ପୁରୀ

ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ: ୩ଲକ୍ଷ ଶ୍ରଦ୍ଧାଳୁ

କୋଣାର୍କ,୨୯।୧(ଡି.ଏନ୍‌.ଏ.): ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସନ୍ନିକଟ ପୁରାଣ ବର୍ଣ୍ଣିତ ଚନ୍ଦ୍ରଭାଗାରେ ଶନିବାର ମାଘସପ୍ତମୀ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଚନ୍ଦ୍ରଭାଗା ତୀର୍ଥରେ ଭୋରରୁ ପ୍ରାୟ ୩ଲକ୍ଷରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁ ମାଘ ବୁଡ଼ ପକାଇବା ସହ ବେଳାଭୂମି ମହୋଦଧି ତଟରେ…

୩ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ ଅଫିସ,୨୯।୧: ଶ୍ରୀକ୍ଷେତ୍ରରେ ଚାଲିଥିବା ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ…

ଆଜି ମାଘ ସପ୍ତମୀ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

କୋଣାର୍କ,୨୮।୧(ଡି.ଏନ.ଏ.): ଆଜି ପବିତ୍ର ମାଘ ସପ୍ତମୀ। ଭୋର୍‌ରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ…

ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,୨୮।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ କୁଡ଼ିଆ ତିଆରି କରି ବିଶ୍ରାମ ନେଇଛନ୍ତି। ସେମାନେ ମାଟିହାଣ୍ଡିରେ ରୋଷେଇ ସାରି କୁଡ଼ିଆରେ…

ଶ୍ରୀମନ୍ଦିରରେ ନୀତି ବିଳମ୍ବ ନେଇ ଅସନ୍ତୋଷ

ପୁରୀ ଅଫିସ,୨୭ା୧: ଶୁକ୍ରବାର ଭୋର୍‌ ପହୁଡ଼ ନୀତି ପାଳନରେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ହୋଇଛି। ଏନେଇ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଜି ଭୋର୍‌ ୫ଟା ୫ମିନିଟ୍‌ରେ ମହାପ୍ରଭୁଙ୍କ ପହୁଡ଼ ନୀତି ହେବାରୁ ସକାଳ ୭ଟାରେ ସିଂହଦ୍ୱାର ଖୋଲିଥିଲା। ଯେଉଁଥିପାଇଁ ଭକ୍ତମାନେ…

ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ

ପୁରୀ ଅଫିସ,୨୬।୧: ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଗୁରୁବାର ପରମ୍ପରା ଅନୁଯାୟୀ ରଥଖଳାରେ ୩ଟି ଧଉରା କାଠ ପୂଜାର୍ଚ୍ଚନା କରାଯାଇଛି। ଏହି କାଠରେ ନନ୍ଦିଘୋଷ, ତାଳଓ୍ବଜ ଏବଂ ଦେବଦଳନ ରଥର ଗୁଜ ଅନୁକୂଳ କରାଯିବ। ଅନ୍ୟପଟେ,…

ଶ୍ରୀମନ୍ଦିରରେ ପଶିଲେ ବିଦେଶୀ, ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ

ପୁରୀ ଅଫିସ, ୨୬ା୧: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୁଧବାର ଅପରାହ୍ନରେ ଜଣେ ବିଦେଶୀ ନାଗରିକ ହାତରେ ବ୍ୟାଗ ଧରି ଶ୍ରୀମନ୍ଦିର ପରିସରରୁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହାର ଏକ ଭିଡିଓ ସାମ୍ନାକୁ ଆସିଛି। ତେବେ କଡ଼ା…

ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୬ା୧(ବ୍ୟୁରୋ): ଓଡ଼ିଶାକୁ ଆସୁଥିବା ତୀର୍ଥଯାତ୍ରୀଙ୍କ ଅତିଥି ସତ୍କାର କରିବାର ଦାୟିତ୍ୱ ନେବା ପାଇଁ ବୁଧବାର ନୂଆଦିଲ୍ଲୀସ୍ଥିତ ସଫଦରଜଙ୍ଗ ରେଳ ଷ୍ଟେଶନଠାରେ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଲୋକାର୍ପଣ କରାଯାଇଛି। ଜାତୀୟ ପର୍ଯ୍ୟଟନ ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ରଥଯାତ୍ରା ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ

ପୁରୀ ଅଫିସ,୨୫ା୧: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ତେବେ ଗତ ୬ ତାରିଖଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ପାର୍ଶ୍ୱ ରାସ୍ତା କାର୍ଯ୍ୟ ପାଇଁ ଶ୍ରୀନଅରଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ରାସ୍ତାକୁ ସର୍ବସାଧାରଣଙ୍କ ଯାତାୟାତ ପାଇଁ ବନ୍ଦ ରହିଥିଲା।…

ତଦନ୍ତ ରିପୋର୍ଟ ୮ ସପ୍ତାହରେ ଦେବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୨୫ା୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁ ମାମଲାରେ ଗତ ୧୪ ତାରିଖରେ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ଟିମ୍‌ ତଦନ୍ତ ଏବଂ ରାଜଶ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଲଢ଼େଇ ପରିବାରର ଓଡ଼ିଶାର ରାଜ୍ୟ…

ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ

ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଗସ୍ତ କରିଥିଲେ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସେ…

ରଥାଯାତ୍ରା ପୂର୍ବରୁ ହେବ ଗୁଣ୍ଡିଚା ମନ୍ଦିର ମରାମତି

ପୁରୀ ଅଫିସ୍‌,୨୪।୧(ଡି.ଏନ୍‌.ଏ.): ମହାପ୍ରଭୁଙ୍କ ଘୋଷଯାତ୍ରା ଜୁଲାଇରେ ହେବ । ୩ ଠାକୁର ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ଏହା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଓ ବାହାର ମରାମତି କରିବାକୁ ପ୍ରଶାସନ ପ୍ରସ୍ତୁତି ଚଳାଇଛି । ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?