ପୁରୀ

ସମୟ ସୀମା ଶେଷ ସତ୍ତ୍ୱେ ସରୁନି ରାସ୍ତା କାମ

ବଳଙ୍ଗା,୪।୩(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ସଡ଼କଠାରୁ ଆରମ୍ଭ କରି ଜଳ, ବିଦ୍ୟୁତ୍‌ ଭଳି ସବୁ କ୍ଷେତ୍ରରେ ବିକାଶ କରିବା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଉନ୍ନତମାନର କାର୍ଯ୍ୟ କରାଯାଉଛି। ହେଲେ ସରକାରୀ ଅଧିକାରୀମାନେ କାର୍ଯ୍ୟଗୁଡ଼ିକର ତଦାରଖ କରୁ ନ…

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ପିଣ୍ଟୁ

ପୁରୀ ଅଫିସ,୩।୩: ପଞ୍ଚଭୂତରେ ବିଲୀନ ହେଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ଭାଇ ଅଭିରାମଙ୍କ ପୁଅ ସାଇ ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ଏହି ସମୟରେ ସ୍ବର୍ଗଦ୍ୱାରରେ ଶୋକକୂଳ ପରିବେଶ ସୃଷ୍ଟି ହୋଇଥିଲା।…

ନିର୍ମାଣ ପରେ ବି କାର୍ଯ୍ୟକ୍ଷମ ହେଉନି ଥାନା

ନିମାପଡ଼ା,୩।୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଗୃହ ବିଭାଗର ପ୍ରାୟ ୧ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟରେ ନିମାପଡ଼ାଠାରେ ବହୁ ପ୍ରତୀକ୍ଷିତ ନବନିର୍ମିତ ନିମାପଡ଼ା ଥାନାର ନୂତନ ବିଲ୍ଡିଂ ନିର୍ମାଣ କାର୍ଯ୍ୟ ମାସେ ହେବ ସରିଛି। ପୋଲିସ ହାଉସିଂବୋର୍ଡ ଏହି ନବନିର୍ମିତ ଥାନା…

ଶ୍ରୀମନ୍ଦିରରେ ହୋଇନି ସ୍ବତନ୍ତ୍ର ର଼୍ୟାମ୍ପ ବ୍ୟବସ୍ଥା

ପୁରୀ ଅଫିସ, ୨ା୩: ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିବାରେ ହଇରାଣ ହେଉଛନ୍ତି। ତେଣୁ ସେମାନଙ୍କ ନିମନ୍ତେ ସ୍ବତନ୍ତ୍ର ର଼୍ୟାମ୍ପ ନିର୍ମାଣ କରାଯିବାକୁ ସାଧାରଣରେ ଦାବି ହେବା ପରେ ଉତ୍ତରଦ୍ୱାରଠାରୁ ଘଣ୍ଟିଦ୍ୱାର ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ପାଇଁ ଶ୍ରୀମନ୍ଦିର…

ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିବାକୁ ପ୍ରୋଟୋକଲ ଅଫିସରଙ୍କୁ ବଦଳି

ପୁରୀ ଅଫିସ,୧।୩: ମୁସଲିମ ହୋଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ଘଟଣାକୁ ନେଇ ଆଇଆର୍‌ଏସ୍‌ ରେସମା ଲେଖାନୀ ତାଙ୍କ ପ୍ରୋଟୋକଲ ଅଫିସରଙ୍କୁ ବଦଳି କରିଦେଇଛନ୍ତି। ତେବେ ଅଫିସରଙ୍କୁ ବିନା ନୋଟିସରେ ବଦଳି କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଇଆର୍‌ଏସ୍‌ ରେସମା ଲେଖାନୀ ଶ୍ରୀମନ୍ଦିରକୁ ପ୍ରବେଶ…

ବିବାହ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଦିବ୍ୟଶଙ୍କର

ପୁରୀ ଅଫିସ,୨୭।୨: କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଏବଂ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ଅଗସ୍ତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ରବିବାର ହିନ୍ଦୁ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଥିଲା। ବିବାହରେ କେବଳ…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୭ା୨:ଆସନ୍ତା ମାର୍ଚ୍ଚ ୧ତାରିଖରେ ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହି ପରିପ୍ରେକ୍ଷୀରେ ଜେନା ତାଙ୍କ ସହଧର୍ମିଣୀଙ୍କ ସହ ରବିବାର ରାତି ପ୍ରାୟ ୧୦.୩୦ରେ…

ଟ୍ରାଇଆଥ୍ଲୋନ ସୁଇମିଂରେ ପ୍ରତିଯୋଗୀଙ୍କ ମୃତ୍ୟୁ

କୋଣାର୍କ୨୬।୨(ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାମାର୍ଗ ନିକଟ ରାମଚଣ୍ଡୀ ପୀଠରେ ରାଜସ୍ଥାନର ହରକ୍ୟୁଲିନ୍‌ ପକ୍ଷରୁ ଟ୍ରାଇଆଥ୍ଲୋନର ଶନିବାର ସୁଇମିଂ ପ୍ରତିଯୋଗିତା ଚାଲିଥିବାବେଳେ ଜଣେ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଜସ୍ଥାନ ଯୋଧପୁର ଅଞ୍ଚଳର ନୀତିନ ସୋନି(୪୨)। ସେ ଆର୍ମିର ଜଣେ ମେଜର ଥିବାବେଳେ…

ଗ୍ରାମସଭାରେ ଉତ୍ତେଜନା: ବିରୋଧୀଙ୍କ ମାଡ଼ରେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଆହତ

ସାକ୍ଷୀଗୋପାଳ,୨୫।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଧୀନ ସାଣ୍ଢରା ଶାସନ ପଞ୍ଚାୟତରେ ଗ୍ରାମସଭା ଚାଲିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମୀଣ ଆବାସ ଯୋଜନା ହିତାଧିକାରୀଙ୍କ ତାଲିକାକୁ ନେଇ କିଛି ଗ୍ରାମବାସୀ ପ୍ରତିବାଦ କରିଥିଲେ। ଉଭୟ ଗୋଷ୍ଠୀ ମଧ୍ୟରେ ହୋହଲ୍ଲା ଓ…

୮ ପୋଲିସଙ୍କୁ ଅଟକ ରଖିଲେ ଗ୍ରାମବାସୀ

ନିମାପଡ଼ା,୨୫।୨(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ବଡ଼ଶିରିବିଳା ପଞ୍ଚାୟତର ବଡ଼ଶିରିବିଳା ଗ୍ରାମରେ ଅଷ୍ଟପ୍ରହର ଚାଲୁଥିଲା। ଏଥିପାଇଁ ଉକ୍ତ ଗ୍ରାମର କେତେଜଣ ଶୁକ୍ରବାର କୋଠ ଜାଗାରୁ ପୋଲିସ ଉପସ୍ଥିତିରେ ଏକ ଗଛରୁ ନଡ଼ିଆ ତୋଳୁଥିଲେ। ହେଲେ ନଡ଼ିଆ ତୋଳି ଭଗବାନସୁନ୍ଦରା ଗ୍ରାମ ରାସ୍ତା ଦେଇ…

ଘରଟିଏ ପାଇଁ ପ୍ରଶାସନକୁ ନିବେଦନ

ପିପିଲି,୨୪।୨(ଡି.ଏନ୍‌.ଏ.): ପିପିଲି ବ୍ଲକ ଚନ୍ଦ୍ରାଦେଇପୁର ପଞ୍ଚାୟତ ୧୪ ନଂ. ୱାର୍ଡ ମଠ ସାହିର ବୃଦ୍ଧା ପ୍ରମିଳା ସ୍ବାଇଁ(୭୨)ଙ୍କ ନିଜସ୍ବ ଘର ନାହିଁ। ସେଥିପାଇଁ ସେ ସାହିଠାରୁ କିଛି ଦୂରରେ ତମ୍ବୁ ଟାଣି ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ରହି…

ଗୋପବନ୍ଧୁ ଆମ ପାଇଁ ପ୍ରେରଣାଦାୟୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଆକର୍ଷଣୀୟ ଐତିହ୍ୟ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ୍‌ ସ୍ମୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?