ପୁରୀ

ଟ୍ରେନ୍‌ ବାତିଲ୍‌ ପରେ ଯାତ୍ରୀ ହଇରାଣ

ପୁରୀ ଅଫିସ, ୪।୬: ବାଲେଶ୍ୱର ଜିଲା ବାହାନଗାଠାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ପରେ ରେଳ ଚଳାଚଳ ବ୍ୟାହତ ହୋଇଛି। ପୁରୀରୁ କୋଲକାତା ଯିବାକୁ ଥିବା ଟ୍ରେନ୍‌ଗୁଡ଼ିକ ବାତିଲ କରାଯାଇଛି। ତେବେ ଟ୍ରେନ୍‌ ବାତିଲ ଯୋଗୁ ନିଜ ଗନ୍ତବ୍ୟ ପଥକୁ ଯାଇ ନ…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୪।୬: ବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏ ନେଇ ସଜେଇ ହୋଇଛି ସ୍ନାନବେଦି। ଏପଟେ ଶ୍ରୀମନ୍ଦିର ରତ୍ନସିଂହାସନରେ ଓହ୍ଲାଇ ଆସିଛନ୍ତି ଦାରୁଦିଅଁ। ପହଣ୍ଡି କରି ସ୍ନାନମଣ୍ଡପ ବିଜେ ହେଲେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଲାଗି…

ପ୍ରଶାସନର ଅବ୍ୟବସ୍ଥା, ଶ୍ରଦ୍ଧାଳୁ ହଇରାଣ

ପୁରୀ ଅଫିସ, ୪।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବା ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ଶନିବାର ଅପରାହ୍ନଠାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗଛି। ହେଲେ ପ୍ରଶାସନର ଦୂରଦୃଷ୍ଟି ଅଭାବ କାରଣରୁ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ନ ପାରି…

ସୁରକ୍ଷା ଭିତରେ ହେବ ସ୍ନାନଯାତ୍ରା: ୬୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ, ୨।୬ : ସ୍ନାନ ଯାତ୍ରା ପାଇଁ ଶନିବାରଠାରୁ ପୁରୀରେ ଟ୍ରାଫିକ କଟକଣା ଲାଗୁ ହେବ। ପୁରୀ ଟାଉନ ହଲଠାରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବ ପୋଲିସ ସମୀକ୍ଷା ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି ।…

୧୬ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨।୬: ଶ୍ରୀମନ୍ଦିରରେ ୧୬ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ହୋଇଛି। ଶୁକ୍ରବାର ରାତି ୧୦ ଟାରୁ ଶନିବାର ଅପରାହ୍ନ ୨ଟା ଯାଏ ଦର୍ଶନ ବନ୍ଦ ରହିବା ନେଇ ନିଷ୍ପତ୍ତି ନିଆଯାଇଛି। ଦେବସ୍ନାନ ନୀତି ଲାଗି ଦର୍ଶନ ବନ୍ଦ…

ଚକ ସଂଖ୍ୟା ଅନୁଯାୟୀ ରଥରେ ରହିବେ ଘଣ୍ଟୁଆ

ପୁରୀ ଅଫିସ,୧।୬: ଜୁନ ୪ରେ ସ୍ନାନଯାତ୍ରା। ଏହିଦିନ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ସହ ଦୁର୍ଲ୍ଲଭ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ସେହିପରି ଜୁନ ୨୦ରେ ରଥଯାତ୍ରା, ୨୮ରେ ବାହୁଡ଼ା ଯାତ୍ରା ଏବଂ ଜୁଲାଇ ୧ରେ ନୀଳାଦ୍ରି…

ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୧।୬: ଶ୍ରୀମନ୍ଦିରରେ ବୁଧବାର ରୁକ୍ମିଣୀ ହରଣ ଓ ବିବାହ ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ସକାଳ ଧୂପ ପୂଜା ସମୟରେ ଦକ୍ଷିଣୀ ଘରେ ଶ୍ରୀମଦନ ମୋହନଙ୍କୁ ବେଶ କରାଯାଇଥିଲା। ପରେ ଶ୍ରୀମଦନମୋହନ ରତ୍ନସିଂହାସନକୁ ବିଜେ ହୋଇଥିଲେ। ଭୋଗମଣ୍ଡପ ପରେ ପାଳିଆ…

ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ପୁରୀ ଅଫିସ,୧।୬: ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଧବାର ଓସ୍ବାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର,…

ସନ୍ଧ୍ୟାରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ ଅଫିସ, ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ…

ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବା…

ଅଲାରନାଥ ପୀଠକୁ ଆସିଲା ନନ୍ଦିଘୋଷର ପୁରୁଣା ରଥ ଚକ

ପୁରୀ ଅଫିସ/ବ୍ରହ୍ମଗିରି,୩୦।୫(ଡି.ଏନ୍‌.ଏ.): ବ୍ରହ୍ମଗିରି ସ୍ଥିତ ମହାପ୍ରଭୁ ଅଲାରନାଥଙ୍କ ପୀଠକୁ ସୋମବାର ପୁରୀର ମହାପ୍ରଭୁଙ୍କ ନନ୍ଦିଘୋଷର ପୁରୁଣା ରଥ ଚକ ଆସି ପହଞ୍ଚତ୍ଛି। ମହାପ୍ରଭୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ତିନିରଥରେ ବହନ କରିଥିବା ରଥ ଚକ ପ୍ରତି ଏକ ଆଧ୍ୟାମତ୍ିକ ଚିନ୍ତାଧାରା ସୃଷ୍ଟି ହୋଇଛି। ପରମ…

୩ରଥ ପାଇଁ ନାଟ ଗୋଡ଼ରେ ରୂପ ଅଙ୍କନ ଆରମ୍ଭ

ପୁରୀ ଅଫିସ,୩୦ା୫: ଆସନ୍ତା ୪ ତାରିଖରେ ଶ୍ରୀବିଗ୍ରହଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ରଥଖଳାରେ ତିନି ରଥର ଚାରି ନାହାକା ଉଠିଥାଏ। ତେବେ ଚଳିତ ବର୍ଷ ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?