୧୨୦ ବର୍ଷ ପରେ ଖୋଲିବ ସୂର୍ଯ୍ୟମନ୍ଦିର ଗର୍ଭଗୃହ
କୋଣାର୍କ, ୫ା୧(ଡି.ଏନ୍.ଏ):୧୩ ଶହ ଶତାବ୍ଦୀରେ ନିର୍ମିତ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହ ଦୀର୍ଘ ୧୨୦ ବର୍ଷ ପରେ ପୁଣି ଖୋଲାଯିବ। ଗର୍ଭଗୃହରୁ ବାଲି କଢ଼ାଯିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍ଆଇ) ପକ୍ଷରୁ ଏଭଳି ଐତିହାସିକ ନିଷ୍ପତ୍ତି ନିଆଯାଇଛି।...
ଅବ୍ୟବସ୍ଥାରେ ସାକ୍ଷୀଗୋପାଳ ପର୍ଯ୍ୟଟନ ସ୍ଥଳ
ସାକ୍ଷୀଗୋପାଳ, ୪।୧(ସ୍ବ.ପ୍ର./ଡି.ଏନ୍.ଏ.): ପର୍ଯ୍ୟଟନ ଋତୁ ଏବଂ ନୂଆବର୍ଷ ଲାଗି ପ୍ରତିଟି ତୀର୍ଥକ୍ଷେତ୍ର, ପର୍ଯ୍ୟଟନ ସ୍ଥଳ ଏବଂ ଦର୍ଶନୀୟ ସ୍ଥାନରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କର ଭିଡ଼ ଲାଗିଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲାର ପ୍ରସିଦ୍ଧ ବୈଷ୍ଣବକ୍ଷେତ୍ର ସାକ୍ଷୀଗୋପାଳ ମନ୍ଦିରରେ ଏବେ ଗଙ୍ଗାସାଗର...
ହୋଟେଲ୍ ଛାତରୁ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ପୁରୀ ଅଫିସ,୩।୧: ହୋଟେଲ ଛାତରୁ ପଡି ପର୍ଯ୍ୟଟକଙ୍କ ମୃତ୍ୟୁ ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ନୀଳାଚଳ ହୋଟେଲ ତିନି ମହଲା ଛାତରେ। ପର୍ଯ୍ୟଟକ ଜଣଙ୍କ ମଙ୍ଗଳବାର ସକାଳ ସମୟରେ ହୋଟେଲ ଛାତ ଉପରେ ବୁଲୁଥିବା ବେଳେ...
ଗ୍ଲାଗୋଲେଭଙ୍କୁ ପୁରୀ ଭଡ଼ାଘରେ ଛାଡ଼ିଲା ଜିଆର୍ପି
ପୁରୀ ଅଫିସ, ୩ା୧:ଭୁବନେଶ୍ୱର ରେଳଷ୍ଟେଶନରୁ ଉଦ୍ଧାର ହୋଇଥିବା ରୁଷୀୟ ପର୍ଯ୍ୟଟକ ଗ୍ଲାଗୋଲେଭ ଆଣ୍ଡ୍ର୍ୟୁ (୬୫)ଙ୍କୁ ସୋମବାର ଜିଆର୍ପି ନେଇ ପୁରୀର ଗଙ୍ଗାରାମ ନୂଆସାହି ଅଞ୍ଚଳରେ ସେ ରହୁଥିବା ତାଙ୍କ ଭଡ଼ା ଘରେ ଛାଡ଼ିଛି। ଗ୍ଲାଗୋଲେଭଙ୍କ ଉପରେ ନଜର ରଖିବା ସହ...
ଅର୍କକ୍ଷେତ୍ରରେ ଗଡ଼ିଲା ସୂର୍ଯ୍ୟ ରଥ
କୋଣାର୍କ,୨।୧(ଡି.ଏନ୍.ଏ.):ନବବର୍ଷର ଆରମ୍ଭ ଆଉ ସୂର୍ଯ୍ୟପୂଜାର ପ୍ରାଚୀନ ପରମ୍ପରା ସହ ଜଡ଼ିତ ପବିତ୍ର ଶାମ୍ବଦଶମୀ ଅବସରରେ ରବିବାର ଅର୍କକ୍ଷେତ୍ର କୋଣାର୍କ ଚଳଚଞ୍ଚଳ ହୋଇପଡ଼ିଥିଲା। କୃଷ୍ଣପୁତ୍ର ଶାମ୍ବଙ୍କ ସୂର୍ଯ୍ୟପୂଜାରେ ରୋଗମୁକ୍ତ ହେବାର ପରମ୍ପରାକୁ ଉଜ୍ଜୀବିତ ରଖିବା ଲକ୍ଷ୍ୟନେଇ ଶହ ଶହ ବର୍ଷ ଧରି...
ଆଜିଠୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ୍ ମନା
ପୁରୀ ଅଫିସ,୧ା୧: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରୁ ଅର୍ଥାତ୍ ରବିବାରଠାରୁ ଶ୍ରୀମନ୍ଦିରକୁ ସ୍ମାର୍ଟ ଫୋନ ନେବା ଉପରେ କଟକଣା ଜାରି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀ, ସେବାୟତ ଓ ଜେଟିପି ସମସ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ସ୍ମାର୍ଟ ଫୋନ ନ ନେବାକୁ...
ଶାମ୍ବଦଶମୀରେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼
କୋଣାର୍କ,୧ା୧(ଡି.ଏନ୍.ଏ.): କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ଶାମ୍ବଦଶମୀ ଅବସରରେ ରବିବାର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ ପ୍ରବେଶ ଫି ଛାଡ଼ କରାଯାଇଛି। କୋଣାର୍କ ସୁରକ୍ଷା ସମିତିର ପୂର୍ବତନ ରାଜ୍ୟ ଆବାହକ ସ୍ବର୍ଗତ ଅଧ୍ୟାପକ ସୁରେନ୍ଦ୍ର ନାଥ ମିଶ୍ର ଓ ସମିତିର ସ୍ବର୍ଗତ...
ଶ୍ରୀକ୍ଷେତ୍ରରେ ନୂଆବର୍ଷ ଭିଡ଼, ଲାଗିଲା କଟକଣା
ପୁରୀ ଅଫିସ,୩୧।୧୨: ନୂଆ ଆଶା, ନୂଆ ଉଦ୍ଦୀପନା ନେଇ ଆସୁଛି ନୂଆବର୍ଷ। ୨୦୨୩କୁ ସ୍ବାଗତ କରିବାକୁ ଚାହିଁ ରହିଛନ୍ତି ବିଶ୍ୱବାସୀ। ପର୍ଯ୍ୟଟନ କ୍ଷେତ୍ର ପୁରୀରେ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଲାଗି ରହିଛି। ଶୁକ୍ରବାର ମଧ୍ୟ ଶ୍ରୀମନ୍ଦିର, ବଡଦାଣ୍ଡ ଓ...
୮ ଦାବି ନେଇ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିକ୍ଷୋଭ
ପୁରୀ ଅଫିସ,୩୧।୧୨: ଭାରତୀୟ ମଜଦୁର ସଂଘ ସଂଲଗ୍ନ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର୍ସ ଆସୋସିଏଶନର କର୍ମଚାରୀମାନଙ୍କ ଦୀର୍ଘଦିନର ଦାବିଗୁଡିକୁ ପୂରଣ କରିବା ଦାବିରେ ଶୁକ୍ରବାର ଆସୋସିଏଶନର ପୁରୀ ଜିଲା ଶାଖା ପକ୍ଷରୁ ଏକ ବିଶାଳ ପଦଯାତ୍ରା କରାଯାଇ ଜିଲାପାଳଙ୍କ...
ଦୁଇଦିନ ବନ୍ଦ ରହିବ ବଡ଼ଦାଣ୍ଡର ସମସ୍ତ ଦୋକାନ
ପୁରୀ ଅଫିସ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ...
ସବୁ ନାମୀଦାମୀ ହୋଟେଲ, ଲଜ୍ ବୁକ୍
ପୁରୀ ଅଫିସ,୩୦ା୧୨ସରି ଆସୁଛି ୨୦୨୨ ଏବଂ ପାଖେଇ ଆସୁଛି ନୂତନ ବର୍ଷ ୨୦୨୩। ନୂତନବର୍ଷକୁ ସ୍ବାଗତ କରିବା ପାଇଁ ଏବେଠୁ ଉତ୍ସବମୁଖର ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ପିଲାଙ୍କ ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ନୂତନ ବର୍ଷର...
ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍
ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ...
Archives


