ପୁରୀ

ଖାଇଫୋଡ଼ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପିଠିରେ କଣ୍ଟା ଫୁଟାଇ ୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ

ସାକ୍ଷୀଗୋପାଳ,୧୪।୪(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଭୀମପୁର ଓ ଦାସ ବିଦ୍ୟାଧରପୁର ଗ୍ରାମରେ ବେଶ୍‌ ଧୁମଧାମ୍‌ରେ ପାରମ୍ପରିକ ଖାଇଫୋଡ଼ ଯାତ୍ରା ପାଳିତ ହୋଇଯାଇଛି । ମହାବିଷୁବ ସଂକ୍ରାନ୍ତି ଅବସରରେ ଭୀମପୁର ଗ୍ରାମର ମା’ ଗଡ଼ଚଣ୍ଡିଙ୍କ ମନ୍ଦିର ଏବଂ ଦାସବିଦ୍ୟାଧରପୁର ବଡ଼ ପୋଖରୀରେ…

ଶ୍ରୀକ୍ଷେତ୍ରରେ ଅଧିକାଂଶ ସିସିଟିଭି ଅଚଳ

ପୁରୀ ଅଫିସ,୧୪ା୪: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରାକୁ ସମାପନ କରିବା ପାଇଁ ପୁରୀ ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ପୁରୀ ଏସ୍‌ପି ଡ. କନୱର ବିଶାଳ ସିଂହ…

ପୁରୀରେ ପହଞ୍ଚତ୍ଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧୩ା୪: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପବିତ୍ର ଅକ୍ଷୟ ତୃତୀୟାଠାରୁ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ତେଣୁ ପର୍ଯ୍ୟାୟ କ୍ରମେ ରଥକାଠ ଆସି ପୁରୀରେ ପହଞ୍ଚୁଛି। ଏହି…

ଶାମୁକା ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ

ପୁରୀ ଅଫିସ, ୧୩ା୪: ଜଣାଶୁଣା ବରିଷ୍ଠ ଶାମୁକା ଶିଳ୍ପୀ ତଥା ସଂସ୍କୃତିପ୍ରେମୀ ଗୁରୁ ରଘୁନାଥ ମହାପାତ୍ରଙ୍କର ପୁରୀ ଅମଲା କ୍ଲବସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଶାମୁକା ଶିଳ୍ପକୁ ଓଡ଼ିଶାରେ ପରିଚିତ କରାଇବାରେ…

ରଥଯାତ୍ରା ପାଇଁ ୨୧୦ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୧୨।୪: ଜୁନ ୨୦ରେ ମହାପ୍ରଭୁଙ୍କ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ରଥକାଠ ମଧ୍ୟ ପର୍ଯ୍ୟାୟକ୍ରମେ ପୁରୀରେ ପହଞ୍ଚତ୍ବାରେ ଲାଗିଛି। ତେବେ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍‌ଡିସି) ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ…

ଆଜି ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ ଅଫିସ, ୧୧ା୪: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ତଥା ସୁରୁଖୁରୁରେ ସମ୍ପନ୍ନ କରିବା…

ନୂତନ ୮୨୦୦ ଇଭିଏମ୍‌ର ଯାଞ୍ଚ ଆରମ୍ଭ

ପୁରୀ ଅଫିସ, ୧୧।୪: ଆଗାମୀ ୨୦୨୪ ମସିହାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ହାଇଦ୍ରାବାଦସ୍ଥିତ ଇସିଆଇଏଲ୍‌ କମ୍ପାନୀରୁ ୮୨୦୦ଟି ନୂତନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଗତ ୪ତାରିଖରେ କଡ଼ା ସୁରକ୍ଷା ମଧ୍ୟରେ ଆସି ପୁରୀରେ ପହଞ୍ଚତ୍ଥିଲା। ୪୧୦୦ ବାଲାଟ…

ଦୁର୍ଘଟଣା ମୃତ୍ୟୁହାର ହ୍ରାସ ଉପରେ ଗୁରୁତ୍ୱ

ପୁରୀ ଅଫିସ,୯।୪: ରାଜ୍ୟ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ଓ କମିଶନର ଅରୁଣ ବୋଥ୍ରାଙ୍କ ନିର୍ଦ୍ଦେଶକ୍ରମେ ଏବଂ ପୁରୀ ଜ଼ିଲାପାଳ ସମତ ବର୍ମା, ଏସ୍‌ପି କନୱର ବିଶ୍ୱାଲ ସିଂଙ୍କ ପରାମର୍ଶ କ୍ରମେ ଜ଼ିଲା ପୋଲିସ, ଆଞ୍ଚଳିକ ପରିବହନ ବିଭାଗ…

ପୁରୀରେ ପହଞ୍ଚତ୍ଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ ଅଫିସ,୯।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପୂର୍ବରୁ ନୟାଗଡ଼ ବନଖଣ୍ଡରୁ ପ୍ରଥମ ପର୍ଯ୍ୟାୟରେ ୧୦୪ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୪ଗୋଟି କାଠ ପୁରୀ ପହଞ୍ଚତ୍ଥଲା। ତେବେ ଶନିବାର ବୌଦ୍ଧ ବନଖଣ୍ଡରୁ…

ଡାକ୍ତର ଅଭାବରୁ ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ

ପୁରୀ ଅଫିସ,୭।୪: ରାଜ୍ୟରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଉନ୍ନତି କରିବା ଦିଗରେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେବା ସହ ବିଭିନ୍ନ ସମୟରେ ରାଜ୍ୟବାସୀଙ୍କୁ ସୂଚନା ଦେଉଛନ୍ତି। ମାତ୍ର ବାସ୍ତବରେ ତା’ର ବିପରିତ ଚିତ୍ର ଦେଖିବାକୁ ମିଳିଛି। ରାଜ୍ୟର ଧାର୍ମିକ ରାଜଧାନୀ ତଥା…

ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

କୃଷ୍ଣପ୍ରସାଦ,୬ା୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଜହ୍ନିକୁଦାରୁ ସାତପଡ଼ାକୁ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ବୁଧବାର ଚିଲିକାରେ ଫସିଯାଇଥିଲା। ଫଳରେ ଏଥିରେ ଥିବା ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ଖବରପାଇ ଅନ୍ୟ ଦୁଇଟି ଡଙ୍ଗା ପହଞ୍ଚିବା ପରେ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଥିଲା।…

ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି

ପୁରୀ ଅଫିସ, ୫।୪: ଚୈତ୍ର ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ମଙ୍ଗଳବାର ଅବସରରେ ଶ୍ରୀମନ୍ଦିରରେ ଦୟଣା (ଦମନକ) ଚୋରି ନୀତି ସମ୍ପନ୍ନ ହୋଇଛି। ଅପରପକ୍ଷରେ ଏହି ନୀତି ଯୋଗୁ ଶ୍ରୀମନ୍ଦିରରେ ରାମଲୀଳା ନୀତି ବନ୍ଦ ରହିଥିଲା। ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?