ପୁରୀ

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...

ଚପଲ ପିନ୍ଧି ଖାଇଲେ ମହାପ୍ରସାଦ

ପୁରୀ, ୨ା୧( ଅଜିତ୍‌ ମହାନ୍ତି):ନୂଆବର୍ଷରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେତେଜଣ ଭକ୍ତ ବଡ଼ଦାଣ୍ଡରେ ଠିଆହୋଇ ଚପଲ ପିନ୍ଧି ମହାପ୍ରସାଦ ସେବନ କରୁଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ...

ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ

ପୁରୀ,୧ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ଭିତର ଭିଡିଓ ପୁଣି ଭାଇରାଲ ହୋଇଛି। ଜଣେ ଯୁବତୀ ଶ୍ରୀମନ୍ଦିର ପରିସରସ୍ଥ ନିର୍ମାଲ୍ୟ ଖଳାରେ ଠିଆହୋଇ ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି। ତାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ରଥକାଠ ଅନୁକୂଳ ପାଇଁ ଆଜି ନୟାଗଡ଼ ଯିବ ଟିମ୍‌

ପୁରୀ,୧ା୧(ଅଜିତ ମହାନ୍ତି): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ଆରମ୍ଭ ହେଲାଣି। ରଥ କାଠ ନିମନ୍ତେ ଗଛକଟା ଅନୁକୂଳ ଲାଗି ଜାନୁୟାରୀ ୧ରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ଟିମ୍‌ ନୟାଗଡ଼ ଅଭିମୁଖେ ଯାତ୍ରା କରିବ। ଟିମ୍‌ରେ...

ନୂଆବର୍ଷ ପୂର୍ବରୁ ପୁରୀରେ ଅସମ୍ଭାଳ ଭିଡ଼: ଆସନ୍ତାକାଲିଠୁ ଲାଗୁ ହେବ ନୂଆ କଟକଣା

ପୁରୀ,୩୧ା୧୨: ନୂଆବର୍ଷ ପୂର୍ବରୁ ପୁରୀରେ ରବିବାର ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ନବନିର୍ମିତ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଦେଖିବା ଲାଗି ସେମାନଙ୍କଠାରେ ଉତ୍ସାହ ପରିଲକ୍ଷିତ ହୋଇଛି। ଦର୍ଶନାର୍ଥୀମାନେ ବଡଦାଣ୍ଡର ମରଚିକୋଟ୍‌‌ଠାରେ ନବ ନିର୍ମିତ  ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍‌‌...

ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ

ଭୁବନେଶ୍ୱର,୨୬।୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ...

୧୭ରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ନିମନ୍ତ୍ରଣପତ୍ର ବାଣ୍ଟିବାକୁ ବାହାରିଲା ଟିମ୍‌

ପୁରୀ, ୨୬୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲୋକାର୍ପଣ ଉତ୍ସବରେ ଯୋଗଦେବା ପାଇଁ ରାଜ୍ୟ ଓ...

ଇନ୍ଦ୍ରଦ୍ୟୁମ୍ନ ପୋଖରୀରେ ସୁଡ଼ଙ୍ଗ ଠାବ ଚର୍ଚ୍ଚା

ପୁରୀ,୨୬ା୧୨(ଅଜିତ୍‌ ମହାନ୍ତି):ଇନ୍ଦ୍ରଦ୍ୟୁମ୍ନ ପୋଖରୀ ପରିସରରେ ଏକ ସୁଡ଼ଙ୍ଗର ସନ୍ଧାନ ମିଳିଛି। ତେବେ ସୁଡ଼ଙ୍ଗର ପ୍ରବେଶ ପଥ ବେଶୀ ବଡ଼ ନ ଥିବାବେଳେ ବହୁ ଦୂର ପର୍ଯ୍ୟନ୍ତ ଲମ୍ବିଥିବା ଅନୁମାନ କରାଯାଉଛି। କିଛିମାସ ହେବ ଏହି ପୋଖରୀର ଉନ୍ନତୀକରଣ ପାଇଁ ପାଣି...

କାମିୟା ବିବାଦର ଯାଞ୍ଚ ହେଉ: ଭିଏଚ୍‌ପି

ପୁରୀ,୨୫ା୧୨(ଅଜିତ୍‌ ମହାନ୍ତି): ୟୁଟ୍ୟୁବର୍‌ କାମିୟା ଜାନିଙ୍କ ଶ୍ରୀମନ୍ଦିର ପ୍ରବେଶକୁ ନେଇ ଉଠିଥିବା ବିବାଦର ଯାଞ୍ଚ କରିବା ପାଇଁ ରାଜ୍ୟ ସରକାରଙ୍କୁ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅନୁରୋଧ କରାଯାଇଛି। ସୋମବାର ପୁରୀର ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ...

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସର୍ଗୀକୃତ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ଗଠନକୁ ଅନୁମୋଦନ ଦେଇଛନ୍ତି। ଏହି ଟିମ୍ ଶ୍ରୀମନ୍ଦିର ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଭକ୍ତଙ୍କ...

ରାଧାକୃଷ୍ଣଙ୍କୁ ଲାଗିହେଲା ୮୫୧ ବ୍ୟଞ୍ଜନ

ପୁରୀ,୨୩ା୧୨(ଅଜିତ୍‌ ମହାନ୍ତି):ମାର୍ଗଶିର ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ବୈଷ୍ଣବ ସମ୍ପ୍ରଦାୟରେ ଆନନ୍ଦ ଉଲ୍ଲାସରେ ପାଳନ କରାଯାଏ। ଏହି ପରିପେକ୍ଷୀରେ ରବିବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ) ପରିସରରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ପାଳିତ ହୋଇଯାଇଛି।...

ବଡ଼ ଦିନ-ନୂଆବର୍ଷକୁ ନଜରରେ ରଖି ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର ,୨୪ା୧୨: ଆସନ୍ତାକାଲି ବଡ଼ଦିନ ଓ ଆଗାମୀ ନୂଆବର୍ଷ ପାଳନ ପାଇଁ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ସଂଖ୍ୟକ ପର୍ଯ୍ୟଟକ ତଥା ଶ୍ରଦ୍ଧାଳୁ ପୁରୀକୁ ଆସୁଛନ୍ତି। ନବନିର୍ମିତ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଦେଖିବା ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri