ପୁରୀ

ଗୋପବନ୍ଧୁ ଆମ ପାଇଁ ପ୍ରେରଣାଦାୟୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଆକର୍ଷଣୀୟ ଐତିହ୍ୟ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ୍‌ ସ୍ମୃତି…

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୩ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ସୁଆଣ୍ଡୋ ଗ୍ରାମରେ ପହଞ୍ଚିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ସୁଆଣ୍ଡୋଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଥିଲେ। ସେଠାରୁ ପ୍ରଥମେ ଗାଁମୁଣ୍ଡରେ ଥିବା ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ। ପରେ…

ଆଜି ସୁଆଣ୍ଡୋ ଆସିବେ ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ./ସ୍ବ.ପ୍ର.): ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଓଡ଼ିଆ ଜାତିର ଚିରନମସ୍ୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମର ମାନ୍ୟତା ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଉନ୍ନୟନ କରାଯାଇଛି। ଗୁରୁବାର ଏହା ଜନମାନସ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ…

ଏସ୍‌ସିଏସ୍‌ କଲେଜ ବିଶ୍ୱବିଦ୍ୟାଳୟ ହେଉ

ପୁରୀ ଅଫିସ,୨୨।୨: ପୁରୀର ବହୁ ପୁରାତନ କଲେଜ ସାମନ୍ତ ଚନ୍ଦ୍ରଶେଖର(ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟକୁ ସରକାର ବିଶ୍ୱବିଦ୍ୟାଳୟ ଘୋଷଣା କରିବାକୁ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଦାବି କରିଛନ୍ତି। ଏହି ପରିପ୍ରେକ୍ଷୀରେ ବିଧାୟକ ଷଡ଼ଙ୍ଗୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଭେଟି ଏକ…

ଗୋଚର ଜମି ଜବରଦଖଲ: ସଙ୍କଟରେ ପ୍ରାଣୀ ସମ୍ପଦ

କଣାସ,୨୦।୨(ସ୍ବ.ପ୍ର.): ପୁରୀ ଜିଲା ଚିଲିକା ଉପକୂଳରେ ଅବସ୍ଥିତ କଣାସ ବ୍ଲକରେ ଗୋଚରଜମି ଜବରଦଖଲ ହୋଇଥିବାବେଳେ ପଶୁଙ୍କ ପାଇଁ ଥିବା ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ଆବଶ୍ୟକ କର୍ମଚାରୀ ନାହାନ୍ତି। ଫଳରେ ବ୍ଲକରେ ଦିନକୁ ଦିନ ପ୍ରାଣୀଙ୍କ ମୃତ୍ୟୁ ଘଟୁଛି ଏବଂ ପ୍ରାଣୀ ସମ୍ପଦ…

୨୫ରେ ଓଡ଼ିଶା-ଜାପାନ ମହୋତ୍ସବ

ପୁରୀ ଅଫିସ,୨୦ା୨: ଚଳିତ ମାସ ୨୫ ତାରିଖ ସନ୍ଧ୍ୟା ୫ଟାରେ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡ୍‌ର ବାଲିଘାଇ ଛକସ୍ଥିତ ଚନ୍ଦ୍ରଶେଖର ଏକାଡେମୀ ପରିସରରେ ଓଡ଼ିିଶା-ଜାପାନ ମହୋତ୍ସବ ଅନୁଷ୍ଠିତ ହେବ। ଜାପାନରୁ ଆସିଥିବା କଳାକାରମାନେ ଏଥିରେ ଜାପାନର କଳା, ସଂସ୍କୃତି ପ୍ରଦର୍ଶନ କରିବେ।…

ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ, ୧୮ା୨: ମହାଶିବରାତ୍ରି ତଥା ଜାଗର ପାଇଁ ପୁରୀ ଜିଲାର ପ୍ରମୁଖ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି। ଶନିବାର ମହାଶିବରାତ୍ରି ତଥା ଜାଗରରେ ଶ୍ରଦ୍ଧାଳୁମାନେ ଉପବାସ କରିବା ସହ ରାତି ଉଜାଗର ରହି ଜାଗର ଦୀପ ଜାଳିବେ। ବିଶେଷକରି ପୁରୀ ସହରର…

୧ରୁ ୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ଡେଲାଙ୍ଗ,୧୭।୨(ଡି.ଏନ୍‌.ଏ): ଶିକ୍ଷା କ୍ଷେତ୍ରରେ ସରକାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଥିବାବେଳେ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଡେଲାଙ୍ଗ ବ୍ଲକ ଅଧୀନ ରେଙ୍ଗଳ ପଞ୍ଚାୟତର ଝାଡପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ସରକାରଙ୍କ…

ସବୁ ବିଭାଗର ସମନ୍ବୟ ରହିଲେ ଦୁର୍ଘଟଣା କମିବ

ପୁରୀ ଅଫିସ,୧୭।୨: ସଡ଼କ ସୁରକ୍ଷା ଏକ ସାମୂହିକ ଦାୟିତ୍ୱ। ବିଭିନ୍ନ ବିଭାଗ ପରସ୍ପର ମଧ୍ୟରେ ସୁସମନ୍ବୟ ରଖି କାର୍ଯ୍ୟ କଲେ ଏହାର ସୁଫଳ ମିଳିବା ସହ ଅନେକ ଜୀବନ ରକ୍ଷା ହୋଇପାରିବ ବୋଲି ସଡ଼କ ସୁରକ୍ଷାର ସୁପ୍ରିମକୋର୍ଟ ମନିଟରିଂ କମିଟିର ସେକ୍ରେଟାରୀ…

‘ଜାତୀୟ ପତାକା ଭାରତର ଆତ୍ମା’

ପୁରୀ ଅଫିସ, ୧୪ା୨:ଜାତୀୟ ପତାକା ଭାରତର ଆତ୍ମା। ଏହା ଭାରତର ପ୍ରକୃତ ଚରିତ୍ର ଓ ପରିଚୟ, ଯାହା ପ୍ରତ୍ୟେକ ଭାରତୀୟଙ୍କୁ ଦେଶପ୍ରେମରେ ଉଦବୁଦ୍ଧ କରିଥାଏ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ସୋମବାର ପୁରୀ ପ୍ରବେଶ ପଥ ବୀରହରେକୃଷ୍ଣପୁର ଛକଠାରେ…

ଶାସନ ଶ୍ରୀରାମଚନ୍ଦ୍ରପୁରକୁ ଐତିହ୍ୟ ଗ୍ରାମ ମାନ୍ୟତା ଦିଆଯାଉ

ସାକ୍ଷୀଗୋପାଳ,୧୩।୨(ସ୍ବ.ପ୍ର./ଡି.ଏନ୍‌.ଏ.):ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଆଚାର୍ଯ୍ୟ ଯୁବ ପରିଷଦଙ୍କ ମିଳିତ ସହଯୋଗରେ ଆଚାର୍ଯ୍ୟ ହରିହର ଦାସଙ୍କର ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ରବିବାର ସାରେ ସାକ୍ଷୀଗୋପାଳ ନିକଟସ୍ଥ ଶ୍ରୀରାମଚନ୍ଦ୍ରପୁର ଶାସନରେ ଏକ ସାରସ୍ବତ ସଭାର ଆୟୋଜନ କରାଯାଇଥିଲା। ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri