ସ୍ତ୍ରୀ, ପିଲାଙ୍କୁ ମାଡ଼ ମାରି ଘର ଜାଳିଦେଲେ ସ୍ବାମୀ
ପୁରୀ,୪ା୧୦:ମଦ ନିଶାରେ ଭୁଲିଗଲେ ପରିବାର। ସ୍ତ୍ରୀ’, ପୁଅ, ଝିଅ ବି ଦେଖାଗଲେନି। ଶେଷରେ ସମସ୍ତଙ୍କୁ ମାଡ଼ ମାରି ଘରେ ନିଆଁ ଲଗାଇଦେଲେ ସ୍ବାମୀ। ଏଭଳି ଘଟଣା ପୁରୀ ବାସେଳିସାହି ଥାନା ଅନ୍ତର୍ଗତ ଜଗନ୍ନାଥ ବସ୍ତିରେ ରବିବାର ରାତିରେ ଦେଖିବାକୁ ମିଳିଛି।...
‘ବିରୋଧୀଙ୍କ ଅପପ୍ରଚାର ପଥରରେ ମୁଣ୍ଡ ପିଟିବା ସଦୃଶ‘
ନିମାପଡ଼ା,୩।୧୦(ଡି.ଏନ୍.ଏ.): ନିମାପଡ଼ା ନିର୍ବାଚନମଣ୍ଡଳୀ ୧୧ନଂ. ଜୋନ୍ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ମାମଲାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମ୍ପୃକ୍ତି ନେଇ ବିରୋଧୀ ଦଳ ବହୁ ଅପପ୍ରଚାର କରୁଛି। ହେଲେ ବିରୋଧି...
ନିଷିଦ୍ଧାଞ୍ଚଳରେ ପ୍ରାଚୀର ନିର୍ମାଣ
ପୁରୀ ଅଫିସ,୨।୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁଣି ବିବାଦ ମୁଣ୍ଡ ଟେକିଛି। ପ୍ରକଳ୍ପର ନିଷିଦ୍ଧାଞ୍ଚଳରେ କ୍ଲକ୍ ରୁମ୍, ମିନି କ୍ଲକ୍ ରୁମ୍, ଜନତା ଓ ସେବାୟତଙ୍କ ଶୌଚାଳୟ ସମେତ ଅନ୍ୟ ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ଏହି ନିଷିଦ୍ଧାଞ୍ଚଳ ପରିସରରେ...
ସମୁଦ୍ରକୂଳ ସଫେଇ, ସଚେତନତା
ପୁରୀ ଅଫିସ,୧ା୧୦: ଏନ୍ସିସି ପକ୍ଷରୁ ପୁରୀ ବେଳାଭୂମିରେ ପୁନିତ ସାଗର ଅଭିଯାନ କ୍ରମେ ସମୁଦ୍ରକୂଳ ତଥା ହ୍ରଦ, ନଦୀ, ପୁଷ୍କରିଣୀ ଓ ଜଳସ୍ରୋତକୁ ପରିଷ୍କାର ଏବଂ ଅବକ୍ଷୟଯୋଗ୍ୟ ବର୍ଜ୍ୟବସ୍ତୁରୁ ମୁକ୍ତ ରଖିବା ପାଇଁ ସଚେତନତା ସୃଷ୍ଟି କରାଯାଇଛି। ଶୁକ୍ରବାର ପ୍ରାତଃରେ...
ରତ୍ନଭଣ୍ଡାର ସମ୍ପର୍କରେ ପଚାରିଲେ ନଡ୍ଡା
ପୁରୀ ଅଫିସ,୧।୧୦: ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ସାଢ଼େ ୭ଟାରେ ନଡ୍ଡା ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ତାଙ୍କ ସହିତ...
ମହାପ୍ରଭୁଙ୍କୁ ଦର୍ଶନ କଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ
ପୁରୀ ଅଫିସ,୩୦।୯(ବ୍ୟୁରୋ): ମହାପ୍ରଭୁଙ୍କୁ ଦର୍ଶନ କଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏହି ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଓ ବହୁ ବରିଷ୍ଠ ନେତା ଓ କର୍ମୀ ଉପସ୍ଥିତ...
ଶ୍ରୀକ୍ଷେତ୍ରରେ ନାଗା ଉପାସନା ଅନନ୍ୟ
ପୁରୀ ଅଫିସ,୩୦ା୯: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜାର ଏକ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ଏହି ଗୋଷାଣୀ ପୂଜନ ମଧ୍ୟରେ ନାଗା ଉପାସନା ଏକ ନିଆରା ଉପାସନା। ଯାହା ବୀରର ପ୍ରତୀକକୁ ଦର୍ଶାଇଥାଏ। ଏହି ନାଗା...
ପୁରୀରେ ଶୀଘ୍ର ନଷ୍ଟ ହୋଇଯାଉଛି ନୋଟ୍
ପୁରୀ ଅଫିସ,୩୦।୯: ଓଡ଼ିଶାର ଅନ୍ୟ ଜିଲା ତୁଳନାରେ ପୁରୀରେ ନୋଟ୍ (କାଗଜ ଟଙ୍କା) ଶୀଘ୍ର ନଷ୍ଟ ହୋଇ ଯାଉଛି ବୋଲି ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏସ୍ବିଆଇ ପକ୍ଷରୁ ସୂଚନା ମିଳିଛି। ଗୋଟିଏ ନୋଟ୍ ବଜାରକୁ ଯିବା ପରେ ଏହା...
ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
ପୁରୀ ଅଫିସ,୩୦ା୯: ବାଙ୍ଗରସ୍ଥିତ ପୁରୀ ମୁଖ୍ୟ କାରାଗାରରେ ଗୁରୁବାର ଜଣେ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ଥାନା ବିଶ୍ୱନାଥପୁରର ଶିବପ୍ରସାଦ ଭୋଇ(୪୫)। ହଠାତ୍ ଅପରାହ୍ନରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପୁରୀ ଜିଲା ମୁଖ୍ୟ...
ହେଟେଲ୍ରୁ ମହିଳାଙ୍କ ମୃତଦେହ ଜବତ
ପୁରୀ ଅଫିସ,୨୯।୯: ପୁରୀରୁ ଏକ ହୋଟେଲ୍ରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଛି। ମୃତା ମହିଳା ଜଣଙ୍କ ହେଲେ ଐଶ୍ୱର୍ଯ୍ୟା ସାହାନାବାଗ। ସେ ଏକ କନଫରେନ୍ସରେ ଯୋଗ ଦେବା ପାଇଁ ବୁଧବାର ତାଙ୍କ କମ୍ପାନୀ କର୍ମଚାରୀଙ୍କ ସହ ପୁରୀ...
ବିଏ ପାସ୍ ନ କରି ଅଧ୍ୟାପକ
କଣାସ,୨୯ା୯(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଧୀନ ଗଡ଼ସାନପୁଟ ପଞ୍ଚାୟତର ଚଉଦମୌଜା ବିଦ୍ୟୁତ୍ ସ୍ନାତକ ମହାବିଦ୍ୟାଳୟରେ ଜଣେ ଓଡ଼ିଆ ଅଧ୍ୟାପକ ସ୍ନାତକ (ବି.ଏ.) ପାସ୍ ନ କରି ସ୍ନାତକୋତ୍ତର (ଏମ୍.ଏ) ପାସ୍ ସାର୍ଟିଫିକେଟ୍ ଦେଇ ଦୀର୍ଘଦିନ ହେଲା କାର୍ଯ୍ୟ କରୁଥିବା...
ରତ୍ନଭଣ୍ଡାର ପ୍ରସଙ୍ଗକୁ ପୁଣି ଅଣଦେଖା
ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିରସ୍ଥିତ ନୀଳାଦ୍ରି ଭକ୍ତ ନିବାସଠାରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଉପରେ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିବା ବେଳେ...
Archives


