ପୁରୀ

ରିଭର୍ସ ସ୍ପିଡ୍‌ ପେଣ୍ଟିଂ ମାଧ୍ୟମରେ ବିଶ୍ୱକପ୍‌ର ଶୁଭେଚ୍ଛା ଜଣାଇଲେ ଆୟୁଷ

ପୁରୀ ଅଫିସ, ୧୨ା୧: ବୁଧବାରଠାରୁ ହକି ବିଶ୍ୱକପ୍‌ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସାରା ଦେଶରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି। ପୁରୀର ଚିତ୍ରଶିଳ୍ପୀ ଆୟୁଷ ମହାପାତ୍ର ଓଲଟା ବା ରିଭର୍ସ ସ୍ପିଡ୍‌ ପେଣ୍ଟିଂ କରି ବିଶ୍ୱକପ୍‌ର ଶୁଭେଛା ଜଣାଇଛନ୍ତି। ଓଡ଼ିଶାର…

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୧୨।୧: ଶ୍ରୀମନ୍ଦିରରେ ଅସରପା ଓ ମୂଷାଙ୍କ ଉତ୍ପାତ ଯୋଗୁ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ ସୃଷ୍ଟି ହୋଇଥିବା ଆଶଙ୍କା ଦେଖାଦେଇଛି। ଏନେଇ କେତେଜଣ ସେବାୟତ ଅଭିଯୋଗ ଆଣିବା ସହ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଗର୍ଭଗୃହରେ ଅନ୍ଧାରର ସୁଯୋଗ ନେଇ…

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ, ୧୧ା୧: ମାଘ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମୟରେ ଅର୍ଥାତ୍‌ ସନ୍ଧ୍ୟା ୫ଟାରୁ ରାତି ୯ଟା…

୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍‌: ମ୍ୟାଚ୍‌ ଦେଖିବା ଲାଗି ଏଲ୍‌ଇଡି ଟିଭି ବ୍ୟବସ୍ଥା

ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍‌। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ ସ୍ମରଣୀୟ ଓ ଆକର୍ଷଣୀୟ କରିବା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବିବିଧ କାର୍ଯ୍ୟକ୍ରମର…

କାବୁ ହେଲା ସହରକୁ ପଶି ଆସିଥିବା ହାତୀ

ପୁରୀ ଅଫିସ,୧୦।୧: ଶେଷରେ ଟ୍ରାଙ୍କୁଲାଇଜ୍‌ ହେଲା ପୁରୀ ସହରରେ ପଶିଥିବା ଦନ୍ତାହାତୀ। ମଙ୍ଗଳବାର ବାଲୁଖଣ୍ଡ ଅଭୟାରଣ୍ୟରେ ହାତୀକୁ ଟ୍ରାଙ୍କୁଲାଇଜ୍‌ କରିବାରେ ବନବିଭାଗ ସଫଳ ହୋଇଛି। ଏହାପରେ ତାକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଗତ କିଛିଦିନ…

କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ । ଭକ୍ତମାନେ ଅପରାହ୍ନ ପ୍ରାୟ ୩ରୁ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ…

ସମୁଦ୍ର ଉପକୂଳ ଜୀବନଜୀବିକା ବିପଦସଙ୍କୁଳ ହୋଇପଡ଼ୁଛି

ପୁରୀ ଅଫିସ, ୧୦ା୧: ପୁରୀ ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରତିକାର କ୍ରିୟାନୁଷ୍ଠାନ କମିଟି ଏବଂ ଓଡ଼ିିଶା ଜନଶକ୍ତି ମଞ୍ଚ ତରଫରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜଳବାୟୁ ପରିବର୍ତ୍ତନ ଓ ପ୍ରତିକୂଳ ପାଗ ଯୋଗୁ…

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା। ପରେ କୃଷ୍ଣରଞ୍ଜନପୁର ଗାଁକୁ ହତୀଟି ପଶିଆସିଥିଲା। ରାତି ୯ଟାରେ ହାତୀଟି ତଳଜଙ୍ଘ ଅଞ୍ଚଳରେ…

ସାକ୍ଷୀଗୋପାଳ ମନ୍ଦିର ନିକଟରେ ଜଳିଗଲା ତୀର୍ଥଯାତ୍ରୀ ବସ୍‌

ସାକ୍ଷୀଗୋପାଳ,୧୦।୧ (ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ପଛପାଶର୍‌ବରେ ପାର୍କିଂ କରିଥିବା ଏକ ତୀର୍ଥଯାତ୍ରୀ ବସ୍‌ରେ ସୋମବାର ମଧ୍ୟାହ୍ନରେ ନିଅଁା ଲାଗିଯାଇଛି। ବସ୍‌ର ଯାତ୍ରୀମାନେ ସ୍ନାନ,ଶୌଚ ଓ ମନ୍ଦିର ବୁଲିବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଫଳରେ ଯାତ୍ରୀମାନେ ବର୍ତ୍ତିଯାଇଛନ୍ତି।…

ତୀର୍ଥଯାତ୍ରାରେ ଆସିଥିଲେ, ଜଳିଗଲା ବସ୍‌

ସାକ୍ଷୀଗୋପାଳ,୯।୧(ଡି.ଏନ୍‌.ଏ.): ପୁରୀ ସାକ୍ଷୀଗୋପାଳସ୍ଥିତ ଶ୍ରୀ ଗୋପାଳ ଜୀଉଙ୍କ ପଶ୍ଚିମ ପାର୍ଶ୍ୱ ରାସ୍ତାରେ ଛିଡା ହୋଇଥିବା ଏକ ବସ୍‌ରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ବସ୍‌ରେ ନିଆଁ ଲାଗିଥିବା ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଯାତ୍ରୀମାନେ…

‘ଦମନ’, ‘ଶେଷରାତି’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର

ପୁରୀ ଅଫିସ,୯ା୧: ଓଡ଼ିଶାର ପୁରାତନ ଚଳଚ୍ଚିତ୍ର ପତ୍ରିକା ‘ଚଳଚ୍ଚିତ୍ର ଜଗତ’ର ୪୭ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ରବିବାର ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଯୋଗଦେଇଥିଲେ।…

ଷ୍ଟେଶନ ପ୍ଲାଟଫର୍ମରେ ପଡ଼ି ମହିଳା ମୃତ

ପୁରୀ ଅଫିସ,୯ା୧: ପୁରୀ ରେଲଓ୍ବେ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଷ୍ଟେଶନର ୬ନଂ. ପ୍ଲାଟଫର୍ମରେ ଠେଲାପେଲାରେ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର କୁନିମଣି ନାୟକ। ଏ ନେଇ ରେଲଓ୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?