ପୁରୀ

ଶ୍ରୀକ୍ଷେତ୍ରରେ ନାଗା ଉପାସନା ଅନନ୍ୟ

ପୁରୀ ଅଫିସ,୩୦ା୯: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜାର ଏକ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ଏହି ଗୋଷାଣୀ ପୂଜନ ମଧ୍ୟରେ ନାଗା ଉପାସନା ଏକ ନିଆରା ଉପାସନା। ଯାହା ବୀରର ପ୍ରତୀକକୁ ଦର୍ଶାଇଥାଏ। ଏହି ନାଗା ଉପାସନା…

ପୁରୀରେ ଶୀଘ୍ର ନଷ୍ଟ ହୋଇଯାଉଛି ନୋଟ୍‌

ପୁରୀ ଅଫିସ,୩୦।୯: ଓଡ଼ିଶାର ଅନ୍ୟ ଜିଲା ତୁଳନାରେ ପୁରୀରେ ନୋଟ୍‌ (କାଗଜ ଟଙ୍କା) ଶୀଘ୍ର ନଷ୍ଟ ହୋଇ ଯାଉଛି ବୋଲି ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏସ୍‌ବିଆଇ ପକ୍ଷରୁ ସୂଚନା ମିଳିଛି। ଗୋଟିଏ ନୋଟ୍‌ ବଜାରକୁ ଯିବା ପରେ ଏହା ବିଭିନ୍ନ…

ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ପୁରୀ ଅଫିସ,୩୦ା୯: ବାଙ୍ଗରସ୍ଥିତ ପୁରୀ ମୁଖ୍ୟ କାରାଗାରରେ ଗୁରୁବାର ଜଣେ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ଥାନା ବିଶ୍ୱନାଥପୁରର ଶିବପ୍ରସାଦ ଭୋଇ(୪୫)। ହଠାତ୍‌ ଅପରାହ୍ନରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ହେଟେଲ୍‌ରୁ ମହିଳାଙ୍କ ମୃତଦେହ ଜବତ

ପୁରୀ ଅଫିସ,୨୯।୯: ପୁରୀରୁ ଏକ ହୋଟେଲ୍‌ରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଛି। ମୃତା ମହିଳା ଜଣଙ୍କ ହେଲେ ଐଶ୍ୱର୍ଯ୍ୟା ସାହାନାବାଗ। ସେ ଏକ କନଫରେନ୍ସରେ ଯୋଗ ଦେବା ପାଇଁ ବୁଧବାର ତାଙ୍କ କମ୍ପାନୀ କର୍ମଚାରୀଙ୍କ ସହ ପୁରୀ ଆସିଥିଲେ।…

ବିଏ ପାସ୍‌ ନ କରି ଅଧ୍ୟାପକ

କଣାସ,୨୯ା୯(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଧୀନ ଗଡ଼ସାନପୁଟ ପଞ୍ଚାୟତର ଚଉଦମୌଜା ବିଦ୍ୟୁତ୍‌ ସ୍ନାତକ ମହାବିଦ୍ୟାଳୟରେ ଜଣେ ଓଡ଼ିଆ ଅଧ୍ୟାପକ ସ୍ନାତକ (ବି.ଏ.) ପାସ୍‌ ନ କରି ସ୍ନାତକୋତ୍ତର (ଏମ୍‌.ଏ) ପାସ୍‌ ସାର୍ଟିଫିକେଟ୍‌ ଦେଇ ଦୀର୍ଘଦିନ ହେଲା କାର୍ଯ୍ୟ କରୁଥିବା ଅଭିଯୋଗ…

ରତ୍ନଭଣ୍ଡାର ପ୍ରସଙ୍ଗକୁ ପୁଣି ଅଣଦେଖା

ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିରସ୍ଥିତ ନୀଳାଦ୍ରି ଭକ୍ତ ନିବାସଠାରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଉପରେ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିବା ବେଳେ ବହୁ…

ପଛରେ ପଡ଼ିଛି ଜଳକ୍ରୀଡ଼ାର ବିକାଶ

ପୁରୀ ଅଫିସ,୨୭।୯:ଶ୍ରୀମନ୍ଦିର ଓ ସ୍ବର୍ଣ୍ଣାଭ ବେଳାଭୂମି ପୁରୀ ପର୍ଯ୍ୟଟନ ଶିଳ୍ପର ମେରୁଦଣ୍ଡ। ସହରର ଅର୍ଥନୈତିକ ବିକାଶ ଏହା ଉପରେ ନିର୍ଭରଶୀଳ। ପ୍ରତିଦିନ ରାଜ୍ୟ ଓ ଦେଶ ବାହାରୁ ହଜାର ହଜାର ପର୍ଯ୍ୟଟକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରନ୍ତି ଏବଂ ବେଳାଭୂମିର…

ରତ୍ନଭଣ୍ଡାରକୁ ଡର

ପୁରୀ ଅଫିସ,୨୬।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ହୋଇପଡ଼ିଥିବାରୁ ଏହାର ସୁରକ୍ଷା ନେଇ ଚିନ୍ତା ବଢ଼ିଛି। ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ମରାମତି କରାଯିବାକୁ ବିଭିନ୍ନ ମହଲରେ ଦାବି ହୋଇଆସୁଛି। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାର ନୀରବ…

ଝୁଲନ୍ତା ଅବସ୍ଥାରେ ମିଳିଲା ବିଜେଡି ଜିଲା ପରିଷଦ ସଭ୍ୟଙ୍କ ମୃତଦେହ

ପୁରୀ ଅଫିସ,୨୪।୯: ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଶନିବାର ଭୁବନେଶ୍ୱରସ୍ଥିତ ଘରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ…

କାର୍ଯ୍ୟକ୍ଷମ ହୋଇନି ଅତ୍ୟାଧୁନିକ ମାଛ ବଜାର

ପୁରୀ ଅଫିସ,୨୩।୯: ପୁରୀ ସହରରେ ଗୋଟିଏ ଛାତ ତଳେ ସବୁ ଆମିଷଜାତ ଦ୍ରବ୍ୟ ଉପଲବ୍ଧ କରାଇବା ସହ ପ୍ରଦୂଷଣ ରୋକିବା ପାଇଁ ୨୦୧୯ ମସିହାରେ ତାଳବଣିଆରେ ଓଡ଼ିଶାର ଦ୍ୱିତୀୟ ଅତ୍ୟାଧୁନିକ ସ୍ବଚ୍ଛ ମାଛ ବଜାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ସମସ୍ତ…

ଆଇନ ବିଭାଗକୁ ଚିଠି ଲେଖିନି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ସ୍ଥିତି ଯାଞ୍ଚ ସହ ମରାମତି କରାଯିବା ପାଇଁ ରାଜ୍ୟ ସାରା ଜଗନ୍ନାଥପ୍ରେମୀମାନେ ଦାବି କରୁଛନ୍ତି। ମାତ୍ର ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ୨୦୧୮ ଏପ୍ରିଲ ୪ ତାରିଖରେ…

ଛତିଶା ନିଯୋଗ ବୈଠକ: ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ, ୨୨।୯: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି। ଏଥିରେ କାର୍ତ୍ତିକ ପୂର୍ଣ୍ଣିମା ନୀତିକାନ୍ତି ଚୂଡ଼ାନ୍ତ ହେବା ସହ ହବିଷ୍ୟାଳୀଙ୍କ ଶୃଙ୍ଖଳିତ ଦର୍ଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri