ପୁରୀ

ଶେଷ ପର୍ଯ୍ୟାୟରେ ତୈଳ ସନ୍ଧାନ କାର୍ଯ୍ୟ

ଗୋପ,୭।୨(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ, ଇନ୍ଧନ ସନ୍ଧାନ କାର୍ଯ୍ୟ ଜୋର୍‌ସୋରରେ ଚାଲିଥିବା ବେଳେ ଏବେ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଗଲାଣି। ଆଉ ସପ୍ତାହ ପରେ କମ୍ପାନୀ ପକ୍ଷରୁ ଆରମ୍ଭ ହେବ ବୋରିଂ…

ଶ୍ରୀଲୋକନାଥଙ୍କ ଜାଗର ଯାତ୍ରା: ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ,୬ା୨:ଫାଲୁଗୁନ ମାସ କୃଷ୍ଣପକ୍ଷ ଏକାଦଶୀ ଅବସରରେ ବିଭିନ୍ନ ଶୈବପୀଠରେ ପଙ୍କୋଦ୍ଧାର ଏକଦଶୀ ନୀତି ପାଳନ କରାଯିବ। ସେହିପରି ଚତୁର୍ଦ୍ଦଶୀରେ ମହାଶିବରାତ୍ରୀ ବା ଜାଗର ଯାତ୍ରା ପାଳନ ହେବ। ତିଥି ଅନୁଯାୟୀ, ଚଳିତ ମାସ ୧୬ ତାରିଖରେ ପଙ୍କୋଦ୍ଧାର ଏକାଦଶୀ ଓ…

ସୁଦର୍ଶନ ପାଇବେ ସୂର୍ଯ୍ୟ ଦତ୍ତ ଜାତୀୟ ପୁରସ୍କାର

ପୁରୀ ଅଫିସ,୬ା୨: ସୂର୍ଯ୍ୟଦତ୍ତ ଜାତୀୟ ପୁରସ୍କାର ପାଇଁ ଅନ୍ତର୍ଜତେୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମନୋନୀତ ହୋଇଛନ୍ତି। ଏ ନେଇ ପଟ୍ଟନାୟକ ରବିବାର ସୂଚନା ଦେଇଛନ୍ତି। କଳା ଓ ସଂସ୍କୃତି କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର…

ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ପୁରୀ ଅଫିସ, ୬ା୨:ଶ୍ରୀମନ୍ଦିରରେ ରବିବାର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ସକାଳେ ମଙ୍ଗଳ ଆଳତି ପରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକାଠ ନିକଟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଥିଲେ। ଏହି ସମୟରେ ଜଣେ ବୃଦ୍ଧା ଭିତରକାଠ ନିକଟରେ ଛେପ ପକାଇ ଦେଇଥିଲେ। ଏହା…

ଥମୁନି ଅଲିଭ୍‌ରିଡ୍‌ଲେଙ୍କ ମୃତ୍ୟୁ

ପୁରୀ ଅଫିସ, ୬ା୨:ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଭୂସ୍ବର୍ଗ କୁହାଯାଉଥିବା ପୁରୀ ବେଳାଭୂମି ଏବେ ସେମାନଙ୍କ ପାଇଁ ଏକପ୍ରକାର ମୃତ୍ୟୁସ୍ଥଳ ପାଲଟିଛି। କାରଣ ପ୍ରାୟ ପ୍ରତିଦିନ ପୁରୀ ବେଳାଭୂମିରେ ଅଲିଭ ରିଡ୍‌ଲେଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳୁଛି। ବର୍ତ୍ତମାନ ସମୟରେ ଗଭୀର ସମୁଦ୍ରରୁ…

ଶ୍ରବଣବାଧିତଙ୍କୁ ଚିକିତ୍ସା ଯୋଗାଇବେ ଅନୁରାଧା ପଡ୍‌ୱାଲ

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ, ୩।୨:ସୂର୍ଯ୍ୟୋଦୟ ଫାଉଣ୍ଡେଶନ ସଭାପତି ତଥା ବିଶିଷ୍ଟ ଗାୟିକା ପଦ୍ମଶ୍ରୀ ଅନୁରାଧା ପଡ୍‌ୱାଲ ଓଡ଼ିଶାରେ ସେବା କରିବାକୁ ମନ ବଳାଇଛନ୍ତି। ଏଥିପାଇଁ ତାଙ୍କ ସୂର୍ଯ୍ୟୋଦୟ ଫାଉଣ୍ଡେଶନ, ୱାଇଡେକ୍ସ ଇଣ୍ଡିଆ ଓ ଶିଭୋନ୍ତସ ଇଣ୍ଡିଆର ମିଳିତ ଉଦ୍ୟମରେ ଶ୍ରବଣ ଶକ୍ତି ହରାଇଥିବା…

ଥାନା ଗାଡ଼ି ଅଚଳ, ଭଡ଼ାରେ ଲାଗୁଛି ବେସରକାରୀ ଯାନ

ଗୋପ,୨।୨(ଡି.ଏନ୍‌.ଏ.): ଗୋପ ଥାନା ବ୍ରିଟିଶ୍‌ ଶାସନ ସମୟରେ ୧୮୦୬ ମସିହାରେ ସ୍ଥାପନ କରାଯାଇଥିଲା। ଏହି ଥାନା ଅଧୀନରେ ଗୋଟିଏ ଫାଣ୍ଡି ଏବଂ ଗୋଟିଏ ବିଟ୍‌ କେନ୍ଦ୍ର ରହିଛି। ମାତ୍ର ଏହି ଥାନା ପ୍ରତି ଗୁରୁତ୍ୱ ଦିଆ ଯାଉନାହିଁ। ଏହି ଥାନା ଅଧୀନରେ…

ଶ୍ରୀମନ୍ଦିର ପରିସରରେ ପାନ, ଗୁଟ୍‌ଖା ଛେପ

ପୁରୀ ଅଫିସ, ୧।୨: ଶ୍ରୀମନ୍ଦିର ପରିସରକୁ ଯେତେ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ଫଳପ୍ରଦ ହୋଇପାରୁନାହିଁ। ଏଥିଲାଗି ପ୍ରଶାସନ ପକ୍ଷରୁ କଟକଣା ଜାରି ସତ୍ତ୍ୱେ ତାହାକୁ କେହି ମାନୁନାହାନ୍ତି। ଶ୍ରୀମନ୍ଦିର ପରିସର ଅନେକ ସ୍ଥାନରେ ପାନ…

ଆବାସ ଯୋଜନାରେ ଅନିୟମିତତା

ଡେଲାଙ୍ଗ/ଗୋପ/କାକଟପୁର,୩୧।୧(ଡି.ଏନ୍‌.ଏ.):ଡେଲାଙ୍ଗ ବ୍ଲକ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣି ଡେଲାଙ୍ଗ -ପିପିଲି ଜନକଲ୍ୟାଣ ମଞ୍ଚର ଆବାହକ ରାଧାମୋହନଙ୍କ ନେତୃତ୍ୱରେ ଶତାଧିକ ହିତାଧିକାରୀ ସୋମବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଫନୀ ବାତ୍ୟା ସମୟରେ ବ୍ଲକର ଅନେକ ହିତାଧିକାରୀ…

ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କ ପରଲୋକ

ପୁରୀ ଅଫିସ ୩୦ା୧:ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ବରିଷ୍ଠ ମଞ୍ଚ ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳ ୧୦ଟାରେ…

ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ: ୩ଲକ୍ଷ ଶ୍ରଦ୍ଧାଳୁ

କୋଣାର୍କ,୨୯।୧(ଡି.ଏନ୍‌.ଏ.): ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସନ୍ନିକଟ ପୁରାଣ ବର୍ଣ୍ଣିତ ଚନ୍ଦ୍ରଭାଗାରେ ଶନିବାର ମାଘସପ୍ତମୀ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଚନ୍ଦ୍ରଭାଗା ତୀର୍ଥରେ ଭୋରରୁ ପ୍ରାୟ ୩ଲକ୍ଷରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁ ମାଘ ବୁଡ଼ ପକାଇବା ସହ ବେଳାଭୂମି ମହୋଦଧି ତଟରେ ସୂର୍ଯ୍ୟ…

୩ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ ଅଫିସ,୨୯।୧: ଶ୍ରୀକ୍ଷେତ୍ରରେ ଚାଲିଥିବା ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri