮ରୁ ଲାଗିଥିବା ନିଆଁକୁ ଏପର୍ଯ୍ୟନ୍ତ ଆୟତ୍ତ କରାଯାଇପାରିନାହିଁ।…
ଆଜି ଦୋଳ ପୂର୍ଣ୍ଣିମା: ଫଗୁ ଖେଳିବେ ଶ୍ରୀଜିଉ
ପୁରୀ ଅଫିସ,୭।୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତକାନ୍ତି କରାଯାଉଛି। ଚତୁର୍ଦ୍ଧାମୂର୍ତ୍ତି ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବା ସହ ଫଗୁ ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ…
ଶ୍ରୀମନ୍ଦିରରେ ଦୀପ ନିଆଁ ଲାଗି ମହିଳା ଭକ୍ତ ଗୁରୁତର
ପୁରୀ ଅଫିସ,୬।୩: ଶ୍ରୀମନ୍ଦିର ଭିତରେ ଦୀପରୁ ନିଆଁ ଲାଗି ଜଣେ ମହିଳା ଭକ୍ତ ଗୁରୁତର ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସମ୍ପୃକ୍ତ ମହିଳା ଜଣକ ହେଲେ ଭୁବନେଶ୍ୱର ପଟିଆ ଅଞ୍ଚଳର ଅରୁଣା ମିଶ୍ର (୬୫)। ସେ ମହାପ୍ରଭୁଙ୍କ ଦର୍ଶନ ପାଇଁ…
ଗୋପବନ୍ଧୁଙ୍କ ନାତୁଣୀବୋହୂଙ୍କୁ ଅସମ୍ମାନ ଅଭିଯୋଗ
ସାକ୍ଷୀଗୋପାଳ,୬ା୩(ସ୍ବ.ପ୍ର./ଡି.ଏନ୍.ଏ.): ସୁଆଣ୍ଡୋରେ ଗତ ୨୩ରେ ଉତ୍କଳମଣି ଗୋପବନ୍ଧୁଙ୍କ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ତାଙ୍କ ନାତୁଣୀବୋହୂ ଲୀଳାବତୀ ମିଶ୍ରଙ୍କୁ ଅସମ୍ମାନ କରାଯାଇଥିବା ନେଇ ରବିବାର ସତ୍ୟବାଦୀ ଥାନାରେ ଅଭିଯୋଗ ହୋଇଛି। ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ରାଜ୍ୟ ସରକାର ଗୋପବନ୍ଧୁଙ୍କ ପରିବାରର ସଦସ୍ୟଙ୍କୁ…
ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ
ପୁରୀ ଅଫିସ,୫।୩: ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଶନିବାର ଅବସରରେ ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଛି। ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ…
ଜଳିଗଲା କାର୍, ୪ ଗୁରୁତର
ପୁରୀ ଅଫିସ,୪ା୩: ପରିବାର ସହ ଜଗନ୍ନାଥ ଦର୍ଶନ ପାଇଁ ଯିବା ବେଳେ ବାଟରେ ଘଟିଛି ଅଘଟଣ। ଏକ କାର୍ ଏକ ଇଲେକ୍ଟ୍ରି ଖୁଣ୍ଟରେ ପିଟି ହୋଇଯିବାରୁ ଗୋଟିଏ ପରିବାରର ୪ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଶନିବାର ପୁରୀ-…
ଜୟବିଜୟ ଦ୍ୱାର ନିକଟରେ ଦର୍ଶନ କରିବେ ଦିବ୍ୟାଙ୍ଗ
ପୁରୀ ଅଫିସ, ୪ା୩: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ନେଇ ଶୁକ୍ରବାର ବଡ଼ଦାଣ୍ଡସ୍ଥିତ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ଅଧ୍ୟକ୍ଷତା କରିଥିବାବେଳେ ପରିଚାଳନା କମିଟି…
ସମୟ ସୀମା ଶେଷ ସତ୍ତ୍ୱେ ସରୁନି ରାସ୍ତା କାମ
ବଳଙ୍ଗା,୪।୩(ଡି.ଏନ୍.ଏ.): ଗ୍ରାମାଞ୍ଚଳରେ ସଡ଼କଠାରୁ ଆରମ୍ଭ କରି ଜଳ, ବିଦ୍ୟୁତ୍ ଭଳି ସବୁ କ୍ଷେତ୍ରରେ ବିକାଶ କରିବା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଉନ୍ନତମାନର କାର୍ଯ୍ୟ କରାଯାଉଛି। ହେଲେ ସରକାରୀ ଅଧିକାରୀମାନେ କାର୍ଯ୍ୟଗୁଡ଼ିକର ତଦାରଖ କରୁ ନ…
ପଞ୍ଚଭୂତରେ ଲୀନ ହେଲେ ଅଭିନେତା ପିଣ୍ଟୁ
ପୁରୀ ଅଫିସ,୩।୩: ପଞ୍ଚଭୂତରେ ବିଲୀନ ହେଲେ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ। ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ଭାଇ ଅଭିରାମଙ୍କ ପୁଅ ସାଇ ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ଏହି ସମୟରେ ସ୍ବର୍ଗଦ୍ୱାରରେ ଶୋକକୂଳ ପରିବେଶ ସୃଷ୍ଟି ହୋଇଥିଲା।…
Archives


