ଶ୍ରୀମନ୍ଦିରରେ ଠେଲାପେଲା: ୨ ଭକ୍ତ ଆହତ
ପୁରୀ ଅଫିସ, ୧୬ା୧:ଶ୍ରୀମନ୍ଦିରରେ ପୁଣି ଘଟିଛି ଅଘଟଣ। ରବିବାର ପ୍ରବଳ ଭିଡ଼ ଯୋଗୁ ଶ୍ରୀମନ୍ଦିର ପରିସରସ୍ଥ ବାହାର କାଠ ନିକଟରେ ଠେଲାପେଲା ଘଟି ୨ଜଣ ଭକ୍ତ ଅଣନିଃଶ୍ୱାସୀ ହୋଇପଡ଼ିବା ସହ ଆହତ ହୋଇଛନ୍ତି। ସେମାନେ ହେଲେ କଟକର ଦିବ୍ୟା ସାହୁ (୧୬)…
ଶ୍ରୀମନ୍ଦିରରେ ଠେଲାପେଲା: ୨ ଆହତ
ପୁରୀ ଅଫିସ,୧୫।୧: ପୁରୀ ଶ୍ରୀମନ୍ଦିରରେ ରବିବାର ଠେଲାପେଲା ହୋଇଛି। ଏଥିରେ ୨ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ବେଳେ ଏଭଳି ଘଟଣା ଘଟିଛି। ତୋବ ଉଭୟ ଆହତଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ଜଣେ ସୁସ୍ଥ ଅନୁଭବ କରିବାରୁ…
ଘନକୁହୁୁଡ଼ି ଯୋଗୁ ଚିଲିକାରେ ୫୦ରୁ ଊର୍ଦ୍ଧ୍ୱ ଡଙ୍ଗା ବାଟବଣା: ଚଳାଚଳ ବନ୍ଦ
ବାଲୁଗାଁ/କୃଷ୍ଣପ୍ରସାଦ,୧୪।୧(ଡି.ଏନ୍.ଏ): ଚିଲିକାରେ ଘନକୁହୁଡ଼ି ଯୋଗୁ ଶନିବାର ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀବାହୀ ଡଙ୍ଗା ବାଟବଣା ହୋଇଥିବା ଜଣାପଡିଛି। ପବିତ୍ର ମକର ସଂକ୍ରାନ୍ତି ଅବସରରେ କାଳିଜାଈରେ ମକର ମେଳା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଭୋରୁରୁ ଯାତ୍ରୀଙ୍କୁ ଧରି କାଳିଜାଈ ମନ୍ଦିର ଯାଉଥିବା…
ଆଜି ଶ୍ରୀମନ୍ଦିରକୁ ବାହୁଡ଼ିବେ ମା’ ଲକ୍ଷ୍ମୀ
ପୁରୀ ଅଫିସ,୧୪।୧: ମା’ ଲକ୍ଷ୍ମୀ ପହିଲି ଭୋଗ ଅବସରରେ ବାପ ଘରକୁ ଯାଇଥିଲେ। ସେ ମକର ସଂକାନ୍ତିରେ ଶ୍ରୀମନ୍ଦିର ଫେରିବାର ପରମ୍ପରା ରହିଛି। ଏ ନେଇ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇଉଠିଛି। ଚୂନରା ସେବକମାନେ ରଙ୍ଗ ଲେପି ଶ୍ରୀମନ୍ଦିର ସୌନ୍ଦର୍ଯ୍ୟ କରୁଛନ୍ତି ।…
ଆଜି ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି
ଭୁବନେଶ୍ୱର/ପୁରୀ ଅଫିସ ୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଦିନ ମକର ରାଶିରେ ସୂର୍ଯ୍ୟଙ୍କ ପ୍ରବେଶ ସହ ଉତ୍ତରାୟଣ ଗତି ଆରମ୍ଭ ହୁଏ। ଆଜିଠୁ ଶୀତ ମଧ୍ୟ କମ୍ ହୋଇଥାଏ । ତେବେ ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର…
ଶ୍ରୀମନ୍ଦିରରେ ପହଞ୍ଚିଲା ମକର ତାଡ଼
ପୁରୀ ଅଫିସ ୧୪।୧: ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି ଶନିବାର ସମ୍ପନ୍ନ ହେବ ପର୍ବ। ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ସ୍ବତନ୍ତ୍ର ବେଶ ଅନୁଷ୍ଠିତ କରାଯିବ। ମହାପ୍ରଭୁଙ୍କୁ ମକର ଚାଉଳ ଭୋଗ ଅର୍ପଣ କରାଯିବ । ଘଣ୍ଟ ଛତାର…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ
ପୁରୀ ଅଫିସ, ୧୪ା୧: ମକର ସଂକ୍ରାନ୍ତି ପୂର୍ବଦିନ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଲାଣ ଓ ଫୁଲ ମେଲାଣ ଉତ୍ସବ ସମ୍ପନ୍ନ ହୋଇଛି। ଖୁଣ୍ଟିଆ ଓ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଲାଗିକରିଥିଲେ। ବଡ଼ସିଂହାର ବେଶରେ…
ପ୍ରସ୍ତାବ ଦିଆଯିବା ସତ୍ତ୍ୱେ ପଦକ୍ଷେପ ନେଉନି ପ୍ରଶାସନ
ପୁରୀ ଅଫିସ, ୧୩ା୧: ଭଙ୍ଗା ରତ୍ନପଲଙ୍କରେ ମହାପ୍ରଭୁଙ୍କ ଶୟନ ନୀତି ହେଉଛି। ରତ୍ନପଲଙ୍କ ଦୁର୍ବଳ ହୋଇ ପଡ଼ିଥିବାବେଳେ ଏହାର ଗୋଡ଼ ଦୋହଲୁଛି। ରୁପା କାରୁକାର୍ଯ୍ୟ ନଷ୍ଟ ହେବାକ ବସିଲାଣି। ବାରମ୍ବାର ଦାବି ସତ୍ତ୍ୱେ ଶ୍ରୀମନ୍ଦିର ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେଉନାହିଁ ବୋଲି…
ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ
ପୁରୀ ଅଫିସ,୧୩।୧: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହିଦିନ ସନ୍ଧ୍ୟା ଆଳତି…
ଜାତୀୟ ପତାକାକୁ ଅସମ୍ମାନ କରି ପିଇଓ ଗିରଫ
ଗୋପ/କୋଣାର୍କ,୧୩।୧(ଡି.ଏନ୍.ଏ.): ଭାରତର ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗରେ କୋଣାର୍କ ଥାନା ପୋଲିସ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ ଥାନା ତଥା ଗୋପ ବ୍ଲକ ଅନ୍ତର୍ଗତ ଶିମିଳି ପଞ୍ଚାୟତର ପ୍ରଶାନ୍ତ କୁମାର ସ୍ବାଇଁ।…
ରିଭର୍ସ ସ୍ପିଡ୍ ପେଣ୍ଟିଂ ମାଧ୍ୟମରେ ବିଶ୍ୱକପ୍ର ଶୁଭେଚ୍ଛା ଜଣାଇଲେ ଆୟୁଷ
ପୁରୀ ଅଫିସ, ୧୨ା୧: ବୁଧବାରଠାରୁ ହକି ବିଶ୍ୱକପ୍ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସାରା ଦେଶରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି। ପୁରୀର ଚିତ୍ରଶିଳ୍ପୀ ଆୟୁଷ ମହାପାତ୍ର ଓଲଟା ବା ରିଭର୍ସ ସ୍ପିଡ୍ ପେଣ୍ଟିଂ କରି ବିଶ୍ୱକପ୍ର ଶୁଭେଛା ଜଣାଇଛନ୍ତି। ଓଡ଼ିଶାର…
ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନେଇ ଦ୍ୱନ୍ଦ୍ୱ
ପୁରୀ ଅଫିସ, ୧୨।୧: ଶ୍ରୀମନ୍ଦିରରେ ଅସରପା ଓ ମୂଷାଙ୍କ ଉତ୍ପାତ ଯୋଗୁ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ ସୃଷ୍ଟି ହୋଇଥିବା ଆଶଙ୍କା ଦେଖାଦେଇଛି। ଏନେଇ କେତେଜଣ ସେବାୟତ ଅଭିଯୋଗ ଆଣିବା ସହ ଉଦ୍ବେଗ ପ୍ରକାଶ କରିଛନ୍ତି। ଗର୍ଭଗୃହରେ ଅନ୍ଧାରର ସୁଯୋଗ ନେଇ…
Archives


