ପୁରୀ

ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି। ସେ ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ଖଣ୍ଡାୟତ…

ରଥକାଠ ଅନୁକୂଳ ପାଇଁ କୁରାଢ଼ି ନିର୍ମାଣ

ପୁରୀ ଅଫିସ,୧୯।୪: ଚଳିତ ମାସ ୨୩ ତାରିଖରେ ଅକ୍ଷୟ ତୃତୀୟା। ଏହିଦିନଠାରୁ ବାହାର ଚନ୍ଦନଯାତ୍ରା ଆରମ୍ଭ ସହ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଅକ୍ଷୟତୃତୀୟା ତିଥିରେ ବାହାର ଚନ୍ଦନଯାତ୍ରା ପାଇଁ ଶ୍ରୀ ରାମକୃଷ୍ଣ, ଶ୍ରୀମଦନମୋହନ, ଶ୍ରୀଦେବୀ, ଭୂଦେବୀ…

ଆଜି ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୪: ବୈଶାଖ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହମାନଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ତେବେ ଏହି ଗୁପ୍ତନୀତି ଅପରାହ୍ନ…

ଛତିଶା ନିଯୋଗ ବୈଠକ: ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ, ୧୮।୪ : ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ…

ବିଦ୍ୟାଳୟ ଶ୍ରେଣୀଗୃହରୁ ଖସିଲା ଓରା

ଗୋପ,୧୮।୪(ଡି.ଏନ୍‌.ଏ.): ପୁରୀ ଜିଲାର ସର୍ବପୁରାତନ ବିଦ୍ୟାଳୟ ମଧ୍ୟରେ ରହିଛି ଗୋପର ନିଗମାନନ୍ଦ ସ୍ମାର୍ଟ ସ୍କୁଲ। ଏହି ପୁରାତନ ବିଦ୍ୟାଳୟରେ ସପ୍ତାହ ତଳେ ଏକ ଶ୍ରେଣୀଗୃହର ଆଜବେଷ୍ଟସରେ ଲାଗି ଥିବା ଗୋଟିଏ ବଡ଼ ଓରା(କାଠ ଶ୍ରେଣୀ) ଖସି ପଡ଼ିଯାଇଥିଲା। ଏହାକୁ ନେଇ ଛାତ୍ରୀଛାତ୍ର…

ଚନ୍ଦ୍ରଭାଗାରେ ପାନୀୟଜଳ ଟ୍ୟାପ୍‌ ଅଚଳ

କୋଣାର୍କ,୧୮।୪(ଡି.ଏନ୍‌.ଏ.): ଚନ୍ଦ୍ରଭାଗାଠାରେ ପର୍ଯ୍ୟଟକ, ପଥଚାରୀ ଓ ଜନସାଧାରଣଙ୍କ ନିମନ୍ତେ ଓ୍ବାଟ୍‌କୋ ପକ୍ଷରୁ ନିର୍ମିତ ପାନୀୟଜଳ ଟ୍ୟାପ୍‌ ଅଚଳାବସ୍ଥାରେ ପଡ଼ିଛି। ଏଥିଯୋଗୁ ଏଠାକୁ ଆସୁଥିବା ଲୋକେ ପାନୀୟଜଳ ନ ପାଇ ପ୍ରଚଣ୍ଡ ରୌଦ୍ରତାପ ଜନିତ ସମସ୍ୟାରେ ଛଟପଟ ହେଉଛନ୍ତି। ଚନ୍ଦ୍ରଭାଗା ପୁରାଣ ପ୍ରସିଦ୍ଧ…

ଆଜି ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ

ପୁରୀ ଅଫିସ, ୧୮ା୪: ଚଳିତ ମାସ ୨୩ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଅକ୍ଷୟ ତୃତୀୟା ଅନୁଷ୍ଠିତ ହେବ। ଏହି ଦିନଠାରୁ ନରେନ୍ଦ୍ର ପୁଷ୍କରିଣୀରେ ବାହାରଚନ୍ଦନଯାତ୍ରା ଆରମ୍ଭ ହେବା ସହ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ କରାଯିବ।…

ଅବହେଳିତ ଅବସ୍ଥାରେ ପ୍ରାଚୀନ ମଠ, ମନ୍ଦିର

ପୁରୀ ଅଫିସ, ୧୮ା୪:: ହିନ୍ଦୁମାନଙ୍କ ଶ୍ରେଷ୍ଠ ଚାରି ଧାମ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। କଳା, ସଂସ୍କୃତି ଓ ଐତିହ୍ୟର ଏହି କ୍ଷେତ୍ର ଦେଶର ଅନ୍ୟତମ ପ୍ରାଚୀନ ଐତିହ୍ୟ ପୀଠ ଭାବେ ପରିଚିତ। ତେବେ କାଳକ୍ରମେ ଶ୍ରୀକ୍ଷେତ୍ରର ଐତିହ୍ୟ ଭୁଶୁଡ଼ିଗଲାଣି। ରକ୍ଷଣାବେକ୍ଷଣ ଅଭାବ…

୧୬ ମାସରେ ସରିବ ପୁରୀ ରେଳଷ୍ଟେଶନ କାମ

ପୁରୀ ଅଫିସ, ୧୭ା୪: କେନ୍ଦ୍ର ରେଳ ଓ ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜର୍ଦ୍ଦୋଶ ରବିବାର ପୁରୀ ଗସ୍ତରେ ଆସି ରେଳଷ୍ଟେଶନ ନିରୀକ୍ଷଣ କରିବା ସହିତ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ଛାପ ରହିବ ବୋଲି ମନ୍ତ୍ରୀ…

ପୁରୀ, କୋଣାର୍କ ବୁଲିଲେ ୮ ଦେଶର ପ୍ରତିନିଧି ମଣ୍ଡଳୀ

ପୁରୀ ଅଫିସ/କୋଣାର୍କ,୧୭ା୪ (ଡି.ଏନ୍‌.ଏ): ଚଳିତ ବର୍ଷ ଭାରତରେ ଜି-୨୦ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ଉକ୍ତ ବୈଠକରେ ଅଧ୍ୟକ୍ଷତା କରୁଛି। ତେଣୁ ଜି-୨୦ ସମ୍ମିଳନୀକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ…

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ ଅଫିସ,୧୭ା୪: ସୋମବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଦ୍ୱିତୀୟ ଭୋଗ ପରେ ପଇତା ଲାଗି ନୀତି ଯୋଗୁ ଦର୍ଶନ ବନ୍ଦ ରହିବବୋଲି ଶ୍ରୀମନ୍ଦିର…

ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ଧାର୍ମିକ ସହର ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?