ପୁରୀ

ସମୟରେ ନୀତି ପାଳନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ପୁରୀ ଅଫିସ,୧୪।୬(ଅଜିତ ମହାନ୍ତି): ୬ଦିନ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ଥାନୀୟ ପୌରସଦନ ପରିସରରେ ତୃତୀୟ ତଥା ଶେଷ ରଥ ସମନ୍ବୟ ବୈଠକ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଭର୍ଚୁଆଲ୍‌ ମାଧ୍ୟମରେ…

ତିନିରଥର ବେଦି ନିର୍ମାଣ ଆରମ୍ଭ

ପୁରୀ ଅଫିସ, ୧୩ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ୭ଦିନ ଥିବାବେଳେ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତିନିରଥର ‘ପ୍ରଭା’ ନିର୍ମାଣ ସରିବା ସହ ଆଗଆଣି ଏବଂ ପଛଆଣି ଦୁଇଟି ଲେଖାଏ…

୨୭୧.୭ କୋଟିର ବଜେଟ୍‌କୁ ଅନୁମୋଦନ

ପୁରୀ ଅଫିସ,୧୩ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଏକ ସପ୍ତାହ ବାକି ଥିବାବେଳେ ସୋମବାର ନୀଳାଦ୍ରି ଭକ୍ତ ନିବାସରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିି ନିଆଯାଇଛି। ୨୦୨୩-୨୪…

ଦ୍ୱୈତନଗରରୁ ଆସୁଥିବା ବସ୍‌ ତାଳବଣିଆରେ ରହିବେ

ପୁରୀ ଅଫିସ ୧୨ା୬: ରଥଯାତ୍ରାକୁ ନେଇ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି। ମହାପ୍ରଭୁଙ୍କ ନୀତିକାନ୍ତିଠାରୁ ଆରମ୍ଭ କରି ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବରେ ସମ୍ପାଦନ କରିବା ନେଇ ସେବାୟତମାନେ…

ରଥଯାତ୍ରା ସମୟରେ ଡ୍ରୋନ୍‌ ଉଡ଼ାଣ ମନା

ପୁରୀ ଅଫିସ,୧୧ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସମୟରେ ଡ୍ରୋନ ଉଡ଼ାଣ ଉପରେ କଟକଣା ଲାଗୁ କରାଯାଇଛି। ଏନେଇ ପୁରୀ ପୋଲିସ ଟୁଇଟ୍‌ ଯୋଗେ ସୂଚନା ଦେଇଛି। ଟୁଇଟ୍‌ରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ୍‌ ଉଡ଼ାଣ ମନା।…

ତାଳବଣିଆ,ମାଳତିପାଟପୁରରେ ରହିବ ଅଟୋ

ପୁରୀ ଅଫିସ,୧୧।୬: ଆସନ୍ତା ୨୦ତାରିଖରୁ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏ ନେଇ ସମସ୍ତ ପ୍ରସ୍ତୁତି ଜୋରସୋର ଚାଲିଥିବା ବେଳେ ଶନିବାର ଟ୍ରାଫିକ ପୋଲିସ ଏବଂ ଶ୍ରୀକ୍ଷେତ୍ର ଅଟୋ ଚାଳକ ସଂଘ ଓ ଅଟୋ ଚାଳକ ମହାସଂଘ ମଧ୍ୟରେ ଏକ ସମନ୍ବୟ…

ଆସୁଛି ରଥଯାତ୍ରା: ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ ଅଫିସ,୧୦।୬: ରଥଯାତ୍ରାକୁ ଆଉ ଅଳ୍ପ ଦିନ । ଏ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଏହିକ୍ରମରେ ଶନିବାର ଶ୍ରୀମନ୍ଦିର ସମ୍ମୁଖରେ ମକଡ୍ରିଲ ହୋଇଛି। ପୁରୀ ଏସ୍‌ପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଏଥିରେ ସାମିଲ ହୋଇଛନ୍ତି। ସୂଚନା ଅନୁଯାୟୀ, ଚଳିତ…

ରଥଖଳା ଚଳଚଞ୍ଚଳ

ପୁରୀ ଅଫିସ, ୧୦।୬: ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ଯୋରଦାର ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି । ବଡ଼ ପୋଟଳ ଉଠିବା ପରେ ଶୁକ୍ରବାର ତିନି ରଥରେ କଇଁଚି ବାଡ଼ିଆ ହୋଇଛି । ରଥଖଳାରେ ପ୍ରଭା ତିଆରି ଆରମ୍ଭ ହୋଇଛି…

ଭକ୍ତଙ୍କୁ ଗର୍ଭଗୃହ ମନା

ବ୍ରହ୍ମଗିର,୧୦।୬(ଡି.ଏନ୍‌.ଏ): ଅଲାରନାଥଙ୍କ ଅନବସର ଦର୍ଶନ ସମୟରେ ଭକ୍ତଙ୍କୁ ଗର୍ଭଗୃହକୁ ମନା। ଭକ୍ତମାନେ ଅର୍ଦ୍ଦଳି ନିକଟରୁ ଠାକୁରଙ୍କୁ ଦର୍ଶନ କରିବେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ବ୍ରହ୍ମଗିରି ତହସିଲଦାର ସ୍କୃତିରଞ୍ଜନ ଶତପଥୀ ଏକ ଖବରଦାତା ସମ୍ମିଳନୀରେ ଜଣାଇବା ସହିତ କାର୍ଯ୍ୟକାରୀ କରାଯାଇଛି। ପ୍ରକାଶ…

ମହାପ୍ରଭୁଙ୍କୁ ଲାଗିହେଲା ଫୁଲୁରି ତେଲ

ପୁରୀ ଅଫିସ, ୯ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଶ୍ରୀବିଗ୍ରହଙ୍କ ଗୁପ୍ତସେବା ଜାରି ରଖିଛନ୍ତି। ଦାରୁଦିଅଁଙ୍କ ନିକଟରେ…

୨୦ରେ ଘୋଷଯାତ୍ରା: ସହରକୁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ଜଗିବେ

ପୁରୀ ଅଫିସ,୯ା୬: ଶ୍ରୀବିଗ୍ରହଙ୍କ ଘୋଷଯାତ୍ରା ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଘୋଷଯାତ୍ରାକୁ ଯେପରି ସରସ ସୁନ୍ଦର ତଥା ଶୃଙ୍ଖଳିତ କରାଯିବ, ସେନେଇ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲୁଥିବାବେଳେ ବିଭିନ୍ନ ବିଭାଗ, ଅଧିକାରୀ ଏବଂ ସେବାୟତମାନଙ୍କ ସହ ଜିଲା ପ୍ରଶାସନ…

ଏସ୍‌ଏଚ୍‌ଜିଙ୍କ ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୫ହଜାର କୋଟି

ନିମାପଡ଼ା,୮ା୬(ଡି.ଏନ୍‌.ଏ.): ରାଜ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାର ୫ ବର୍ଷ ମଧ୍ୟରେ ୫ହଜାର କୋଟି ଟଙ୍କା ବିନିଯୋଗ କରିବେ। ସୁରକ୍ଷା(୧) ପଞ୍ଚାୟତସ୍ତରୀୟ ମହିଳା ମହାସଂଘର ସାଧାରଣ ବୈଠକରେ ମୁଖ୍ୟ ଅତିଥି ଭାବେ ବିଧାୟକ ସମୀର ରଞ୍ଜନ ଦାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?