ପୁରୀ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୧୦: ଆଜ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ…

ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ…

ଚିନ୍ତା ବଢ଼ାଉଛନ୍ତି ଯାଯାବର

ପୁରୀ ଅଫିସ,୧୮ା୧୦: ରାଜ୍ୟ ବାହାରୁ ଆସୁଥିବା ଯାଯାବର (ବଞ୍ଜାରା)ଙ୍କ ସଂଖ୍ୟା ଶ୍ରୀକ୍ଷେତ୍ରରେ ବଢ଼ିବାରେ ଲାଗିଛି। ପୁରୀ ସହରର ବିଭିନ୍ନ ସ୍ଥାନରେ ତମ୍ବୁ ଟାଣି ଯାଯାବରମାନେ ରହୁଥିବାବେଳେ ଅସାମାଜିକ ଓ ଆପରାଧିକ କାର୍ଯ୍ୟରେ ଲିପ୍ତ ହେଉଛନ୍ତି। ଏମାନଙ୍କ କାର୍ଯ୍ୟକଳାପରେ ସହରବାସୀଙ୍କ ସମେତ ଶ୍ରଦ୍ଧାଳୁ…

ଲିଫ୍ଟରେ ଫସିଲେ ୩ ହବିଷିଆଳି

ପୁରୀ ଅଫିସ,୧୮ା୧୦:ବୃନ୍ଦାବତୀ ନିବାସରେ ସୋମବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ୩ଜଣ ହବିଷିଆଳି ଶ୍ରୀମନ୍ଦିରରୁ ଦାରୁଦିଅଁଙ୍କ ଦର୍ଶନ ସାରି ବୃନ୍ଦାବତୀ ନିବାସକୁ ଫେରିବାବେଳେ ଲିଫ୍ଚରେ ଫସିଯାଇଥିଲେ। ଅଧଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ୩ଜଣ ହବିଷିଆଳି ବନ୍ଦ ଲିଫ୍ଟ ଭିତରେ ଫସି ରହିଥିଲେ।…

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ ସହ ଉଦ୍‌ବୃତ୍ତ ଡ୍ରେନ୍‌ ପାଣି ମିଶି ରାସ୍ତାରେ ଲହଡ଼ି ଭାଙ୍ଗୁଛି। ନିଷ୍କାସନ ସୁବିଧା…

ଗୋପରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ଘଟଣା: କୁଶୁପୁରରେ ଖନନ କାର୍ଯ୍ୟ ଆରମ୍ଭ

ଗୋପ,୧୭ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ୍‌ ଅନ୍ତର୍ଗତ କୁଶୁପୁର ଠାରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ପରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ରବିବାର ଠାରୁ ପ୍ରାଥମିକ ଭାବେ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ୪ ଇଞ୍ଚର ବୋରିଂ…

କ୍ଲୋକ୍‌ ରୁମ୍‌ ସଙ୍କୁଚିତ: ଶ୍ରଦ୍ଧାଳୁ ହନ୍ତସନ୍ତ

ପୁରୀ ଅଫିସ,୧୭ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସ୍ବେରେଜ୍‌ ଲାଇନ୍‌ ସମେତ ଅନ୍ୟ ଭୂତଳ ସୁବିଧା ପାଇଁ ସମ୍ପ୍ରତି କାର୍ଯ୍ୟକ୍ଷମ ଥିବା କ୍ଲୋକ୍‌ ରୁମ୍‌ ଓ ଜୋତାଷ୍ଟାଣ୍ଡକୁ ସଙ୍କୁଚିତ କରିଦିଆଯାଇଛି। କ୍ଲୋକ୍‌ ରୁମ୍‌ ପଛ ପଟେ ଜମି ଅଧିଗ୍ରହଣ ପରେ ପୁରୁଣା କ୍ଲକ୍‌…

ଜିଲାରେ ଖାଉଟି କେନ୍ଦ୍ରରୁ ମିଳୁନି ଗହମ

ପୁରୀ ଅଫିସ,୧୬।୧୦:  ରବିବାର ବିଶ୍ୱ ପାଳିବ ଖାଦ୍ୟ ଦିବସ। ଭାରତ ତଥା ସାରା ବିଶ୍ୱରେ ନାଗରିକଙ୍କ ମୌଳିକ ସୁବିଧା ତାଲିକାରେ ଖାଦ୍ୟ ସର୍ବାଗ୍ରେ ଆସେ। ବିଶ୍ୱରେ କେହି ଭୋକିଲା ରହିବେ ନାହିଁ, ସେହି ଲକ୍ଷ୍ୟ ନେଇ ବିଶ୍ୱର ପ୍ରଗତିଶୀଳ ରାଷ୍ଟ୍ରଙ୍କଠାରୁ ଆରମ୍ଭ…

ଓସିଏ ସଭାପତି ପ୍ରାର୍ଥୀ ହେବେ ବିଧାୟକ ପ୍ରଣବ ପ୍ରକାଶ ଦାସ

ପୁରୀ ଅଫିସ,୧୪ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ସଭାପତି ପ୍ରାର୍ଥୀ ହେବେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏହି ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଅନୌପଚାରିକ ବୈଠକରେ ପ୍ରଣବଙ୍କୁ…

ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କୁ ପୁଣି ଆକ୍ରମଣ

ପୁରୀ ଅଫିସ,୧୪।୧୦: ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କୁ ସେବାୟତଙ୍କ ଆକ୍ରମଣ ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ଶ୍ରୀମନ୍ଦିର ଭିତରେ ପୁଣିଥରେ ଜଣେ ହବିଷିଆଳିଙ୍କୁ ଆକ୍ରମଣ କରାଯାଇଛି। ଫଳରେ ହବିଷିଆଳିଙ୍କ ପ୍ରତି ଥିବା ପୋଲିସ ପ୍ରଶାସନର ସୁରକ୍ଷା ବ୍ୟବସ୍ଥା ପଦାରେ ପଡ଼ିଛି। ନୟାଗଡ଼ ଖଣ୍ଡପଡ଼ା…

ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ୩ ବର୍ଷର ପ୍ରତ୍ୟୁଷ

ଗୋପ,୧୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅନ୍ତର୍ଗତ ବେଦପୁର ଗ୍ରାମର ମନମୋହନ ସାହୁଙ୍କ ଏକମାତ୍ର ପୁଅ ଏମ୍‌.ଏ. ପ୍ରତ୍ୟୁଷ ଅଞ୍ଚଳ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ୩ ବର୍ଷ ୭ ମାସ ବୟସର ଏହି ବାଳକ ମାତ୍ର ଅଢ଼େଇରୁ ତିନି…

ଦୁଇ କିଡ୍‌ନୀ ନଷ୍ଟ, ଜୀବନ ସହ ଯୁଝୁଛନ୍ତି ପ୍ରସନ୍ନ

କଣାସ, ୧୩।୧୦(ସ୍ବ.ପ୍ର.): ଯୁବ ବୟସରେ ଦୁଇ କିଡ୍‌ନୀ ନଷ୍ଟ ହୋଇଯାଇଛି। ଫଳରେ ଏବେ ବଞ୍ଚିବା ପାଇଁ ଜୀବନ ସହିତ ସଂଗ୍ରାମ କରୁଛନ୍ତି କଣାସ ବ୍ଲକ ଅନ୍ତର୍ଗତ ବଡଓରା ଗ୍ରାମର ୨୯ ବର୍ଷୀୟ ପ୍ରସନ୍ନ କୁମାର ସାହୁ। ନିରଞ୍ଜନ ସାହୁଙ୍କ ବଡ଼ପୁଅ ହେଉଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri