ପୁରୀ

ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ

ଗୋପ,୯।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ ପହଞ୍ଚିଛି। ଏହି ଅତ୍ୟାଧୁନିକ ମେଶିନ ଦ୍ବାରା ପ୍ରାୟ ୯ ଶହ ଫୁଟ ତଳୁ ବାହାରିବା…

ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ସ୍ମୃତି ମହୋତ୍ସବ: ଚିକିତ୍ସିତ ହେଲେ ୨୩୦୦ରୁ ଅଧିକ ରୋଗୀ

ପୁରୀ ଅଫିସ,୮।୧: ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ୧୦୧ତମ ଉତ୍କଳ ଆଗମନୀର ସ୍ମୃତି ମହୋତ୍ସବ ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଚାର୍ଯ୍ୟଦେବଙ୍କ ଇଚ୍ଛାନୁକ୍ରମେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଡାକ୍ତର…

ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍ସବ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୯: ପୁରୀ ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଆୟୋଜିତ ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍କଳ ଆଗମନକୁ ୧୦୧ ତମ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ତାଳବଣିଆସ୍ଥିତ ହେଲିପ୍ୟାଡ଼ରେ ପହଞ୍ଚିବା ପରେ ସୁରକ୍ଷା ବଳୟ ଭିତରେ ତାଙ୍କୁ…

ଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ୧୦୧ ତମ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮ା୧: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ ଆହ୍ବାନ ଦେଇଛନ୍ତି। ସଭାସ୍ଥଳକୁ ଯାଇ ପ୍ରଥମେ…

ଆସନ୍ତାକାଲି ଶ୍ରୀଶ୍ରୀ ଠାକୁରଙ୍କ ଶତବାର୍ଷିକୀ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୭ା୧: ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ତମ ବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଅର୍ଥାତ୍‌ ୮ତାରିଖ ରବିବାର ପୁରୀର ତାଳବଣିଆଠାରେ ଏହି ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଏହି ଉତ୍ସବରେ…

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ ମହାରାଜ

ପୁରୀ ଅଫିସ, ୭।୧୨: ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର କଂସ ମହାରାଜ ହୃଷିକେଶ ଭୋଇ ଶନିବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ପରେ ମହୋଦଧିରେ ସ୍ନାନକରି ନିଜର ପଇତା ସମର୍ପଣ ଓ ସୂର୍ଯ୍ୟ ନମସ୍କାର କରି ଗୋବର୍ଦ୍ଧନ ପୀଠରେ ପହଞ୍ଚିଥିଲେ। ପୀଠରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି…

ସିଂହଦ୍ୱାର ସମ୍ମୁଖ ରାସ୍ତା ବନ୍ଦ, ଭକ୍ତ ହଇରାଣ

ପୁରୀ ଅଫିସ, ୭ା୧: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। ସେହିପରି ଶ୍ରୀମନ୍ଦିର ଚାରିପଟେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମଧ୍ୟ ଜୋରସୋରରେ ଆଗେଇ…

ରାଜରାଜେଶ୍ୱର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୭ା୧: ପବିତ୍ର ପୌଷ ପୂର୍ଣ୍ଣମୀ ଶୁକ୍ରବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ରତ୍ନ ସିଂହାସନରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନାବେଶରେ ଦର୍ଶନ ଦେଇଛନ୍ତି। ବର୍ଷକ ମଧ୍ୟରେ ହେଉଥିବା ପାଞ୍ଚଥର ସୁନାବେଶ ମଧ୍ୟରୁ ଏହା ଅନ୍ୟତମ। ଶ୍ରୀମନ୍ଦିର ପରମ୍ପରା…

ଅଙ୍ଗନଓ୍ବାଡି ସହାୟିକା ନିଯୁକ୍ତି ନେଇ ବିବାଦ

ଗୋପ,୬।୧(ଡି.ଏନ୍‌.ଏ.): ଗୋପ ବ୍ଲକ ଅଞ୍ଚଳରେ ୪ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ସହାୟିକା ନିଯୁକ୍ତି ନେଇ ବିବାଦ ଦେଖାଦେଇଥିଲା। ଏହାକୁ ନେଇ କେତେଜଣ ବିରୋଧୀ କେତୋଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି। ଫଳରେ ଶିଶୁମାନେ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆସି ଫେରୁଥିବା ଅଭିଯୋଗ ରହିଛି।…

୧୫ ବର୍ଷ ପରେ ମା’ଙ୍କୁ ଖୋଜିଲେ ମମତା

ପୁରୀ ଅଫିସ, ୬ା୧: ‘ସେ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ଏକ ନିଷ୍ଠୁର ନିଷ୍ପତ୍ତି ନେଇଥିଲେ ଓ ମୋତେ ଯିବାକୁ ଦେଇଥିଲେ। ସେ ଜଣେ ମହାନ୍‌ ମା’। କାରଣ ସେ କେବଳ ମୋ ପାଇଁ ଏଭଳି ପଦକ୍ଷେପ ନେଇଥିଲେ,…

ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୬ା୧: ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ସ୍ବତନ୍ତ୍ର ଅଟେ। ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ…

୧୨୦ ବର୍ଷ ପରେ ଖୋଲିବ ସୂର୍ଯ୍ୟମନ୍ଦିର ଗର୍ଭଗୃହ

କୋଣାର୍କ, ୫ା୧(ଡି.ଏନ୍‌.ଏ):୧୩ ଶହ ଶତାବ୍ଦୀରେ ନିର୍ମିତ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହ ଦୀର୍ଘ ୧୨୦ ବର୍ଷ ପରେ ପୁଣି ଖୋଲାଯିବ। ଗର୍ଭଗୃହରୁ ବାଲି କଢ଼ାଯିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) ପକ୍ଷରୁ ଏଭଳି ଐତିହାସିକ ନିଷ୍ପତ୍ତି ନିଆଯାଇଛି। ଗର୍ଭଗୃହରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?