ପୁରୀ

ଅଲିଭ୍‌ ରିଡ୍‌ଲେଙ୍କୁ ବିପଦ ଟ୍ରଲର, ବୋଟ୍‌; ନିଷିଦ୍ଧାଞ୍ଚଳରେ ଚାଲିଛି ଅବାଧ ମାଛମରା

କୋଣାର୍କ,୧୮ା୧୨(ଡି.ଏନ୍‌.ଏ.): ଉପକୂଳରେ ଅସୁରକ୍ଷିତ ଅଲିଭ ରିଡ୍‌ଲେ। ଅନ୍ତୁଡ଼ିଶାଳ ପାଲଟିଛି ଶ୍ମଶାନ। ଅଣ୍ଡାଦାନରେ ବାଧକ ସାଜିଛି ବେଆଇନ ଟ୍ରଲର ଚଳାଚଳ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ନଭେମ୍ବର ୧ରୁ ମେ ୩୧ପର୍ଯ୍ୟନ୍ତ ସମୁଦ୍ରକୂଳରୁ ୨୦କିଲୋମିଟର ମଧ୍ୟକୁ କେହି ମାଛ ଧରିବା ପାଇଁ ଯାଇପାରିବେ ନାହିଁ।…

ଶ୍ରୀମନ୍ଦିରରେ ଲାଗି ହେଲା ପହିଲି ଭୋଗ

ପୁରୀ ଅଫିସ,୧୬ା୧୨: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠାରୁ ମକର ସକ୍ରାନ୍ତି ଯାଏ ମାସେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିହେବ। ଏନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଇଛି। ଏହି ମାସରେ ମହାଲକ୍ଷ୍ମୀ ବାପ ଘରକୁ…

ନିମାପଡ଼ାକୁ ସବ୍‌ଡିଭିଜନ ମାନ୍ୟତା ଦାବି ତେଜୁଛି

ଗୋପ,୧୬।୧୨(ଡି.ଏନ୍‌.ଏ.): ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ୧୯୭୬ ମସିହାରେ ନବ ଦାଶ କମିଶନ ବସାଇ ଜିଲା ସଂଖ୍ୟା ବୃଦ୍ଧି ସହ ସବ୍‌ଡିଭିଜନ ସଂଖ୍ୟା ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିଲେ। ଆଇନଶୃଙ୍ଖଳା ଦୃଷ୍ଟିରୁ ସବ୍‌ଡିଭିଜନ ସଂଖ୍ୟା ଜନସଂଖ୍ୟା ଅନୁସାରେ ବୃଦ୍ଧି କରିବାକୁ କମିଶନରେ…

ମୋ ପୋଖରୀ ଖୋଳାରେ ଦୁର୍ନୀତି ଅଭିଯୋଗ

ଗୋପ,୧୬।୧୨(ଡି.ଏନ୍‌.ଏ.): ଗୋପ ବ୍ଲକ ନାଗପୁର ପଞ୍ଚାୟତର ନାରୁଅ ଗ୍ରାମରେ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଅନ୍ତର୍ଭୁକ୍ତ ୬ଟି ମୋ ପୋଖରୀ ଖୋଳାରେ ଦୁର୍ନୀତି ହେବା ନେଇ ଅଭିଯୋଗ ହୋଇଥିଲା। ତେବେ ଏହି ଅଭିଯୋଗକ୍ରମେ ଗୁରୁବାର ରାଜ୍ୟସ୍ତରୀୟ ଏକ ୬ଜଣିଆ…

ଗଡ଼ିଶାଗୋଦା-ଜଙ୍କିଆ ଦୟାନଦୀ ବନ୍ଧ କାମ ନିମ୍ନମାନର

କଣାସ,୧୬।୧୨(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ରାସ୍ତାଘାଟର ନିର୍ମାଣ ଦିଗରେ ଅଧିକ ଗୁରୁତ୍ୱ ଦେଇ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ରାସ୍ତା ନିର୍ମାଣବେଳେ ନିମ୍ନମାନର କାର୍ଯ୍ୟ କରାଯାଉଛି। ବର୍ତ୍ତମାନ ସମୟରେ କଣାସ ବ୍ଲକର ଗଡିଶାଗୋଦାଠାରୁ ଜଙ୍କିଆ…

କେଳୁଣୀ ମୁହାଣରୁ ବେଆଇନ ଟ୍ରଲର ଜବତ

କୋଣାର୍କ,୧୬।୧୨(ଡି.ଏନ୍‌.ଏ.):ଅସ୍ତରଙ୍ଗ ଅନ୍ତର୍ଗତ କେଳୁଣୀ ମୁହାଣ ନିକଟ ନିଷିଦ୍ଧାଞ୍ଚଳରୁ ଗୁରୁବାର ଅପରାହ୍ନରେ ଅସ୍ତରଙ୍ଗ ବନ ବିଭାଗ ପକ୍ଷରୁ ଏକ ବେଆଇନ ଟ୍ରଲର ଜବତ କରାଯାଇଛି। ଉକ୍ତ ଟ୍ରଲର ନାମ ମହାଲକ୍ଷ୍ମୀ ହୋଇଥିବା ବେଳେ ଏହା ଅସ୍ତରଙ୍ଗ ନୂଆଗଡ଼ ଅଞ୍ଚଳର ବୋଲି ଜଣାପଡିଛି। ଏଥିସହ…

ଜାନୁୟାରୀ ୧ରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ମନା

ପୁରୀ ଅଫିସ,୧୫।୧୨: ଆସନ୍ତା ଜାନୁୟାରୀ ୧ ତାରିଖରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ବାରଣ କରାଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ନୀତି ସମ୍ବନ୍ଧୀୟ ଅପ୍‌ଡେଟ ପାଇଁ ଶାଖା କାର୍ଯ୍ୟାଳୟ ଏବଂ ଗାରଦରେ ଗୋଟିଏ ମୋବାଇଲ ରହିବ। ସିଂହଦ୍ୱାର…

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ ୧୪ା୧୨: ପୌଷ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ବୁଧବାର ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ଏହି ନୀତି ଅନ୍ୟତମ। ଏହି ନୀତି ସମ୍ପାଦନ ନିମନ୍ତେ…

ସୂର୍ଯ୍ୟମନ୍ଦିରକୁ ବିକୃତ କରୁଥିବା ଏଲ୍‌ଇଡି ଲାଇଟ୍‌ ବନ୍ଦ

ପୁରୀ ଅଫିସ/ କୋଣାର୍କ,୧୩।୧୨(ଡି.ଏନ୍‌.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରରେ ଧାଡ଼ି କରି ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିବାରୁ ବିକୃତ ଭାବେ ଦୂରରୁ ଆଲୋକୀକରଣ ହେଉଥିଲା। ଏ ନେଇ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସନ୍ତୋଷ ପ୍ରକାଶ କରିବା ସହ ଏଏସ୍‌ଆଇ ଓ ସଂସ୍କୃତ ବିଭାଗକୁ ଟୁଇଟ୍‌…

‘କ୍ଷୟ ହେବାକୁ ବସିଛି ଉପକୂଳ ଅଞ୍ଚଳ’

ପୁରୀ ଅଫିସ, ୧୩ା୧୨:ପୁରୀ ଜିଲା ସ୍ବେଚ୍ଛାସେବୀ ସଙ୍ଗଠନ ସାମ୍ମୁଖ୍ୟ ‘ଦି ବେଲ୍‌’ ଏବଂ ଷ୍ଟେଟ ବ୍ୟାଙ୍କ୍‌ର ମିଳିତ ସହଯୋଗରେ ସୋମବାର ମହୋଦଧି ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା କାୟାକିଂ ରାଲି। ପୁରୀ ସମୁଦ୍ରରେ ପ୍ରଥମ ଥର…

ବେଆଇନ କୋଠା ନିର୍ମାଣ ଯାଞ୍ଚ ହେବ

ପୁରୀ ଅଫିସ ୧୨ା୧୨: ପୁରୀ ବଡ଼ଦାଣ୍ଡରୁ ଆରମ୍ଭକରି ବେଳାଭୂମି ପର୍ଯ୍ୟନ୍ତ ଅନେକ ବେଆଇନ କୋଠା ନିର୍ମାଣ ହୋଇଛି। କେଉଁଠି ପିକେଡିଏ ନିୟମ ତ ଆଉ କେଉଁଠାରେ ସିଆର୍‌ଜେଡ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇ ବେଆଇନ କୋଠା ନିର୍ମାଣ ଚାଲିଛି। ଏହା ପ୍ରଶାସନ…

‘ସୂର୍ଯ୍ୟମନ୍ଦିର ଗରିମାକୁ କ୍ଷୁଣ୍ଣ କରୁଛି ଏଏସ୍‌ଆଇ’

କୋଣାର୍କ, ୧୦ା୧୨(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟ କୋଣାର୍କର ଗର୍ବ ଓ ଗୌରବ ହେଉଛି ସୂର୍ଯ୍ୟମନ୍ଦିର। ଏହାର ଐତିହ୍ୟ, ସ୍ଥାପତ୍ୟ ଓ କଳାସଂସ୍କୃତି ବିଶ୍ବରେ ଅନନ୍ୟ ଏବଂ ଅଦ୍ବିତୀୟ। ସୂର୍ଯ୍ୟ ମନ୍ଦିର ଓଡ଼ିଶାର ଅସ୍ମିତା ଓ ସଂସ୍କୃତିର ପ୍ରାଣକେନ୍ଦ୍ର। କେନ୍ଦ୍ର ସରକାରଙ୍କ ଅଧୀନ ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri